-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଅବସର ନେଲେ ଉଲୁଣ୍ଡା ଏସବିଆଇ ମ୍ୟାନେଜର

01-Jul-2025



ବିନିକା/ଉଲୁଣ୍ଡା(ପ୍ରେରଣା ନ୍ୟୁଜ)ସାମାଜିକ କ୍ଷେତ୍ରରେ ହେଉ କି ଅନ୍ୟ ଯେକୌଣସି କାର୍ଯ୍ୟ ହେଉ ତାଙ୍କ ନଜରକୁ ଆସିଲେ ତ୍ୱରିତ ଆଗଧାଡିରେ ରହି ସମାଧାନ ପାଇଁ ପ୍ରୟାସ କରିଥାନ୍ତି ।ଏପରିକି ତାଙ୍କ ଚାକିରୀ ଜୀବନରେ ଯାହା ବି ଗ୍ରାହକ ହୁଅନ୍ତି ଅବା ଲୋକେ  ସମସ୍ୟାର ସମ୍ଭୁଖିନ ହେବାର ଜାଣନ୍ତି ସେଥିରେ କିଛି ସମୟ ଦେଇ ସମାଧାନ କରିଥାନ୍ତି ।ହେଲେ ସେହି ବ୍ୟକ୍ତି ଆଜି ତାଙ୍କ ଚାକିରୀ ଜୀବନରୁ ଅବ୍ୟାହତି ନେଇଛନ୍ତି ।ଯାହା ଫଳରେ ଲୋକେ ତାଙ୍କର ସ୍ନେହ,ଶ୍ରଦ୍ଧା ଓ କର୍ଯ୍ୟ ଦକ୍ଷତାକୁ ନେଇ ଝୁରୁଛନ୍ତି ।ସେ ଆଉ କେହି ନୁହନ୍ତି ଉଲୁଣ୍ଡା ଏସବିଆଇ ମ୍ୟାନେଜର ଘନଶ୍ୟାମ ମେହେର ।ଶ୍ରୀ ମେହେର ପ୍ରଥମେ ବିନିକା ଏସବିଆଇ ଶାଖାରେ ୧୫ସେପ୍ଟେମ୍ବର ୧୯୮୯ରେ  ଯୋଗଦାନ କରି ନିରବିଛିଣ୍ଣ ଭାବେ ଦୀର୍ଘ ବର୍ଷ ଧରି କାର୍ଯ୍ୟ କରିଥିଲେ ।ତାଙ୍କ ରହଣି କାଳ ମଧ୍ୟରେ ବ୍ୟାଙ୍କକୁ ଆସୁଥିବା ସମସ୍ତ ପ୍ରକାର ଗ୍ରାହକଙ୍କ ସହିତ ସୁସମ୍ପର୍କ ସ୍ଥାପନ କରି କେହି ଯେମିତି କୌଣସି କାମରେ ଅସୁବିଧାର ସମ୍ମୁଖୀନ ନହେବେ ସେଥିପ୍ରତି ଦୃଷ୍ଟି ଦେଇ ସମସ୍ୟାକୁ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ନେଉଥିଲେ। ଗ୍ରାହକ ମଧ୍ୟ ସହଜରେ କାମ ସାରି ଘରକୁ ଫେରୁଥିଲେ ।ଶ୍ରୀ ମେହେର ପ୍ରମୋଶନ ପାଇବା ପରେ ସମ୍ପ୍ରତି ବଲାଙ୍ଗିର,କଳାହାଣ୍ଡି,ବରଗଡ଼,ସମ୍ବଲପୁର ଜିଲ୍ଲାର ବିଭିନ୍ନ ବ୍ୟାଙ୍କରେ କାର୍ଯ୍ୟ ତୁଲାଇ ଶେଷରେ ଗତ ତିନି ବର୍ଷ ହେଲା ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଏସବିଆଇ ବ୍ୟାଙ୍କରେ ଶାଖା ପରିଚାଳକ ଦାୟିତ୍ଵ ତୁଲାଇ ଆସୁଥିଲେ । ଗତକାଲି ଅର୍ଥାତ ଜୁନ ୩୦ତାରିଖରେ ଶ୍ରୀ ମେହେର ତାଙ୍କ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ତାଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଦେବାପାଇଁ ଅନୁଷ୍ଠିତ ସମାରୋହରେ ସୋନପୁର ଏଲଡିଏମ କାର୍ତ୍ତିକେଶ୍ୱର ପଣ୍ଡା ମୁଖ୍ୟଅତିଥି, ସୋନପୁର ଏସବିଆଇ ଚିଫ ମ୍ୟାନେଜର ଲକ୍ଷ୍ମଣ ମାଝି,ଆରବିଓ ବରଗଡ଼ ମ୍ୟାନେଜର ଏଚଆର ପ୍ରିତିଶ ରଞ୍ଜନ ସେଠୀ,ଉଲୁଣ୍ଡା ଏସବିଆଇ ଫିଲ୍ଡ ମ୍ୟାନେଜର କୃଷ୍ଣ ଚନ୍ଦ୍ର ମେହେର ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ତାଙ୍କ କାର୍ଯ୍ୟ ଦକ୍ଷତା ଓ ଗୁଣାବଳୀ ଉପରେ ଆଲୋକପାତ କରିଥିଲେ । ତାଙ୍କୁ ଉପସ୍ଥିତ ସମସ୍ତ ଷ୍ଟାଫ ଉପଢୌକନ ଦେଇ ବିଦାୟ କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିବା ପରେ ବିନିକା ନିଜସ୍ଵ ଘରକୁ ଆଣି ଛାଡିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like