-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ବରପାଲି ବ୍ଲକ ଯାଦବ ସମାଜର ନୂତନ କର୍ମକର୍ତ୍ତା ମନୋନୀତ

02-Jul-2025



ବରପାଲି(ସୁଦାମ ଦୀପ) 
ବରପାଲି ସ୍ଥିତ ଯାଦବ କଲ୍ୟାଣ ମଣ୍ଡପଠାରେ ଯାଦବ ସମାଜର ଏକ ସାଧାରଣ ବୈଠକ ସମାଜର ସଭାପତି ମନଫୁଲ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରାୟ ସମସ୍ତ ଗ୍ରାମ ପଞ୍ଚାୟତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ବ୍ଲକ ଯାଦବ ସମାଜ କାର୍ଯ୍ୟକାରୀ କମିଟିର  କାର୍ଯ୍ୟକାଳ ଶେଷ ହେଉଥିବାରୁ ନୂତନ କର୍ମକର୍ତ୍ତା ମନୋନୀତ କରାଯାଇଥିଲା। ସଭାପତି ଭାବରେ ମନଫୁଲ ଭୋଇ, ଉପ-ସଭାପତି ଭାବରେ  ଭାଗବତ କାଣ୍ଡ, ସମ୍ପାଦକ ଭାବରେ  ଗୋବିନ୍ଦ ଯୁଆଡି, ସହ-ସମ୍ପାଦକ ଭାବରେ ଅକ୍ଷୟ ଭୋଇ ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଥିଲେ ।  କୋଷାଧ୍ୟକ୍ଷ ପ୍ରତାପ ଦୀପ ଓ ତିନି ଜଣ ଜୋନ୍ ଉପ-ସଭାପତି ଭାବରେ ପ୍ରତାପ ନାଗ,  ଅଲେଖ ଭୋଇ ଓ ଦୁର୍ଯ୍ୟୋଧନ ଭୋଇ ଏବଂ ବ୍ଲକ ଯୁବ ସଭାପତି ଭାବରେ ସୁଦାମ ପୋଡ ଏବଂ ସମ୍ପାଦକ ଭାବରେ  ପୂର୍ଣ୍ଣଚନ୍ଦ୍ର ଭୋଇ ମନୋନୀତ ହୋଇଥିଲେ ।  ଉପଦେଷ୍ଠl କମିଟିର ସଦସ୍ୟ ଭାବରେ ରସାନନ୍ଦ ଥପା, କୁଞ୍ଜବିହାରୀ ରାଉତ, ବିହାରୀ ପୋଡ଼, ଫଗୁନୁ ଚlଉଁର, ବିଦ୍ୟାଧର ଥପା, ପବିତ୍ର ବାଗ ଓ ଲକ୍ଷ୍ମୀ ପ୍ରସାଦ ଥପା ମନୋନୀତ ହୋଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like