-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସଂସ୍କୃତ ଶିକ୍ଷକ ରାଜକିଶୋର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

30-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ପୁଇଁତଲା ବ୍ଲକ ଅନ୍ତର୍ଗତ ଜାମଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ରାଜକିଶୋର ପଣ୍ଡାଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ନବୀନ ନାୟକ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ସମାଜସେବୀ ଶିକ୍ଷକ ଅଶୋକ ପଣ୍ଡା, ସମ୍ମାନୀତ ଅତିଥି ଭାବେ ପ୍ରଧାନଶିକ୍ଷକ ପବିତ୍ର ଗୁରୁ, ରବୀନ୍ଦ୍ର ଠେଟୁଆଳ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ବୁଡୁ ପଧାନ, ଗୌରୀ ଶଙ୍କର ବିନ୍ଧାଣି, ଅବସରପ୍ରାପ୍ତ ଖେଳ ଶିକ୍ଷକ ସୀତାରାମ ପଧାନ,

ହିନ୍ଦୀ ଶିକ୍ଷକ ପ୍ରଭାତ ସାହୁ, ସିଆରସିସି ରସାନନ୍ଦ କର୍ମୀ, ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ଗୁପ୍ତେଶ୍ୱର ବେହେରା ପ୍ରମୁଖ ଯୋଗଦେଇ ଶିକ୍ଷକ ଶ୍ରୀ ପଣ୍ଡାଙ୍କ ଶିକ୍ଷକତା ଜୀବନରେ ଛାତ୍ରଛାତ୍ରୀଙ୍କ ପ୍ରତି ରହିଥିବା ଭଲ ପାଇବା, ସହକର୍ମୀଙ୍କ ସହ ଉତ୍ତମ ସମ୍ପର୍କ ବିଷୟରେ ମତବ୍ୟକ୍ତ କରିବା ସହ ଶ୍ରୀ ପଣ୍ଡାଙ୍କ ଅବସର ଜୀବନ ସୁସ୍ଥ ଓ ନିରାମୟ ହେଉ ବୋଲି କାମନା କରିଥିଲେ। ଦଶମ ଶ୍ରେଣୀ ଛାତ୍ରୀ ନମିତା ସାହୁ ଓ ଇସ୍ମିତା ସୁନା ନିଜ ବକ୍ତବ୍ୟରେ ଶ୍ରୀ ପଣ୍ଡାଙ୍କୁ ଜଣେ ଛାତ୍ରବତ୍ସଳ ଶିକ୍ଷକ ବୋଲି କହିବା ସହ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉତ୍ତମ ନାଗରିକ ହେବା ପାଇଁ ସବୁ ସମୟରେ ସେ ପ୍ରେରଣା ଦେଉଥିଲେ ବୋଲି କହିଥିଲେ। ଏହି ଅବସରରେ ଶ୍ରୀ ପଣ୍ଡାଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ, ମାନପତ୍ର, ଭାଗବତ ଗୀତା ପୁସ୍ତକ ସହ ବିଭିନ୍ନ ଉପହାର ଦେଇ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଥିଲା। ଶିକ୍ଷୟତ୍ରୀ ନମିତା ପାଣିଗ୍ରାହୀ ମାନପତ୍ର ପଠନ  କରି ଥିଲେ। କାର୍ଯ୍ୟକ୍ରମ ପରିଚାଳନା ଶିକ୍ଷକ ବୁଲୁ ଦେହୁରୀ କରିଥିବା

ବେଳେ ଧନ୍ୟବାଦ ଦେଇଥିଲେ ଶିକ୍ଷକ ଅଜିତ ରାଉତ। ଏହି କାର୍ଯ୍ୟକ୍ରମରେ ଶିକ୍ଷକ ସଚ୍ଚିଦାନନ୍ଦ ସାହୁ,ସଂଜୀବ ନାଏକ, ଶିବ ଶଙ୍କର ପାଣିଗ୍ରାହୀ, ଅଭିଷେକ ପାଣିଗ୍ରାହୀ, ରଂଜିତା ରଣା, ସୁକାନ୍ତି ସାହୁଙ୍କ ସହ ଶିକ୍ଷା କର୍ମଚାରୀ ରାଜକିଶୋର ପଧାନ, ଦେବାଶିଷ ପଧାନ,ବିରଞ୍ଚି ମହାକୁର ସହଯୋଗ କରିଥିଲେ। କାର୍ଯ୍ୟକ୍ରମରେ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ସମେତ ଜାମଗାଁ ତଥା ଆଖପାଖ ଅଂଚଳର ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ଓ ଅଭିଭାବକ ଅଭିଭାବିକା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like