-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   (12-May-2026)       ||      ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   (12-May-2026)       ||      ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||     

HOME   ଜିଲ୍ଲା

ମାରୱାଡ଼ି କମିଟି ତରଫରୁ ଅନ୍ନଭୋଗ ବଣ୍ଟନ

01-Jul-2025



ସିନାପାଲି (ଚିନ୍ତାମଣି ନେତାମ)
ପବିତ୍ର ରଥଯାତ୍ରା ଅବସରରେ ନୂଆପଡ଼ା ଜିଲ୍ଲା ସିନାପାଲି ଅଗ୍ରସେନ୍ ଭବନ କମିଟି ଓ ମାରୱାଡି ଯୁବା ମଞ୍ଚ ତରଫରୁ ମିଳିତ ଭାବରେ ସ୍ଥାନୀୟ ମାଉସୀ ମନ୍ଦିର ପରିସରରେ ସାଧାରଣ ଲୋକଙ୍କ ପାଇଁ ଅନ୍ନଭୋଗର ବ୍ଯବସ୍ଥା କରାଯାଇଥିଲା। ଅନ୍ନଭୋଗ ପାଇବାକୁ ସିନାପାଲି ସହର ସମେତ ଆଖପାଖ ଅଂଚଳରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଲିଥିଲା ା କାର୍ଯ୍ୟକ୍ରମ ଆୟୋଜନରେ ଅଗ୍ରସେନ୍ ଭବନ କମିଟି ଉପସଭାପତି ତଥା ବ୍ୟବସାୟୀ ସଂଘ ସଭାପତି ପ୍ରଦୀପ କୁମାର ଜୈନ, ଜିଲ୍ଲା ପରିଷଦ ସଦସ୍ୟା ଆଶା ଜୈନ, ଭାରତୀ ଅଗ୍ରୱାଲ, ଭତେରି ଜୈନ, ସଙ୍ଗୀତ ଜୈନ, ରାଜୁ ଜୈନ, ବିନୋଦ ଅଗ୍ରୱାଲ, ଅଧିବକ୍ତା ହରେଶ ଜୈନଙ୍କ ସହ ମାରୱାଡି ଯୁବମଞ୍ଚର ପୂର୍ବ ରାଷ୍ଟ୍ରୀୟ ସଭା ସଦସ୍ୟ ହରିଓମ୍ ଜିନ୍ଦଲ, ଅଧ୍ୟକ୍ଷ ହିରାଲାଲ ଅଗ୍ରୱାଲ, ସମ୍ପାଦକ ଗଣେଶ କୁମାର ଅଗ୍ରୱାଲ, କୋଷାଧ୍ଯକ୍ଷ ରାଜେଶ କୁମାର ଅଗ୍ରୱାଲ, ଅମିତ୍ ଜୈନ, ରାଜେଶ ଅଗ୍ରୱାଲ, ରାଧେଶ୍ୟାମ ଜିନ୍ଦଲ, ପ୍ରବୀଣ ଜୈନ୍, ରାଜେଶ ଜିନ୍ଦଲ, ବିକାଶ ଜୈନ୍, ଆଶିଷ ଅଗ୍ରୱାଲ, ଦିନେଶ ଅଗ୍ରୱାଲ, ମୁନେଶ ଅଗ୍ରୱାଲ, ହେପ୍ପି ଅଗ୍ରୱାଲ, ନନ୍ଦ କିଶୋର ଅଗ୍ରୱାଲ ପ୍ରମୁଖ ସହଯୋଗ କରିଥିଲେ ା


News Comment




Photo in News

Advertisment
Lastest News
  ରାଜ୍ୟ  
ଚୋରାଚାଲାଣ ବେଳେ ଗଞ୍ଜେଇ ସହ ଅଟୋ ଜବତ   12-May-2026
  ଜିଲ୍ଲା  
ଡହଡହ ଖରାରେ ଜୀବନକୁ ବାଜିଲଗାଇ ଛଅତାଲା କୋଠା ଭାଙ୍ଗୁଛନ୍ତି ଶ୍ରମିକ   12-May-2026
  ଜିଲ୍ଲା  
ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   12-May-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026

You Might Also Like