-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ରଜନା ପଞ୍ଚାୟତ ସ୍ତରୀୟ ଏକକ ବ୍ୟବହାର ପ୍ଲାଷ୍ଟିକ ନିଷେଧ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ I

02-Jul-2025



ନୂଆପଡା: ( ପ୍ରେରଣା ଖବର)
 ଓଡ଼ିଶାର ପ୍ରଥମ  ଏକକ ବ୍ୟବହାର ପ୍ଲାଷ୍ଟିକ ମୁକ୍ତ ନୂଆପଡା ଜିଲ୍ଲା ହେବା ପାଇଁ ଆଗେଇ ଆସି ନେତୃତ୍ୱ ନେଇ ଏକ ଲୋକାଭିମୁଖୀ ଅଭିଯାନ ଆରମ୍ଭ କରିଛି  "ଏକକ ବ୍ୟବହାର  ପ୍ଲାଷ୍ଟିକ ନିଷେଧ ଅଭିଯାନ"। ନୂଆପଡ଼ା ଜିଲ୍ଲା କୋମନା ବ୍ଲକ ରଜନା ଗ୍ରାମପଞ୍ଚାୟତର ବେଲଗାଁ ଓ ମାଠିଆପଦର, ରଜନା ଠାରେ ବିଶ୍ଵ ପର୍ଯ୍ୟାବରଣ ଦିବସ ଅବସରରେ  ପଞ୍ଚାୟତ ସ୍ତରୀୟ ଏକକ ଯୋଗ୍ୟ ପ୍ଲାଷ୍ଟିକ ନିଷେଧ ଅଭିଯାନ, ସ୍ବଚ୍ଛତା ପଦଯାତ୍ରା ,ସଫେଇ କାର୍ଯ୍ୟକ୍ରମ, ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରଜନା ସରପଞ୍ଚଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅଙ୍ଗୱାଡ଼ି କର୍ମୀ, ଆଶା କର୍ମୀ, ଏମବିକେ, ସିଆରପି,  ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ନେଇ ରଜନା ପଞ୍ଚାୟତ ଠାରୁ ଗାଁ ଅଭିମୁଖେ ସ୍ୱଚ୍ଛତା ପଦଯାତ୍ରା  ବାହାରି ଥିଲା । ସମସ୍ତେ  ପ୍ଲାଷ୍ଟିକ ବର୍ଜନ ଏବଂ ପରିବେଶ ସୁରକ୍ଷା ସ୍ଲୋଗାନ ଦେଇ ଗାଁ ପରିଭ୍ରମଣ କରିଥିଲେ ଏବଂ ଗାଁ  ଚତଃପାଶ୍ୱର୍ରେ ରେ ଥିବା ପ୍ଲାଷ୍ଟିକ ଆବର୍ଜନା ସଂଗ୍ରହ କରିଥିଲେ ।କାର୍ଯ୍ୟକ୍ରମ ଶେଷରେ ଗ୍ରାମ ବାସି ଏବଂ ଉପସ୍ଥିତ ବ୍ୟକ୍ତି ବିଶେଷଙ୍କ ଦ୍ଵାରା ବେଲଗାଁ ପୋଖରୀ ହୁଡାରେ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା  ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like