-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଶିଶୁପୁତ୍ର ଜନ୍ମ ଦେଲେ ଆଦିବାସୀ ନାବାଳିକା - ଅଚିନ୍ତା ରେ ବୁଲୁଛନ୍ତି ଅଭିଯୁକ୍ତ - ପୋଲିସ ପ୍ରଶାସନ ନିରବ - ଶିଶୁପୁତ୍ର ଗୁରୁତର

01-Jul-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଠେଙ୍ଗୋ ଡ୍ୟାମ ଫାଣ୍ଡି ଅଞ୍ଚଳରେ ଜଣେ ଆଦିବାସୀ ମା’-ବାପା ଛେଉଣ୍ଡ ନାବାଳିକା ଏକ ଶିଶୁ ପୁତ୍ର ଜନ୍ମ କରିଛନ୍ତି। ଅପରପକ୍ଷରେ ଅଭିଯୁକ୍ତ ଯୁବକ ଜଣକ ବେଫିକର ବୁଲୁଥିବା ଦେଖିବାକୁ ମିଳିଛି। ଅଭିଯୋଗ ଅନୁସାରେ, ବିନିକା ଥାନା ଅନ୍ତର୍ଗତ ବିନିକା କଲେଜ ପଡାର ସୁନୀଲ ଷାଣ୍ଢ ନାମକ ଜଣେ ଯୁବକ ଦୀର୍ଘ ଦିନ ହେଲା ଉକ୍ତ ୧୭ ବର୍ଷିଆ ନାବାଳିକାକୁ ବିବାହର ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିଥିଲେ। ନାବାଳିକା ଜଣକ ତାଙ୍କୁ ବାହା ହେବାକୁ କହିଲେ ମଧ୍ୟ ସେ ବିଭିନ୍ନ ବାହାନା ଦେଖାଇ ପ୍ରଲୋଭିତ କରୁଥିଲେ। ଗତ ୧୭ ତାରିଖରେ ନାବାଳିକା ଜଣକ ନିଜ ଘରେ ଏକ ପୁତ୍ର ସନ୍ତାନ ଜନ୍ମ କରିଛନ୍ତି। ଶିଶୁ ପୁତ୍ର ଜନ୍ମ ହେବାପରେ ନାବାଳିକା ନିଜ ଜାତି ସମାଜର କିଛି କର୍ମକର୍ତ୍ତା ଓ ସମ୍ପର୍କୀୟଙ୍କ ସହିତ ଯୁବକଙ୍କ ଘରକୁ ଯାଇଥିଲେ ମଧ୍ୟ ଅଭିଯୁକ୍ତ ଯୁବକ ଓ ତାଙ୍କ ପରିବାର ଲୋକେ ତାଙ୍କୁ ଗ୍ରହଣ କରି ନ ଥିଲେ। ତାଙ୍କୁ ଓଲଟା ଘରୁ ବାହାର କରିଦେଇଥିଲେ।
ଏନେଇ ନାବାଳିକା ଜଣକ ବିନିକା ପୋଲିସର ସହଯୋଗ ନେଇଥିଲେ ମଧ୍ୟ ବିନିକା ପୋଲିସ ତାଙ୍କୁ ସାହାଯ୍ୟ କରି ନ ଥିଲା। ନାବାଳିକାଙ୍କୁ ବୀରମହାରାଜପୁର ଥାନାକୁ ଯିବାପାଇଁ କହିଥିଲା। ଫଳରେ ନାବାଳିକା ଜଣକ ଘରକୁ ଆସି ବୀରମହାରାଜପୁର ଥାନାରେ ଅଭିଯୋଗ କରିଛନ୍ତି। ଅପର ପକ୍ଷରେ ନବଜନ୍ମିତ ଶିଶୁ ପୁତ୍ରର ସ୍ବାସ୍ଥ୍ୟାବସ୍ଥା ଏବେ ଗୁରୁତର ରହିଛି। ଶିଶୁ ପୁତ୍ରକୁ ଏଯାଏ ଡାକ୍ତରଖାନାକୁ ମଧ୍ୟ ନିଆଯାଇ ନାହିଁ। ସ୍ଥାନୀୟ ଆଶା ଓ ଅଙ୍ଗନୱାଡ଼ି କର୍ମୀ ଘଟଣା ବିଷୟରେ ଜାଣିଥିଲେ ମଧ୍ୟ ଶିଶୁ ପୁତ୍ରକୁ କାହିଁକି ଡାକ୍ତରଖାନାକୁ ନେଇ ଚିକିତ୍ସା କରାଯାଉ ନାହିଁ ତାହା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ନାବାଳିକା ଜଣକ ଏକ ଗରିବ ପରିବାର ଅଟନ୍ତି। ପ୍ରାୟ ୬ ବର୍ଷ ପୂର୍ବରୁ ତାଙ୍କ ମା’ଙ୍କ ମୃତ୍ୟୁ ହୋଇଥିବାବେଳେ ତିନି ବର୍ଷ ହେବା ତାଙ୍କର ବାପାଙ୍କ ମୃତ୍ୟୁ ହୋଇଛି। ପରିବାରରେ ପାଞ୍ଚ ଭଉଣୀ ମଧ୍ୟରୁ ନାବାଳିକା ଜଣକ ତୃତୀୟ କନ୍ୟା ଅଟନ୍ତି। �


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like