-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

*ଡେପୁଟି କମିଶନର ବିଏମସି ଙ୍କୁ ଆକ୍ରମଣ ର ପ୍ରତିବାଦ କଲେ ସୁବର୍ଣ୍ଣପୁର ଜିଲ୍ଲା ଓଏଏସ ସଂଘ*- *ସମର୍ଥନ କଲେ ଓ ଆର ଏସ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀ ସଂଘ*-

01-Jul-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବି ଏମ ସି ଅତିରିକ୍ତ କମିଶନର ଙ୍କୁ  ଆକ୍ରମଣ ର ପ୍ରତିବାଦ ନିମନ୍ତେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ଅଧ୍ଯକ୍ଷତାରେ ଜିଲ୍ଲା ଓଡିଶା ପ୍ରଶାସନିକ ଅଧିକାରୀ ସମୂହ ସମେତ ଓଡିଶା ରାଜସ୍ବ ଅଧିକାରୀ ବୃନ୍ଦ, ଜିଲ୍ଲା ସ୍ତରୀୟ ଅଧିକାରୀ ଓ କର୍ମଚାରୀ ସଂଘ ର କର୍ମକର୍ତାଙ୍କୁ ନେଇ ଏକ ପ୍ରତିବାଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅତିରିକ୍ତ କମିଶନରଙ୍କୁ ବିଏମସି କାର୍ଯ୍ୟାଳୟ ପରିସରରେ କେତେଜଣ ରାଜ ନୈତିକ ବ୍ୟକ୍ତି ଅଶାଳୀନ ଭାଷା କହିବା ସହ ମରଣାନୁକ ଆକ୍ରମଣ କରିଥିଲେ । ଯାହା ଅତିରିକ୍ତ କମିଶନରଙ୍କ ଜୀବନ ପ୍ରତି ନିଶ୍ଚିତ ଭାବେ ବିପଦପୂର୍ଣ୍ଣ ରହିଥ‌ିବା ବେଳେ
ଏତାଦୃଶ ନିନ୍ଦନୀୟ କାର୍ଯ୍ୟକଳାପ ଆଗାମୀ ଦିନରେ ରାଜ୍ୟରେ କାର୍ଯ୍ୟରତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ନିଶ୍ଚିତ ଭାବେ ଭୟ ବାତାବରଣ ସୃଷ୍ଟି କରିବ ବୋଲି ଅଧିକାରୀ ବୃନ୍ଦ ଆଲୋଚନାରେ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଅଧିକାରୀଙ୍କ ଉପରକୁ ଆକ୍ରମଣ ଓ ଦୁର୍ବ୍ଯବହାର ପ୍ରତିବାଦରେ ଜିଲ୍ଲାର ସମସ୍ତ ଓଏଏସ ଅଧିକାରୀ,ରାଜସ୍ୱ ସେବା ଅଧିକାରୀ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ଅନ୍ୟାନ୍ୟ ସେବା ଅଧିକାରୀ,ଜିଲ୍ଲା ରାଜସ୍ବ ଅମଲା ସଂଘ, ଜିଲ୍ଲା। ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ, ସୁବର୍ଣ୍ଣପୁର ଜିଲ୍ଲା ରାଜସ୍ବ କ୍ଷେତ୍ର କର୍ମଚାରୀ ସଂଘ,ସମୂହ ଦୃଢ଼ ନିନ୍ଦା ଓ ବିରୋଧ କରିବା ସହ ରାଜ୍ୟ ସ୍ତରୀୟ ଓଡିଶା  ପ୍ରଶାସନିକ ଅଧିକାରୀ ସଂଘ ର କାର୍ଯ୍ୟ ବନ୍ଦ ପ୍ରତ୍ୟାହାର ନିଷ୍ପତ୍ତି କୁ ମଧ୍ୟ ବିରୋଧ କରିଥିଲେ l ଓ ସୁବର୍ଣ୍ଣପୁର ଜିଲ୍ଲାର ଓଡିଶା ପ୍ରଶାସନିକ ଅଧିକାରୀ ସଂଘ ଦ୍ଵାରା  ଏହି ଆକ୍ରମଣ  ଘଟଣା ଓ ଦୁର୍ବ୍ୟବହାର କୁ ଘୋର ବିରୋଧ କରି ସଂପୃକ୍ତ ଦୁର୍ବୃତ୍ତ ମାନଙ୍କ ବିରୁଦ୍ଧରେ ଦୃଢ଼  କରାର୍ଯ୍ୟନୁଷ୍ଠାନ ଦାବୀ ରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ସମୂହ ଛୁଟିରେ  ଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।  ଅନୁରୂପ କାର୍ଯ୍ୟାନୁଷ୍ଠାନ  ଗ୍ରହଣ କରିବା ପାଇଁ ରାଜ୍ୟ ସଂଘ କୁ ଅନୁରୋଧ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରି ପ୍ରସ୍ତାବ ଗୃହୀତ କରାଯାଇଥିଲା। ସୁବର୍ଣ୍ଣପୁର ଜିଲ୍ଲା ଓଡିଶା ପ୍ରଶାସନିକ ସେବା ଅଧିକାରୀ ମାନେ ସମୂହ ଛୁଟିରେ ଯିବା ଉଦ୍ଦେଶ୍ୟରେ ଏକ  ସ୍ମାରକ ପତ୍ର ଜିଲ୍ଲାପାଳ  ସୁବର୍ଣ୍ଣପୁରଙ୍କ ଜରିଆରେ ରାଜ୍ୟ ସରକାରଙ୍କ ନିକଟକୁ  ଆବଶ୍ୟକୀୟ  କାର୍ଯ୍ୟାନୁଷ୍ଠାନ ନିମନ୍ତେ ଦାବିପତ୍ର ପ୍ରଦାନ କରିଥିବା  ଜଣା ଯାଇଛି L  ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଓ ସୁବର୍ଣ୍ଣପୁର ଜିଲ୍ଲା ରେ କାର୍ଯ୍ୟରତ ବିଭିନ୍ନ କର୍ମଚାରୀ ସଂଘ ଯଥା - ରାଜସ୍ବ ଅମଲା ସଂଘ, ପଞ୍ଚାୟତ ନିର୍ବାହୀ ଅଧିକାରୀ ସଂଘ, ରାଜସ୍ବ କ୍ଷେତ୍ର କର୍ମଚାରୀ ସଂଘ, ଡାଟା ଏଣ୍ଟ୍ରି ଓପରେଟର କର୍ମଚାରୀ ସଂଘ, ଡ୍ରାଇଭର ସଂଘ ଅନ୍ୟାନ୍ୟ କର୍ମଚାରୀ ସଂଘ ର କର୍ମକର୍ତା ମାନେ ଓଡିଶା ପ୍ରଶାସନିକ ସେବା ଅଧିକାରୀ  ସଂଘ ସମୂହ ଛୁଟିରେ ଯିବା ନିଷ୍ପତ୍ତିକୁ ସମର୍ଥନ ଜଣାଇଥିବା ସୁବର୍ଣ୍ଣପୁର ଜିଲ୍ଲା ଓଡିଶା ପ୍ରଶାସନିକ ସେବା ଅଧିକାରୀ ସଂଘ ତରଫରୁ ପ୍ରକାଶ ପାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like