-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||     

HOME   ରାଜ୍ୟ

କିଏ ଓ କେଉଁଠି କରିବେ ପତାକା ଉତ୍ତୋଳନ, ପଢନ୍ତୁ ପୁରା ତାଲିକା

24-Jan-2021



ଭୁବନେଶ୍ୱର (ପ୍ରେରଣା ଖବର ବ୍ୟୁରୋ) : ଗଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ । ଏନେଇ ପୁରା ତାଲିକା ପ୍ରକାଶ ପାଇଛି । ୨୦ଟି ସ୍ଥାନରେ ମନ୍ତ୍ରୀ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ୯ଟି ସ୍ଥାନରେ ଜିଲ୍ଲାପାଳ ଏବଂ ୩ଟି ସ୍ଥାନରେ ଆର୍‌ଡିସି । ତେବେ ଆସନ୍ତୁ ପଢିବା ପୁରା ତାଲିକା…

ଭୁବନେଶ୍ୱରରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ସମ୍ମାନିତ ଅତିଥି ହେବେ ମୁଖ୍ୟମନ୍ତ୍ରୀ । ସେହିପରି  କଟକରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପୁରୀରୁ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଅନୁଗୁଳରୁ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, କଳାହାଣ୍ଡିରୁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଗଞ୍ଜାମରୁ ମନ୍ତ୍ରୀ ପଦ୍ନନାଭ ବେହେରା, ବାଲେଶ୍ୱରୁ ମନ୍ତ୍ରୀ ପ୍ରତାପ ଜେନା, ରାୟଗଡ଼ାରୁ ମନ୍ତ୍ରୀ ଅରୁଣ ସାହୁ, କନ୍ଧମାଳରୁ ମନ୍ତ୍ରୀ ସୁଦାମ ମାରାଣ୍ଡି , ମୟୁରଭଞ୍ଜରୁ ମନ୍ତ୍ରୀ ସୁଶାନ୍ତ ସିଂହ, ବରଗଡ଼ରୁ ମନ୍ତ୍ରୀ ନବ ଦାସ, ସମ୍ବଲପୁରରୁ ମନ୍ତ୍ରୀ ଟୁକୁନି ସାହୁ, ନୟାଗଡରୁ

 

 ମନ୍ତ୍ରୀ ଜଗନ୍ନାଥ ସାରକା, କେନ୍ଦୁଝରରୁ ମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ଯାଜପୁର ଜିଲ୍ଲାରୁ ମନ୍ତ୍ରୀ ଅଶୋକ ପଣ୍ଡା, ବଲାଙ୍ଗୀରରୁ ମନ୍ତ୍ରୀ ସମୀର ଦାସ, ସୁନ୍ଦରଗଡରୁ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, କୋରାପୁଟରୁ ମନ୍ତ୍ରୀ ପ୍ରେମାନନ୍ଦ ନାୟକ , ନବରଙ୍ଗପୁର ଜିଲ୍ଲାରୁ ମନ୍ତ୍ରୀ ରଘୁନନ୍ଦନ ଦାସ, ଗଜପତି ଜିଲ୍ଲାରୁ ପଦ୍ମିନୀ ଦିଆନ, ମାଲକାନଗିରିରୁ ମନ୍ତ୍ରୀ ତୁଷାରକାନ୍ତି ବେହେରା ରହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026

You Might Also Like