-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବାଲାଜୀ ନର୍ସିଂ କଲେଜରେ ବନମହୋତ୍ସବ ପାଳିତ

02-Jul-2025



ବଲାଙ୍ଗୀର/ପୁଇଁନ୍ତଲା(ପ୍ରେରଣା ଖବର): ସ୍ଥାନୀୟ ୨୬ ନମ୍ବର ଜାତୀୟ ରାଜପଥରେ ଅବସ୍ଥିତ ବାଲାଜୀ କଲେଜ ଅଫ ନର୍ସିଂ ରେ ନିର୍ଦ୍ଦେଶକ ଅଭିଳାଷ ଅଗ୍ରୱାଲଙ୍କ ସଂଯୋଜନାରେ ବନମହୋତ୍ସବ ପାଳିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା ବନ ଅଧିକାରୀ(ଡିଏଫ୍ଓ) ଅଜିତ କୁମାର ବିଶି ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ମୁଖ୍ୟବକ୍ତା ଭାବରେ ସମାଜସେବୀ ବିଷ୍ଣୁ ପ୍ରସାଦ କେଡିଆ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଭାବରେ ବାଲାଜୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ ର ପରିଚାଳନା ନିର୍ଦ୍ଦେଶକ କୈଳାସ ଅଗ୍ରୱାଲ ଏହି ବନମହୋତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇ ଜଙ୍ଗଲର ସୁରକ୍ଷା ଉପରେ ସମ୍ୟକ୍ ଧାରଣା ଦେଇଥିଲେ। ଜଙ୍ଗଲ ବଞ୍ଚିଲେ ଆମେ ବଞ୍ଚିବା ବୋଲି ଉଦବୋଧନ ଦେଇଥିଲେ। ଅନ୍ୟତମ ଅତିଥି ମାନଙ୍କ ମଧ୍ୟରେ ସୁରେଶ ଷଡ଼ଙ୍ଗୀ,ବି.ଆଇ.ଏସ, ପ୍ରିନ୍ସିପାଲ ସଞ୍ଜୟ ମିଶ୍ର ଉପସ୍ଥିତ ଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ନର୍ସିଂ ବିଭାଗୀୟ ମୁଖ୍ୟ ଦେବାଶିଷ ପାଣ୍ଡିଆ ପରିଚାଳନା କରିଥିଲେ।ବର୍ତ୍ତମାନ ଜଙ୍ଗଲ ଉଜୁଡ଼ି ଯାଉଥିବା ବେଳେ ପରିବେଶ ଉପରେ ବିଶେଷ ପ୍ରଭାବ ପଡୁଛି।ଏଥିପାଇଁ ପ୍ରାକୃତିକ ବିପର୍ଯ୍ୟୟ ଦେଖାଦେଉଛି।ଏହାକୁ ରୋକିବା ପାଇଁ ଏବଂ ଅମ୍ଳଜାନ ଅଭାବ ରୁ କାହାରି କୁ ଅସୁବିଧା ନ ହେବା ପାଇଁ ବୃକ୍ଷ କୁ ପ୍ରକୃତି ର ସାଥୀ ଭାବେ ଆପଣେଇ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ମୋଦି ଙ୍କ ଆହ୍ବାନ କ୍ରମେ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ନିର୍ଦ୍ଦେଶାନୁସାରେ ମାଁ ପାଇଁ ଗଛ ଟିଏ ପଣ ରେ ସବୁ ଛାତ୍ରଛାତ୍ରୀ ଆଗାମୀ ଦିନରେ ସବୁଜ ବନାନୀ ରେ ଭରପୁର କରିବେ ବୋଲି ଶପଥ ନେଇଥିଲେ।ଏହାପରେ ଜିଲ୍ଲା ରେଞ୍ଜ ଅଧିକାରୀ ମାନଙ୍କ ସହିତ ସମସ୍ତେ ଗୋଟିଏ ଗୋଟିଏ ବୃକ୍ଷରୋପଣ କରିଥିଲେ। ସମସ୍ତ ଅତିଥି,ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ଶିକ୍ଷକ, ଶିକ୍ଷୟତ୍ରୀ ତଥା କଲେଜ୍ ଏବଂ ସ୍କୁଲ ର ସମସ୍ତ କର୍ମଚାରୀଙ୍କ ମିଳିତ ସହଯୋଗ ରେ ବନ ମହୋତ୍ସବ କାର୍ଯ୍ୟକ୍ରମ ବାଲାଜୀ କଲେଜ୍ ପରିସରରେ ସଫଲତାର ସହ ପାଳିତ ହୋଇଥିବାରୁ କଲେଜର ନିର୍ଦ୍ଦେଶକ ଅଭିଳାଷ ଅଗ୍ରୱାଲ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like