-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ସାହିତ୍ୟ ଏକାଡେମୀ , ବୌଦ୍ଧ ପକ୍ଷରୁ ଶିକ୍ଷୟିତ୍ରୀ ଅନୁସୂୟା ଦେବତା ସମ୍ବର୍ଦ୍ଧିତ

30-Jun-2025



ଅତାବିରା(ଆକାଶ ମିଶ୍ର): ବୌଦ୍ଧ ଜିଲ୍ଲା କଲ୍ଚରାଲ ଏକାଡେମୀ ସହଯୋଗରେ ଓଡ଼ିଶା ସାହିତ୍ୟ ଏକାଡେମୀର ରାଜ୍ୟସ୍ତରୀୟ ଏକଦିବସୀୟ ସାରସ୍ବତ ଆସର ଓ କବିତା ପାଠୋତ୍ସବ ସହ ସମ୍ବର୍ଦ୍ଧନା ପର୍ବ ସ୍ଥାନୀୟ ଟାଉନ ହଲ ଠାରେ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ବରଗଡ ଜିଲ୍ଲା ଅତାବିରା ବ୍ଲକ୍ ଅନ୍ତର୍ଗତ  ଟୋପ ହାଇସ୍କୁଲର ବିଜ୍ଞାନ ଶିକ୍ଷୟିତ୍ରୀ ତଥା କବୟିତ୍ରୀ ଅନୁସୂୟା ଦେବତା ସାରସ୍ଵତ ସମ୍ମାନରେ ସମ୍ବର୍ଦ୍ଧିତ ହୋଇଛନ୍ତି । ନିଜର କାର୍ଯ୍ୟଦକ୍ଷତା, ସାମାଜିକ ପ୍ରତିବଦ୍ଧତା , ସହିତ୍ୟାନୁରାଗି, ପ୍ରକୃତିପ୍ରେମୀ ତଥା ସମାଜସେବାମୂଳକ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଯୋଗୁଁ ସେ ଜିଲ୍ଲାର ବିଭିନ୍ନ ସରକାରୀ ତଥା ବେସରକାରୀ ଅନୁଷ୍ଠାନରୁ ପୁରସ୍କୃତ  ହେବା ସହ ଓଡ଼ିଶାର ଗଞ୍ଜାମ, କନ୍ଧମାଳ, କଟକ, ବାଲେଶ୍ଵର, ବାରିପଦା, ସମ୍ବଲପୁର, ଖୋର୍ଦ୍ଧା, ସୁବର୍ଣ୍ଣପୁର, ଯାଜପୁର ଆଦି ଜିଲ୍ଲାର ବିଭିନ୍ନ ସାହିତ୍ୟ ଅନୁଷ୍ଠାନ ଦ୍ଵାରା  ସମ୍ବର୍ଦ୍ଧିତ ହୋଇ ସାରିଛନ୍ତି। ତାଙ୍କର ଏହି ସମସ୍ତ ପ୍ରତିଭାକୁ ସମ୍ମାନ ଜଣାଇ ବୌଦ  ଜିଲ୍ଲାର  ସର୍ବ ପୁରାତନ ସାହିତ୍ୟ ଅନୁଷ୍ଠାନ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ  ତାଙ୍କୁ  ଉତ୍ତରୀୟ ଓ  ସ୍ମୃତି ଫଳକ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ଯୁଗଳ କିଶୋର ସାମଲ ଉଦ୍ଘାଟକ, ମୁଖ୍ୟ ଅତିଥି, ବାଙ୍କୀ ମହାବିଦ୍ୟାଳୟର ପ୍ରାକ୍ତନ ଓଡ଼ିଆ ବିଭାଗର ମୁଖ୍ୟ ଡ. ବୈରାଗୀ ଚରଣ ପଟ୍ଟନାୟକ ,ମୁଖ୍ୟ ବକ୍ତା ସଂସ୍କୃତ ଅଧ୍ୟାପକ ପ୍ରତାପ କୁମାର ରଥ ,ସମ୍ମାନିତ ଅତିଥି  ପୂର୍ବତନ
ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ଅକ୍ଷୟକୁମାର ରାଉତ ଜଗତସିଂପୁର ମଞ୍ଚାସୀନ ହୋଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରି ଥିଲେ। ଏକାଡେମୀର ସଭାପତି ତଥା ଶିଶୁ ସାହିତ୍ୟିକ
ଧ୍ରୁବଚରଣ ଘିବେଲା  ସଭାପତିତ୍ବ କରିଥିଲେ । ସାହିତ୍ୟିକ ହାଡ଼ିବନ୍ଧୁ ମହାକୁଡ,ଏକାଡେମୀର ଯୁଗ୍ମ ସମ୍ପାଦକ କାର୍ତ୍ତିକେଶ୍ୱର ନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଉଦ୍ଘାଟନୀ ସଙ୍ଗୀତ କବୟିତ୍ରୀ ରଶ୍ମିତା କୁମାରୀ ବେହେରାଙ୍କ ଦ୍ଵାରା ଗାନ କରାଯାଇଥିଲା । ପ୍ରଥମ ପର୍ଯ୍ୟାୟରେ ସ୍ଥାନୀୟ କବି ଓ କବୟିତ୍ରୀ ମାନଙ୍କ ଦ୍ବାରା କବିତା ପାଠ କରାଯାଇଥିବା ବେଳେ ୨ୟ ପର୍ଯ୍ୟାୟ ରେ ରାଜ୍ୟର ୩୦ ଜିଲ୍ଳା ରୁ ନିମନ୍ତ୍ରିତ ହୋଇ ଆସିଥିବା  କବି କବୟିତ୍ରୀ  ମାନଙ୍କୁ ମହାନଦୀ,
ବାଘ ନଦୀ,ତେଲନଦୀ ଓ ସଲୁଙ୍କି ନଦୀ ୪ଟି ଦଳରେ ପ୍ରକୃତି, ମୟା ମୋହ,ଜୀବନ ଓ ପ୍ରେମ ବିଷୟକୁ ନେଇ କବିତା ପାଠ ମଧ୍ୟ କରାଯାଇଥିଲା। ଅନୁଷ୍ଠାନର ସମ୍ପାଦକ ରାଧାମୋହନ ମାହାଣା ଧନ୍ୟବାଦ୍ ଦେଇଥିଲେ । ଅନୁଷ୍ଠାନର ଉପସଭାପତି କବି ଟଙ୍କଧର ସାହୁ, ସଦସ୍ୟ ରାଜକୁମାର ପ୍ରଧାନ,ଦେବେନ୍ଦ୍ର ଦେହୁରୀ, ପ୍ରମୁଖ ସହଯୋଗ କରିଥିଲେ।
ଅନ୍ତିମ ପର୍ଯ୍ୟାୟର ସମରୋପ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ବୈରାଗୀ ଚରଣ ପଟ୍ଟନାୟକ ବକ୍ତା କିଶୋର ମିଶ୍ର, ସମ୍ମାନିତ ଅତିଥି ସୁଧୀର କୁମାର କର୍ଣ୍ଣ ସଭାପତି  ଧ୍ରୁବ ଚରଣ ଘିବେଲା 
ମଞ୍ଚାସୀନ ହୋଇ ସାହିତ୍ୟ ଉପରେ ଆଲୋଚନା କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like