-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ

30-Jun-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ପରିସର ନୂତନ ସଭାଗୃହ ରେ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି l ମୁଖ୍ୟଅତିଥି ଭାବେ ଜିଲ୍ଲା ପା ଲ ଗୌରବ ଶିବାଜି ଇସଲ୍ ୱାର , ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି , ଜିଲ୍ଲା ଉନ୍ନୟନ ଅଧିକାରୀ ପ୍ରଭାତ କୁମାର ମ ହ।ପାତ୍ର, ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ , ବିଡ଼ିଓ ମହାପାତ୍ର କୁଲଦୀପ ମହାନ୍ତି , ମଂଚାସୀନ ଅଧିକାରୀ ଭାବେ ଯୋଗ ଦେଇଥିଲେ ।ବ୍ଲକ ଅଞ୍ଚଳ ର 20 ଟି ଗ୍ରାମ ପଞ୍ଚାୟତ ର ସରପଞ୍ଚ ,ସମିତି ସଭ୍ୟ , ଜନସାଧାରଣ ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ କରିଥିବା ବେଳେ ଏହାର ଶୁଣାଣି ଅତିଥି ମାନେ କରି ଥିଲେ l ସର୍ବ ମୋଟ 37 ଟି ଅଭିଯୋଗ ର ଶୁଣାଣି ହୋଇ ଥିଲା ।ମୁଖ୍ୟତଃ ବର୍ତ୍ତମାନ ଖରିଫ ଋତୁ ଯୋଗୁଁ ଚାଷ କାର୍ଯ୍ୟ ପାଇଁ କୃଷି ,ଉଦ୍ୟାନ ଉପରେ ଧ୍ୟାନ ନିଆଯାଇ ଥିଲା ଓ ଗତ ଗ୍ରୀଷ୍ମ ଋତୁ ରେ ପ୍ରତ୍ୟେକ ଗ୍ରାମ ରେ ଜମି ଉନ୍ନତିକରଣ , ମନରେଗା ଯୋଜନାରେ କାର୍ଯ୍ୟ କୁ ତଦନ୍ତ କରାଯାଇ ଥିଲା l

ଶିକ୍ଷା ,ସ୍ବାସ୍ଥ୍ୟ , ଗମନାଗମନ ଆବାସ ଗୃହ ,ଗୁହାଳ ନିର୍ମାଣ , ପୋଖରୀ ରେ ପାହାଚ ନିର୍ମାଣ , ଉଦ୍ୟାନ , ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟ , ସୁଭଦ୍ରା ଯୋଜନା ପ୍ରଭୁତି ଉପରେ ଆଲୋଚନା କରାଯାଇ ଥିଲା l ଏହିପରି  ଜିଲ୍ଲାପାଳ ଆସିବାରେ ବିଳମ୍ବ ହେତୁ ସାଧାରଣ ରେ କିଛି ସମୟ ପାଇଁ ଅଶାନ୍ତି ଦେଖା ଯାଇ ଥିଲା l ଜିଲ୍ଲା ର ବିଭିନ୍ନ ବିଭାଗ ର ଅଧିକାରୀ ମାନେ ଉପସ୍ଥିତ ରହି ଶିବିର କୁ ସହଯୋଗ କରିବା ସହ ବ୍ଲକ ର ପ୍ରତ୍ୟେକ ବିଭାଗ କର୍ମଚାରୀ ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like