-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ପାଞ୍ଚ ଜଣ ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ବିଦାୟ ସମ୍ୱର୍ଦ୍ଧନା

01-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସି ହଲ ଠାରେ ୫ ଜଣ ଅବସର ପ୍ରାପ୍ତ ସରକାରୀ କର୍ମଚାରୀଙ୍କୁ ଏକ କାଳୀନ ବିଦାୟ ସମ୍ୱର୍ଦ୍ଧନା ପ୍ରଦାନ କରାଯାଇଛି। ସେମାନେ ହେଲେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଡେପୁଟି କଲେକ୍ଟର ଉମା ପ୍ରସାଦ ଦାସ, ସେକ୍ସନ ଅଧିକାରୀ ହେମନ୍ତ କୁମାର ରାଉତ, ବରିଷ୍ଠ ରାଜସ୍ବ ସହାୟକ ସୁରେଶ ବେହେରା, ସୁକାନ୍ତି ବେହେରା ଓ ଚପରାସୀ ଅର୍ଜୁନ ନାୟକ । ସେମାନେ ଗତ ଜୁନ୍ ୩୦ ତାରିଖ ରେ ଅବସର ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପକ୍ଷରୁ ଅବସର ଗ୍ରହଣ କରୁଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ନିମନ୍ତେ ଅବସର କାଳୀନ ସମ୍ୱର୍ଦ୍ଧନା ସଭା ଆୟୋଜନ କରାଯାଇଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇ ଡେପୁଟି କଲେକ୍ଟର ଉମା ପ୍ରସାଦ ଦାସଙ୍କ ଚାକିରୀ ଜୀବନର କାର୍ଯ୍ୟ ଦକ୍ଷତାକୁ ପ୍ରଶଂସା କରିଥିଲେ।  ଶ୍ରୀ ଦାସ ରାଜସ୍ବ ବିଭାଗ କାର୍ଯ୍ୟ ସହ  ଜରୁୀକାଳୀନ, ଏଷ୍ଟାବ୍ଲିସମେଣ୍ଟ ଓ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ଵ ସବୁକୁ ସୂଚାରୁ ରୂପେ ସମ୍ପାଦନ କରିଛନ୍ତି ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ। ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବାସିନ୍ଦା ଶ୍ରୀ ଦାସ ୧୯୮୯ ମସିହାରେ ଚାକିରୀ ଜୀବନ ଆରମ୍ଭ କରି ଅବିଭକ୍ତ କୋରାପୁଟ ଜିଲ୍ଲାରେ ନିଜର କର୍ମମୟ ଜୀବନ ଅତିବାହିତ କରିଛନ୍ତି। ସେହିପରି ସେକ୍ସନ ଅଧିକାରୀ ହେମନ୍ତ କୁମାର ରାଉତ ଓ ବରିଷ୍ଠ ରାଜସ୍ୱ ସହାୟକ ସୁରେଶ ବେହେରା ଓ ସୁକାନ୍ତି ବେହେରା ୧୯୯୬ ମସିହାରେ ମାଲକାନଗିରି ଜିଲ୍ଲାରେ କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ଓ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ଶ୍ରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅବସର ଗ୍ରହଣ କରିଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ଅବଶିଷ୍ଟ ସମୟ ମଙ୍ଗଳରେ ଅତିବାହିତ ହେଉ ବୋଲି ସମସ୍ତେ ମତବ୍ୟକ୍ତ କରି ଥିଲେ। ଏହି ଅବସରରେ ସ୍ମୃତି ସନ୍ତକ, ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ପ୍ରଦାନ କରି ଅବସର କାଳୀନ ବିଦାୟ ସମ୍ୱର୍ଦ୍ଧନା ଦିଆଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ଜିଲ୍ଲା ଯୋଗାଣ ଅଧିକାରୀ ମନମୋହନ ପଟ୍ଟନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନିର୍ମଳ ଧାରୁଆ, ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ଅଶୋକ ଚକ୍ରବର୍ତ୍ତୀ ଓ ନିଜାରତ ଅଧିକାରୀ ଜଗଜୀବନ ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ନୂତନ ଭାବେ ଯୋଗ ଦେଇଥିବା ଡେପୁଟି କଲେକ୍ଟର ସୁଧାକର ରଇତଙ୍କୁ ସ୍ବାଗତ କରାଯାଇଥିଲା। ସଭା ଆୟୋଜନ କରିବାରେ ଜିଲ୍ଲାପାଳ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like