-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଶିଶୁ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

30-Jun-2025



ବଲାଙ୍ଗୀର(ପ୍ରେରଣା ଖବର): ରାଜେନ୍ଦ୍ର ୟୁନିଭରସିଟିର ବାଣିଜ୍ୟ ବିଭାଗର ନୂତନ କ୍ଲାସ ରୁମ୍ ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ସ୍କୁଲ୍ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଶିଶୁ ସୁରକ୍ଷା  ସଚେତନତା କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଛି।କାର୍ଯ୍ୟକ୍ରମରେ ରାଜେନ୍ଦ୍ର କଲେଜର ଅଧକ୍ଷ ଏ.କେ ମଙ୍ଗରାଜ ସମସ୍ତଙ୍କୁ ସ୍ବାଗତ ଜଣାଇ ଶିଶୁ  ସୁରକ୍ଷା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଥିବାରୁ ଶିଶୁ ସୁରକ୍ଷା

ଉପରେ ନିଜର ମତାମତ ପ୍ରଦାନ କରିଥିଲେ।ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ କୁମାର ଖୁଅସ  କିଶୋର ନ୍ୟାୟ ଆଇନ୍ ୨୦୧୫, ପୋସ୍କୋ ଆଇନ୍, ବାଲ୍ୟ ବିବାହ ନିରୋଧ ଆଇନ୍ ୨୦୦୬,ପୋଷ୍ୟ ସନ୍ତାନ ଗ୍ରହଣ ଆଇନ୍ ୨୦୨୨ ଓ ମିଶନ ବାତ୍ସଲ୍ୟ ମାର୍ଗଦର୍ଶିକା ୨୦୨୨ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ବେଟି ବଚାଓ ବେଟି ପଢାଓ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଥିବା ଜଣାଇଥିଲେ।ଆଶୀର୍ବାଦ ଯୋଜନା,ପୃଷ୍ଟପୋଷକତ। ରାଶି ଯୋଜନା,ଗ୍ରୀନ ପାସେଜ ପ୍ରମାଣପତ୍ର, ଯଶୋଦା ଯୋଜନା ଓ ଅସୁରକ୍ଷିତ,ଅସହାୟ,ପିତୃମାତୃହୀନ ଘେରରେ ଥିବା ଶିଶୁଙ୍କ ପାଇଁ ଥିବା ବିଭିନ୍ନ ଯୋଜନା ଉପରେ ଜଣାଇବା

ସହ ଦେୟ ମୁକ୍ତ ଫୋନ୍ ନମ୍ୱର୍ ୧୦୯୮ ରେ ଜଣାଇବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଥିଲେ। ଅନୁରୂପ ଭାବେ ମହିଳା ମହାବିଦ୍ୟାଳୟର ଅଧକ୍ଷ କେ.କେ ଓଝା, ସଂସ୍କୃତ ଅଧ୍ୟାପକ ଅଜିତ କୁମାର ପଣ୍ଡା ଶିଶୁ ମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରି ଝିଅ ବି ପଢ଼ିବେ,ଝିଅ ବି ବଢିବ ବୋଲି କହିଥିଲେ।ଏହି ଅବସରରେ ଏସ  ମାରାଣ୍ଡି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଉକ୍ତ କାର୍ଯ୍ୟକ୍ରମରେ ବସନ୍ତ ହରପାଲ୍,ସୁଦାନ ଖମାରୀ,ଡଲି ସାହୁ,ଡଲି ବେହେରା,ସାମାଜିକ କର୍ମୀ ହରିବନ୍ଧୁ ରାଉତ୍,ଶୁଭମ୍ ଜେନା ବାଳମୁକୁନ୍ଦ ଭିତିରିଆ ସକ୍ରିୟ ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like