-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସରପଞ୍ଚଙ୍କ ସ୍ୱାମୀଙ୍କ ନାମରେ ମାଡ ମାରିବାର ଅଭିଯୋଗ ଆଣିଲେ ଭାରା ପ୍ରାପ୍ତ ପ୍ରଧାନଶିକ୍ଷକ

01-Jul-2025



ବରୀ (ରଞ୍ଜିତ  ମହାନ୍ତି): ସରପଞ୍ଚ ସ୍ୱାମୀଙ୍କ ନାମରେ ମାଡ ମାରିବାର ଅଭିଯୋଗ ଆଣିଲେ ପ୍ରଧାନ ଶିକ୍ଷକ।ତେବେ ଘଟଣାଟି ହେଉଛି ବରୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତର।ସୂଚନାଯୋଗ୍ୟ ବିଳାସିନୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାରାପ୍ରାପ୍ତ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି ଦୀପକ କୁମାର ମଲିକ।ଗତ 26ତାରିଖ ଦିନ ବିଦ୍ୟାଳୟ ପରିସରରେ ମଧୁସୂଦନପୁର ପଞ୍ଚାୟତର ସରପଞ୍ଚ ସୂଚୀତା ମଲିକ ପ୍ରଧାନ ଶିକ୍ଷକଙ୍କ ଚୌକି ରେ ବସିବା ସହିତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଗାଳି ଗୁଲଜ କରିଥିଲେ ବୋଲି ପ୍ରଧାନ ଶିକ୍ଷକ ଦୀପକ କୁମାର ମଲିକ ଅଭିଯୋଗ କରିଛନ୍ତି। ଖାଲି ସେତିକି  ନୁହେଁ ସରପଞ୍ଚଙ୍କ ସ୍ୱାମୀ ଶ୍ରୀକାନ୍ତ ମଲିକ ତାଙ୍କୁ ମାଡ ମାରିଥିବା ବିଂଝାରପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ଦୀପକ।ପ୍ରଥମେ ଶୁଣି ନିଅନ୍ତୁ କଣ କହୁଛନ୍ତି ପ୍ରଧାନଶିକ୍ଷକ। ଦୀପକ କୁମାର ମଲିକ, ଭାରା ପ୍ରାପ୍ତ ପ୍ରଧାନଶିକ୍ଷକ 
ସେପଟେ ଏହି ଅଭିଯୋଗ କୁ ସରପଞ୍ଚ ସୁଚିତା ମଲିକ ଖଣ୍ଡନ କରିବା ସହିତ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧ ରେ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ। ଶ୍ରୀମତି ମଲିକ ଅଭିଯୋଗ କରିଛନ୍ତି କି ମୋତେ ଦୀପକ ମଲିକ ଫୋନ କରି ହାରସ କରୁଛନ୍ତି। ସେ ସ୍କୁଲ ରେ ପାଠ ପଢଢାନ୍ତି କମ କିନ୍ତୁ ରାଜନୀତି କରନ୍ତି ବେଶୀ। ବିଦ୍ୟାଳୟରେ ଅନେକ ଗୁଡିଏ ଅନିୟମିତତା ହୋଇଛି ଯାହାକୁ ମୁଁ ବିରୋଧ କରିବାରୁ ସେ ମୋ ଉପରେ ଏମିତି ମିଛ ଅଭିଯୋଗ ଆଣିଛନ୍ତି। ଆହୁରି ମଧ୍ୟ ସେ ଅଭିଯୋଗ କରିଛନ୍ତି କି ଏହି ବିଦ୍ୟାଳୟରେ ଗୋଟିଏ ପିଲା ଦୁଇ ଦୁଇ ଜାଗାରେ ନାମ କେମିତି ଲେଖିଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି।
 ସେପଟେ ଏହି ଘଟଣା କୁ ନେଇ ବିଂଝାରପୁର ଥାନାରେ ଉଭୟ ପକ୍ଷ୍ୟ ଲିଖିତ ଅଭିଯୋଗ କରିଥିବାବେଳେ ପୋଲିସ ଅଭିଯୋଗକୁ ଭିତ୍ତି କରି  300/25ରେ ମାମଲା ରୁଜୁ କରି ଘଟଣା ସ୍ଥଳରେ ପହଁଚି ତଦନ୍ତ କରୁଛି।ଅନ୍ୟପଟେ ମଣ୍ଡଳ ଶିକ୍ଷା ଅଧିକାରୀଙ୍କ ପ୍ରତିକ୍ରିୟା ନେବାକୁ ଯୋଗାଯୋଗ କରିଥିଲେ ମଧ୍ୟ ତାହା ସମ୍ଭବ ହୋଇପାରିନାହିଁ। ଏବେ ଦେଖିବାକୁ ବାକି ରହିଲା ଏହି ଘଟଣା ରେ ପୋଲିସ କାହାକୁ ଦୋଷୀ ସାବ୍ୟସ୍ତ କରି ଗିରଫ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like