-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ପାଳନ - ଗଛ ଲଗାଇଲେ ଜିଲ୍ଲାପାଳ ଓ ଏସପି

02-Jul-2025



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ବନଖଣ୍ଡ ଅଧିନସ୍ତ ଅର୍ଜୁନପୂର ସ୍ଥିତ ନଗରବନ ଠାରେ ଜିଲ୍ଲା ସ୍ତରୀୟ ବନ ମହୋତ୍ସବ ଆଜି ଉଦଘାଟିତ ହୋଇଯାଇଛି। ଏହି ସମାରୋହରେ ଜିଲ୍ଲାପାଳ ଅନ୍ୟା ଦାସ, ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ, ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା ପ୍ରମୁଖ ଯୋଗଦେଇ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ସମ୍ମାନିତ ଅତିଥି ଭାବରେ ସି ଡି ଏମ୍ ପି ଏଚ୍ ଓ ଦୁର୍ଗା ଦତ୍ତ ଦାଶ, ଜିଲ୍ଲା ଜଳ ବିଭାଜିକା ବିଭାଗ ର ଡେପୁଟି ଡାଇରେକ୍ଟର, ସି ଡି ଭି ଓ, ଏ ସି ଏଫ୍ ସୋନପୁର ଗିରିଧାରୀ ନାଗ, ଏ ସି ଏଫ୍ ଶ୍ରୀ ବରିହା, ସୋନପୁର ରେଞ୍ଜ ଅଫିସର ସୁବାଷ ମହାପାତ୍ର ପ୍ରମୁଖ ଜିଲ୍ଲା ପ୍ରଶାସନ ର ବିଭିନ୍ନ ଅଧିକାରୀ, ସ୍ବେଛାସେବୀ, ବରିଷ୍ଠ ନାଗରିକ ଯୋଗ ଦେଇ ସମସ୍ତେ ଗୋଟେ ଗୋଟେ ଗଛ ଲଗାଇ ପରିବେଶ ସୁରକ୍ଷା ର ବାର୍ତ୍ତା ପ୍ରଦାନ କରିଥିଲେ l ଜିଲ୍ଲା ବରିଷ୍ଠ ନାଗରିକ ଓ ସ୍ବଚ୍ଛ ଭାରତ ସଙ୍ଗଠନ କର୍ମ କର୍ତ୍ତା, ବିଭିନ୍ନ ସ୍ଵେଚ୍ଛାସେବୀ  ଅନୁଷ୍ଠାନ ଯୋଗ ଦେଇ ପ୍ରମୁଖ ସଦସ୍ୟ , ଶିକ୍ଷକ, ଓ କୋଶଳ ଆବାସିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଏହି ଉତ୍ସବରେ ଯୋଗ ଦେଇ ଚାରା ରୋପଣ କରିଥିଲେ l ଆଜି ପ୍ରଥମ ଦିନରେ ପ୍ରାୟ ଦୁଇ ହଜାର ବୃକ୍ଷ ରୋପଣ କରାଯିବା ନେଇ ଜିଲ୍ଲା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଅବସରରେ ଭ୍ରାମ୍ୟମାଣ ଚାରା ବଣ୍ଟନ ମୋବାଇଲ ଭ୍ୟାନ କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ଜିଲ୍ଲାପାଳ ଓ ଏସପି l ଏହି ଯାନରେ ଚାରା ପ୍ରତି ଏକ ଟଙ୍କା ଦରରେ ସହର ଓ ଜିଲ୍ଲା ସାରା ବୁଲି ବୁଲି ଚାରା ବିକ୍ରୟ କରାଯିବ । ଗତ କାଲି ୧ ତାରିଖ ଠାରୁ ଆସନ୍ତା ୭ ତାରିଖ ଯାଏ ଜିଲ୍ଲା ସଦର ମହକୁମା ସମେତ ବନ ବିଭାଗ ର ସମସ୍ତ ରେଞ୍ଜ ରେ ବନ ମହୋତ୍ସବ ପାଳନ ସହିତ ଔଷଧୀୟ ବୃକ୍ଷ ଓ ଅନେକ ପ୍ରକାର ଚାରା ରୋପଣ ଓ ବିକ୍ରୟ କରାଯିବ ବୋଲି ସୁଚନା ମିଳିଛି l ଜିଲ୍ଲାପାଳ ଓ ଏସପି ନଗର ବନ ର ୱାଚ୍ ଟାୱାର ରେ ବସି ପ୍ରାକୃତିକ ପରିବେଶ କୁ ଉପଭୋଗ କରି ଏ ସୁନ୍ଦର ସଫଳ ପ୍ରକଳ୍ପ ଓ ବିଭାଗ ର ହାଡ୍ ୱାର୍କ ପାଇଁ  ଡି ଏଫ୍ ଓ ଶ୍ରୀ ଶର୍ମା ଙ୍କୁ ପ୍ରଶଂସା କରିଥିଲେ l  ସୋନପୁର ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର ଆଜି ର କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଜିଲ୍ଲା ର ସମସ୍ତ ରେଞ୍ଜ ଅଫିସର ଓ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like