-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||     

HOME   ଜିଲ୍ଲା

ଦିଲ୍ଲୀ ପେଣ୍ଟିଂ କ୍ୟାମ୍ପରେ ଚିତ୍ର ଆଙ୍କି କମାଲ କଲେ ଫୁଲମୁଠୀ ପୁଅ

01-Jul-2025



ବିନିକା(ହିମାଂଶୁ ଶେଖର ପୁଟେଲ)ତୁଳସୀ ଯେଉଁଟି ଥିଲେ ମହମହ ବାସ୍ନା ଦେଇଥାଏ । ଠିକ ସେହିପରି ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ଫୁଲମୁଠୀ ଗ୍ରାମର ପୁଅ ଅଶୋକ ମହାକୁର ସମସ୍ତଙ୍କ ମନକୁ ଛୁଇଁଲା ଭଳିଆ ଚିତ୍ର ଆଙ୍କି ସୁଦୂର ଦିଲ୍ଲୀରେ କମାଲ ଦେଖାଇଛନ୍ତି ।ସୂଚନା ଯୋଗ୍ୟ ଯେ ଭାରତ ସରକାରଙ୍କ ସାଂସ୍କୃତିକ ବିଭାଗ ତରଫରୁ ୭ଦିନ ଧରି ଦିଲ୍ଲୀ ସ୍ଥିତ ଲଳିତ କଳା ଏକାଡେମୀ ଠାରେ ପେଣ୍ଟିଂ କ୍ୟାମ୍ପ ଆୟୋଜନ ହୋଇଥିଲା ଏଥିରେ ଭାଗନେବା ପାଇଁ ସାରା ଭାରତର ୧୫ଜଣ ଆର୍ଟିଷ୍ଟଙ୍କୁ ଚୟନ କରାଯାଇଥିଲା ।ବିଷୟବସ୍ତୁ ଥିଲା ରିମେବମ୍ବରିଂ 50ଇୟର ଇମ୍ପୋଜିସନ ଅଫ ଏମାରଜେନ୍ସି ଉପରେ ଚିତ୍ର ଅଙ୍କନ କରାଯାଇଥିଲା ।ଚୟନ ଆର୍ଟିଷ୍ଟ ମାନେ ଉକ୍ତ ଚିତ୍ର ଆଙ୍କିବା ପରେ ସେହି ଚିତ୍ର ଗୁଡ଼ିକୁ ଟାଇଗ୍ରା ଷ୍ଟାଡିୟମ ନୂଆଁଦିଲ୍ଲୀ ଠାରେ ସମସ୍ତଙ୍କ ଅବଗତି ନିଅନ୍ତେ ପ୍ରଦର୍ଶିତ ହୋଇଥିଲା ।ଉକ୍ତ ଚିତ୍ର ଗୁଡ଼ିକୁ ଦେଖିବା ପାଇଁ ଭାରତ ସରକାରଙ୍କ ତରଫରୁ ହୋମ ମିନିଷ୍ଟର ଅମିତ ଶାହା,ସଂସ୍କୃତି ବିଭାଗ ମନ୍ତ୍ରୀ ଗଜେନ୍ଦ୍ର ସିଂ ସେଖାୱତ,ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା,କ୍ୟାବିନେଟ ମନ୍ତ୍ରୀ କପିଳ ମିଶ୍ର ପ୍ରମୁଖ ପରିଦର୍ଶନରେ ଆସି ଚିତ୍ରକର ମାନଙ୍କୁ ପ୍ରଶଂସା କରିଥିଲେ ।ଏହି ଅବସରରେ ଓଡ଼ିଆ ପୁଅ ଅଶୋକଙ୍କ ଆଙ୍କିତ ଚିତ୍ର ବେଶ ପ୍ରଶଂସନୀୟ ହୋଇଥିଲା ।ପରେ ଭାଗନେଇଥିବା ସମସ୍ତ ଚିତ୍ରକର ମାନଙ୍କୁ ପ୍ରମାଣ ପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026

You Might Also Like