-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||     

HOME   ଜିଲ୍ଲା

ଆଇନଜୀବୀ ଉମେଶ ମିଶ୍ରଙ୍କ ହୃଦଘାତରେ ପରଲୋକ, ଓକିଲ ସଂଘ ପକ୍ଷରୁ ଶୋକପ୍ରକାଶ

24-Jan-2021



ବଲାଙ୍ଗିର, (ପ୍ରେରଣା ଖବର) : ଗତ କାଲି ରାତି 9 ଟା ସମୟରେ ବରିଷ୍ଠ ଆଇନଜୀବୀ ଉମେଶ ମିଶ୍ର(63) ଙ୍କ ହୃଦଘାତ ରେ ପରଲୋକ ହୋଇଯାଇଛି l ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ l  ତାଙ୍କୁ ବରଗଡ଼ ର ବିକାଶ ହସ୍ପିଟାଲ ରେ ଭର୍ତି କରାଯାଇଥିଲା l ଆରୋଗ୍ୟ ହେବା ପରେ ଡାକ୍ତର ତାଙ୍କୁ ଡିସଚାର୍ଜ କରିଥିଲେ l ତେବେ ବଲାଙ୍ଗିର ଘରକୁ ଫେରୁଥିବା ସମୟରେ ଡୁଙ୍ଗୁରିପାଲି ନିକଟରେ ହଠାତ୍  ସେ ଅସୁସ୍ଥ ଅନୁଭବ କରିବା ସହ ଛାତିରେ ଯନ୍ତ୍ରଣା ହେବାରୁ ପରିବାର ଲୋକେ ଚେକ୍ ଅପ୍  ପାଇଁ ପୁଣି ବରଗଡ଼ କୁ ନେଇଥିଲେ  l ବରଗଡ଼ରେ ପହଁଞ୍ଚିବା ପରେ  ଉମେଶ ଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ l ସ୍ଵର୍ଗତ  ମିଶ୍ର 

ଙ୍କ ବିୟୋଗରେ   ଓକିଲ ମାନଙ୍କ ମଧ୍ୟରେ ଏକ ଶୋକାକୁଳ ପରିବେଶ ସ୍ରୁଷ୍ଟି   ହୋଇଛି l ଉମେଶ ମିଶ୍ର ଜଣେ ଅlମାୟିକ ଓ ଭଦ୍ର ବ୍ଯକ୍ତି ଭବରେ ଜଣାଶୁଣା ଥିଲେ l ସ୍ଵର୍ଗତ ଉମେଶ ମିଶ୍ର ଙ୍କ ଭାଇ ବିବେକନନ୍ଦ ମିଶ୍ର ପେଶାରେ ଜଣେ ଆଇନଜୀବୀ  ଥିବାବେଳେ ବଡ. ଭାଇ ଜଣେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଅଟନ୍ତି l  ଆଇନଜୀବୀ ଉମେଶ ମିଶ୍ରଙ୍କ ଦୁଇଟି ଝିଅ ଅଛନ୍ତି ଓ ତାଙ୍କ ସ୍ତ୍ରୀ ଜନେ ଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରନ୍ତି l   ନିଜ ପୈତୃକ ଘର ଟିକରାପଡ଼ା ହୋଇଥିବା ବେଳେ ସେ ଗତ ଦୁଇ ବର୍ଷ ହେଲା  ସିଭିଲ କୋର୍ଟ ପଛ ପାଖ ନିଜ ଘରେ ରହି ଆସୁଥିଲେ l ଆଇନଜୀବୀ ଉମେଶ ମିଶ୍ରଙ୍କ ଅକାଳ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି l ଆଡଭୋକେଟ ଅରବିନ୍ଦ ପୁଝାରୀ, ଓକିଲ ସଂଘ ର  ସଭାପତି ପ୍ରବୀଣ ମିଶ୍ର ଓ ସମ୍ପାଦକ ବସୁଦେବ ରଥ ସ୍ଵର୍ଗତ ମିଶ୍ରଙ୍କ ପରିବାର କୁ ସମବେଦନା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026

You Might Also Like