-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||     

HOME   ଜିଲ୍ଲା

ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ନୂତନ ଗୃହ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନା

30-Jun-2025



ବଲାଙ୍ଗୀର(ପ୍ରେରଣା ଖବର) ଆଜି ଦିବା ୧୧ଘଣ୍ଟା ସମୟରେ ପୂଜା ମଣ୍ଡପ(ଗାନ୍ଧି ପାଠାଗାର)ର ନୂତନ ଗୃହ ନିର୍ମାଣ ପାଇଁ  ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କ କରକମଳରେ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା l ଗାନ୍ଧି ପାଠାଗାର ସଭାପତି ପ୍ରକାଶ ନେପାକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ସମ୍ମାନିତ ଅତିଥି ବଲାଙ୍ଗୀର ପୌରାଧ୍ୟକ୍ଷା  ଶ୍ରୀମତୀ ଲିକା ସାହୁ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ କାଉନସିଲର  ଇସ୍ମତ ଆରା ଖାନ, ମହେନ୍ଦ୍ର ବାଗ ଓୱାର୍ଡ ନ.୧୬ କାଉନସିଲର ସମେତ ସମସ୍ତ ପାଠାଗାର ସଭ୍ୟ ସଭ୍ୟାଙ୍କ ଉପସ୍ଥିତ ଥିଲେ l ପାଠାଗାର ସମ୍ପାଦକ ପ୍ରଦୀପ ସାହୁ ସଭା ସଂଯୋଜନା କରିବା ସହ ଆଗାମୀ ଦିନରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ l ବିଧାୟକ କଳିକେଶ ନାରାୟଣ ସିଂଦେଓ ଏହି ଉତ୍ସବରେ ଉଦବୋଧନ ଦେଇ କହିଥିଲେ ଏହି ଅନୁଷ୍ଠାନ ବଲାଙ୍ଗୀରର ପୁରାତନ ଅନୁଷ୍ଠାନ ଏବଂ ସାମାଜିକ, ସାଂସ୍କୃତିକ ତଥା ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ମାନ ଆୟୋଜନ କରି ବଲାଙ୍ଗୀରର ଏକ ଅଗ୍ରଣୀ ଅନୁଷ୍ଠାନ ରୂପେ ମାନ୍ୟତା ପାଇ ପାରିଛି l ପ୍ରାୟ ୬୦ବର୍ଷ ପୁରୁଣା ଗୃହ ଜାଗାରେ ଏକ ନୂତନ ଗୃହ ନିର୍ମାଣ ପାଇଁ ୩୦ଲକ୍ଷ ଟଙ୍କାର ଅନୁଦାନ ଦିଆଯାଇଛି ଏବଂ ଦରକାର ପଡିଲେ ଆଉ କିଛି ଅନୁଦାନ ଦିଆଯିବ ବୋଲି ପ୍ରତିଶୃତି ଦେଇଥିଲେ l ପୂଜା ମଣ୍ଡପର ପୂର୍ବତନ ସଭାପତି ବିକ୍ରମାନନ୍ଦ ବହିଦାର, ଭଗବାନ ବଗର୍ତି, ଯଶବୀର ସିଂ ପ୍ରମୁଖ ପାଠାଗାର ନିର୍ମାଣ ପାଇଁ ବିଧାୟକ କଳିକେଶ ସିଂଦେଓଙ୍କ ପ୍ରଚେଷ୍ଟାକୁ ସ୍ୱାଗତ କରିବା ସହ ପ୍ରଂଶସା କରିଛନ୍ତି l ଉପସଭାପତି ସନ୍ତକ ବହିଦାର, କୋଷlଧ୍ୟକ୍ଷ  ଜିତେନ୍ଦ୍ର ନାଗ,ଚିତ୍ତରଞ୍ଜନ ସାହୁ,ରାଜେନ୍ଦ୍ର ପାଣି, ବିଧୁଭୂଷଣ ତ୍ରିପାଠୀ ତଥା ବରିଷ୍ଠ ସଭ୍ୟ ପୀତବାସ ପଣ୍ଡା, ନବୀନ ନନ୍ଦ, ସୂର୍ଯ୍ୟ ପୁରୋହିତ, ମୋହିନୀ ମିଶ୍ର, ମହିଳା କମିଟି ର ଦମୟନ୍ତୀ ବାଗ, ବିଳାସିନୀ ବେହେରା,ଲିନା ମହାନ୍ତି ଏବଂ ପାଠାଗାର ର ସମସ୍ତ ସଭ୍ୟସଭ୍ୟା ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026

You Might Also Like