-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

କଫ୍ ସିରଫ ଚୋରା ଚାଲାଣ ଗାଡି ଜଳିଯାଇଥିବା ମାମଲା: ଘଣ୍ଟାପଡା ପୋଲିସ ପଞ୍ଝାରେ ୨ଅଭିଯୁକ୍ତ, ୩ଫେରାର

01-Jul-2025



କଣ୍ଟାମାଳ,(ଜୟ କୁମାର ମହାରଣା):  କଫସିରଫ ଚୋରାଚାଲାଣ ମାମଲାରେ ଘଣ୍ଟାପଡା ଥାନା ପକ୍ଷରୁ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଅନ୍ୟ ୩ଜଣ ଫେରାର ଥିବା ପୁଲିସ ସୂତ୍ରରୁ ପ୍ରକାଶ  l ସୂଚନା ପ୍ରକାରେ ରଥଯାତ୍ରା ରାତିରେ ଏକ ଟୟୋଟା କାର କୁଲୁତାଯୋର ପଟରୁ ଘଣ୍ଟାପଡ଼ା ଆଡ଼କୁ ଆସୁଥିଲା l ଦୈବାତପୋଲିସର ପେଟ୍ରୋଲିଙ୍ଗ ଗାଡ଼ିକୁ ଦେଖି କାରଟି ହଠାତ ପଛଘୁଞ୍ଚା ଚାଲିଯାଉଥିଲା। କିନ୍ତୁ ପୋଲିସକୁ ଏସବୁ ଦୃଶ୍ୟ ସନ୍ଦେହ ହେବାରୁ କାର ର ପିଛା କରିଥିଲା l ତେବେ କାରଟି ମାଣ୍ଡିଆଯୋରରୁ କ୍ଷିପ୍ର ଗତିରେ ଯାଉଥିବାରୁ ରେକଡୋଲ ରାସ୍ତାର କୁରୁକୁପା ବାଇପାସ ନିକଟରେ ଭାରସାମ୍ୟ ହରାଇ ଏକ ପୋଲକୁ ଧକ୍କା ଦେଇଥିଲା l ଫଳରେ ଗାଡ଼ିରେ ବସିଥିବା ସମସ୍ତେ ଗାଡ଼ିରୁ ଓହ୍ଲାଇ ଖସି ଯିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ସେମାନଙ୍କୁ ଦୌଡ଼ାଇ ଦୌଡ଼ାଇ ୨ଜଣକୁ ଧରିଥିବାବେଳେ ଅନ୍ୟମାନେ ଫେରାର ମାରିଥିଲେ l ଏହାରି ଭିତରେ ସର୍ଟସର୍କିଟ ଯୋଗୁଁ ଗାଡ଼ିରେ ହଠାତ ନିଆଁ ଲାଗିଯାଇଥିଲା l ଫଳରେ ପୋଲିସ ଦମକଳକୁ ଡକାଇ ନିଆଁକୁ ଆୟତ କରିଥିଲା । କିନ୍ତୁ ସେତିକିବେଳକୁ ଗାଡ଼ିଟି ସଂପୂର୍ଣ୍ଣ ପୋଡ଼ି ନଷ୍ଟ ହୋଇଯାଇଥିଲା। ଏପରିକି ଗାଡ଼ି ନମ୍ବର ମଧ୍ୟ ପୋଡ଼ି ନଷ୍ଟ ହୋଇଯାଇଥିଲା। ଶେଷରେ ସକାଳୁ ଦେଖିଲାବେଳକୁ ଗାଡ଼ିରେ ପ୍ରଚୁରମାତ୍ରାରେ ପୋଡି ଯାଇଥିବା କଫ ସିରଫ ଦେଖିବାକୁ ମିଳିଥିଲା l ଏନେଇ ପୋଲିସ ଏକ ମାମଲା କେସ୍ ନଂ ୯୭/୨୫ରେ ରୁଜୁ ଅଧିକ ତଦନ୍ତ କରି ୨ଜଣ ଅଭିଯୁକ୍ତକୁ ଗିରଫ କରି ସେମବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଉକ୍ତ ଥାନା ଅଧିନ ରେକଡୋଲ ଗ୍ରାମର ଶିବାନନ୍ଦ ବାଘ(୨୩) ଏବଂ ଗୁଣୁଚିତରା ଗ୍ରାମର

ଆକାଶ ଦୀପ(୨୨) | ଅନ୍ୟ ୩ଜଣ ଅଭିଯୁକ୍ତ ଘଟଣାସ୍ଥଳରୁ ଖସି ପଳାଇ ଯାଇଛନ୍ତି । ଗାଡିଟି ସମ୍ପୂର୍ଣ୍ଣ ଜଳିଯାଇଥିବା ଅବସ୍ଥାରେ ଅଛି ତଦନ୍ତ ଅନୁସାରେ ଗାଡ଼ିନଂ ଓଆର.୦୨ଏକ୍ୟୁ ୧୮୦୦ ଏବଂ ପୋଡ଼ି ଯାଇଥିବା ଅବସ୍ଥାରେ ୧୦୦ ଏମ.ଏଲର ୨୬ଟି ୱିନସେରେକ୍ସ କଫ୍ ସିରପ୍ ବୋତଲ ଜବତ କରାଯାଇଛି ବୋଲି ଘଣ୍ଟାପଡା ଥାନା ଅଧିକାରୀ ମାଧବ ଚନ୍ଦ୍ର ଟାକ୍ରି ସୂଚନା ଦେଇଛନ୍ତି ଏବଂ ଉକ୍ତ ମାମଲାକୁ ଗମ୍ଭିରତାର ସହ ଗ୍ରହଣ କରି ସଂପୃକ୍ତ ଫେରାର ୩ଜଣ ଆସାମୀଙ୍କୁ ଶିଘ୍ର ଗିରଫ କରାଯିବ ଓ ଥାନାଞ୍ଚଳରୁ କଫସିରଫ କାରବାର ଉପରେ ତୀକ୍ଷ୍ମ ନଜର ରହିବ ବୋଲି ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like