-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ

01-Jul-2025



ତୁଷୁରା(ପଞ୍ଚାନନ ନାଏକ): ଗତ ଜୁନ ୩୦ ତାରିଖ ଦିନ ତୁଷୁରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭକ୍ତ ଚରଣ ଦାଶ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନିବେଦିତା ଭୋଇଙ୍କ ଅଧ୍ୟକ୍ଷତାରେ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ନିଖିଳ ନିମ୍ନ ମାଧ୍ୟମିକ ଶିକ୍ଷକ ମଞ୍ଚର ରାଜ୍ୟ ସମ୍ପାଦକ ତଥା ପୂର୍ବତନ ସ୍କୁଲ ନିରୀକ୍ଷକ, ବିଆର୍‌ସିସି ଶ୍ୟାମ ସୁନ୍ଦର ଦାଶ ଯୋଗ ଦେଇଥିଲେ l ମୁଖ୍ୟ ବକ୍ତା ଭାବରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ର ପୂର୍ବତନ ପ୍ରଧାନ ଶିକ୍ଷକ ଅଖିଳ କୁମାର ଷଡ଼ଙ୍ଗୀ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ ଓ ବିପିନ ବାଗ,  ଏସଏମସି ଚେୟାରମେନ ହରିହର ସାହୁ, ଆଲୁମିନି ସଭ୍ୟା ମିନତୀ ପଟ୍ଟନାୟକ, ସିଆର୍‌ସିସି ଜଗ ମୋହନ ତ୍ରିପାଠୀ ଯୋଗ ଦେଇ ଶ୍ରୀଯୁକ୍ତ ଦାଶଙ୍କ କାର୍ଯ୍ୟାବଳୀର ଭୂୟସୀ ପ୍ରଶଂସା କରିଥିଲେ।  ସଂସ୍କୃତ ଶିକ୍ଷୟତ୍ରୀ
ଶ୍ରୀମତୀ ଜୟଶ୍ରୀ ପୋଢ଼ ମଞ୍ଚ ପରିଚାଳନା  କରିଥିଲେ ଓ  ହିନ୍ଦୀ ଶିକ୍ଷୟିତ୍ରୀ ଲିଲୀଶ୍ରୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା ସମିତି ତରଫରୁ ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଉପଢୌକନ ଓ ଉପହାର ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଏଥିରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like