-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ମୁକୁନ୍ଦୀ ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟାପକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

02-Jul-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରର ମୁକୁନ୍ଦୀ ଲାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ବରିଷ୍ଠ ତର୍କଶାସ୍ତ୍ର ଅଧ୍ୟାପକ ବଳରାଜ ସିଂଦେଓ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା, ବିଦ୍ୟାଳୟ ର ଅଧ୍ୟକ୍ଷା ରଞ୍ଜିତା ଗୁରୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଅଛି। ଏହି ସଭାରେ ମୁଖ୍ୟ ଅତିଥି ଭାବେ ପ୍ରତିଷ୍ଠାତା ସମ୍ପାଦକ ବିଷ୍ଣୁ ପ୍ରସାଦ ଶର୍ମା  ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରତିଷ୍ଠାତା ସଭ୍ୟ ଅଭିବକ୍ତା ଶମ୍ମିମ ଅହମ୍ମଦ ଖାଁ, ଦୁଝିଶ୍ୟାମ ରାଏ,ପ୍ରାକ୍ତନ ସରକାରୀ ମହିଳା ମହାବିଦ୍ୟାଳୟ ର ଅଧ୍ୟକ୍ଷ ମନୋରଞ୍ଜନ ମିଶ୍ର ମଞ୍ଚାଶିନ ଥିଲେ। ସୂଚନା ଅନୁସାରେ ଶ୍ରୀ ସିଂଦେଓ ଦୀର୍ଘ ତିନି ଦଶନ୍ଧି ରୁ ଉର୍ଦ୍ଧ୍ବ ସମୟ ଏହି ବିଦ୍ୟାଳୟ ରେ ଅଧ୍ୟାପନା କରିଥିଲେ। ସେ ତାଙ୍କରି ଅଧ୍ୟାପନା ସମୟରେ ଜଣେ ଶୃଙ୍ଖଲିତ, କର୍ମଠ, ସମୟାନୁବର୍ତିତା ,ସମର୍ପଣ ସହିତ ପାଠ ପଢ଼ାଉଥିଲେ। ସେ ଜଣେ ଛାତ୍ରୀ ବସ୍ଥଳ ଓ ଅମାୟିକ ବ୍ୟକ୍ତିତ୍ଵ ର ଅଧିକାରୀ ଥିଲେ ତାଙ୍କୁ ଏହି ସଭାରେ ଉପଢୌକନ ଓ ମାନପତ୍ର ଦେଇ ଅତିଥି ମାନେ ସମ୍ମାନିତ କରିଥିଲେ। ସମସ୍ତ ଅତିଥି ଅଧ୍ୟକ୍ଷ, ଅଧ୍ୟାପକ,ଅଧ୍ୟାପିକା ,କର୍ମଚାରୀ ଏହି ସଭାରେ ତାଙ୍କର ଶିକ୍ଷ୍ୟା ପ୍ରତି ଅବଦାନ ପାଇଁ ଭୂୟସୀ ପ୍ରଶଂସା କରିଥିଲେ ଓ ସାଧୁବାଦ୍ ଓ କୃତଜ୍ଞତା ଜ୍ଞାପନ କରିଥିଲେ ଓ ତାଙ୍କରି ସେବା ନିବୃତ୍ତି ପରବର୍ତ୍ତୀ ଜୀବନ ସୁଖମୟ ହେଉ ବୋଲି କାମନା କରିଥିଲେ। ଏହି ସଭାରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପକ ଦେବେନ୍ଦ୍ର ପଣ୍ଡା, ରମେଶ ପୂଜାହାରି, ଭାସ୍କର ମେହେର, ସୁନାନି ବାବୁ, ମଞ୍ଜେଶ ସୁନା,ଅଧ୍ୟାପିକା ସଂଜୀବନୀ ସୁଧା ରଥ, ଡ଼କ୍ଟର ମିଲୀ କର, ଡ଼କ୍ଟର ସସ୍ମିତା ପଟ୍ଟନାୟକ,ଅନିତା ପଟ୍ଟନାୟକ, ଗ୍ରନ୍ଥାଗାର ରକ୍ଷକ ମନୋଜ ସାହୁ, କର୍ମଚାରୀ ପିଙ୍କି ନାଗ ଓ ସମସ୍ତ କର୍ମଚାରୀ ଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ। ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ସଭାପତି ତଥା ପୂର୍ବତନ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ସିଂଦେଓ ଙ୍କ ସେବା ନିବୃତ୍ତି ପାଇଁ କଣ୍ଟାବାଞ୍ଜି ବାସି ଙ୍କ ତରଫରୁ ଏ ଅଞ୍ଚଳରେ ନାରୀଙ୍କ ଉଚ୍ଚ ଶିକ୍ଷା ର ଉନ୍ନତିରେ ସିଂଦେଓ ଙ୍କ ଭୂମିକା କୁ ଭୂୟସୀ ପ୍ରଶଂସା କରିଥିଲେ ଓ ସେବନିବୃତ ପରବର୍ତ୍ତୀ ଜୀବନ ରେ ଦୀର୍ଘଜୀବି, ନିରୋଗ ରହନ୍ତୁ ଏବଂ ସୁଖମୟ ହେଉ କାମନା କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like