-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

*ସାତ ଦଫା ଦାବୀ ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ର ସମୂହ ଷ୍ଟିୟରିଂ ଛାଡ ନିଷ୍ପତ୍ତି*

02-Jul-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ଡ୍ରାଇଭର ମହାସଂଘ ର ନିଷ୍ପତ୍ତି କ୍ରମେ ସରକାର ଙ୍କୁ ଦେଇଥିବା ଆଠ  ଦଫା ଦାବି ମଧ୍ୟ ରୁ ଭୋଟ ରାଜନୀତି କରି ଲଲି ପପ୍ ସଦୃଶ୍ୟ ମାତ୍ର ଗୋଟିଏ ଦାବି ବିଗତ ସରକାର ପୂରଣ କରିଥିଲା l ମାତ୍ର ବାରମ୍ବାର ସାମୁହିକ ଦାବୀ ସତ୍ତ୍ୱେ ଏ ନୂଆଁ ସରକାର ମଧ୍ୟ ଚୁପ୍ ବସିଥିବାରୁ ଓ ଡ୍ରାଇଭର ଙ୍କ ପ୍ରତି ବୈମାତୃକ ମନୋଭାବ ପ୍ରଦର୍ଶନ କରିଥିବାରୁ ଆସନ୍ତା ୮/୭/୨୫ ତାରିଖ ରୁ ଷ୍ଟିୟରିଂ  ଛାଡ ଆନ୍ଦୋଳନ ନିଷ୍ପତ୍ତି ନେଇଥିବା ସୁବର୍ଣ୍ଣପୁର ଡ୍ରାଇଭର ସଂଘ କର୍ମକର୍ତ୍ତା ଆଜି ଗଣ ମାଧ୍ୟମ ଙ୍କୁ ସୁଚନା ଦେଇଛନ୍ତି l  ଗତ ମାର୍ଚ୍ଚ ମାସ ରେ ୬ ଦିନ ବ୍ୟାପୀ ଭୁବନେଶ୍ଵର ଲୋୟର ପି ଏମ ଜି ରେ ସଂଘ ଶାନ୍ତିପୂର୍ଣ୍ଣ ଧାରଣା ଦେଇଥିଲେ ମଧ୍ୟ ସରକାର ଅଣଦେଖା କରିଥିବାରୁ ବାଧ୍ୟ ହୋଇ ସମୂହ ଆନ୍ଦୋଳନ କରିବାକୁ ସ୍ଥିର କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ। ଉକ୍ତ ଆନ୍ଦୋଳନ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲା ଟ୍ରକ୍ ସଂଘ, ଘରୋଇ ବସ୍ ମାଲିକ ସଂଘ,ଅଟୋ ସଂଘ, ଟ୍ୟାକ୍ସି ସଂଘ, ବଣିକ ସଂଘ ସହ ଅନ୍ୟ କେତେକ ସଂଘ ଙ୍କୁ ସମର୍ଥନ କରିବାକୁ ଚିଠି ମାଧ୍ୟମ ରେ ଅନୁରୋଧ କରିଥିବା  ସୂଚନା ମିଳିଛି। ୬୦ ବର୍ଷ ବୟସ ପରେ ଭତ୍ତା ପ୍ରଦାନ, ପାର୍କିଂ ଫି ରେ  ଓ କଡାକଡି ନିୟମ କୁ କୋହଳ କରିବା,  ସେପ୍ଟେମ୍ବର ୧ କୁ ଜାତୀୟ ଡ୍ରାଇଭର ଦିବସ ଭାବେ ପାଳନ, ଗାଡ଼ି ର କାଗଜ ପତ୍ର ଯାଞ୍ଚ ଦାୟିତ୍ଵ ପରିବହନ ବିଭାଗ କୁ ପ୍ରଦାନ, ଓଡ଼ିଶା ଖଣି ଖଦାନ ରେ ଓଡ଼ିଆ ଡ୍ରାଇଭର ଙ୍କୁ ନିଯୁକ୍ତି ଅଗ୍ରାଧିକାର, ଅଟୋ ଚାଳକ ଙ୍କୁ ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ଡ୍ରାଇଭର ଏଣ୍ଡ ୱେଲ୍ ଫେଆର ବୋର୍ଡ ରେ ସାମିଲ ପ୍ରମୁଖ ୭ ଦଫା ଦାବୀ କୁ  ସରକାର ଶୀଘ୍ର ମାନି ନେବାକୁ ଚେତାବନୀ ଦେଇଛନ୍ତି ଓଡ଼ିଶା ଡ୍ରାଇଭର ସଂଘ । ନଚେତ ସଧାରଣ ଲୋକ ଙ୍କ କିଛି ଅସୁବିଧା ବା କ୍ଷୟ କ୍ଷତି ହେଲେ ଏଥି ପାଇଁ ସରକାର ହିଁ ଦାୟୀ ରହିବେ ବୋଲି ସଂଘ ସୁଚେଇ ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like