-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ ,ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ , ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||      ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା    (01-Aug-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||     

HOME   ଜିଲ୍ଲା

ସୋନପୁର କଲେଜର ୬୨ ତମ ପ୍ରତିଷ୍ଠା ଦିବସରେ ପୂରାତନ ଛାତ୍ର ସଂଘ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ

02-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର କଲେଜର ୬୨ ତମ ପ୍ରତିଷ୍ଠା ଦିବସ ଅବସରରେ ପୂରାତନ ଛାତ୍ର ସଂଘ ପକ୍ଷରୁ ସୋନପୁର କଲେଜ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସୋନପୁର ଏସପି ନାରାୟଣ ନାୟକ ଓ କଲେଜ ଅଧ୍ୟକ୍ଷ ରାଜୀବ ଲୋଚନ ଆଚାର୍ଯ୍ୟ ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିବା ବେଳେ ପୂରାତନ ଛାତ୍ର ସଂଘ ର ସଭାପତି ଡ.ପ୍ରଫୁଲ୍ଲ କୁମାର ରଥ, ସଂପାଦକ ଭାରତ ଭୁଷଣ ଦାଶ, ଉପଦେଷ୍ଟା ସିତାଂଶୂ ଶେଖର ମିଶ୍ର ରକ୍ତ ଦାନ କରିବା ପାଇଁ ନୂତନ ରକ୍ତ ଦାତଙ୍କୁ ଉତ୍ସାହିତ କରିଥିଲେ । ଏଥିରେ ପୂରାତନ ଛାତ୍ର ସଙ୍ଘର ଉପ ସଭାପତି ଗତିକୃଷ୍ଣ ମିଶ୍ର, ସହ ସମ୍ପାଦକ ବିଶ୍ୱବିର ମିଶ୍ର, କୋଷାଧ୍ୟକ୍ଷ ବିଶ୍ଵ ରଞ୍ଜନ ପୂଝାରୀ ଏବଂ ପ୍ଲାବନ ମହାପାତ୍ର, ସ୍ୱରୂପ ପାତ୍ର, ଶାଶ୍ବତ ମିଶ୍ର, ଶୁଭମ ମିଶ୍ର, ଗୋପାଳ ବାରଇ, ଅଭିଷେକ ଶର୍ମା, ଦୀପକ ମହାପାତ୍ର, ଦେବାଶିଷ ପଟ୍ଟନାୟକ, ଜ୍ୟୋତିର୍ମୟ ମିଶ୍ର ପ୍ରମୁଖଙ୍କ ସହ ସମସ୍ତ କାର୍ଯ୍ୟକର୍ତ୍ତା ଓ ଜିଲ୍ଲା ରକ୍ତଦାତା ସେବା ସଂଘ ସଭାପତି ମନୋଜ ପଣ୍ଡା, ସହଯୋଗ କରିଥିଲେ । ଜିଲ୍ଲା ବାର ଆସୋସିଏସନ୍, ବୁଢ଼ାରଜା ସ୍ବେଚ୍ଛାସେବୀ ସଂଗଠନ ର କର୍ମକର୍ତ୍ତା ଓ ସାମ୍ବାଦିକ ପ୍ରମୁଖ ପ୍ରମୁଖ ଉପସ୍ଥିତ ଥିଲେ। ଏଥିରେ ମୋଟ ୪୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ବେଳେ ଜିଲ୍ଲା ରକ୍ତ କେନ୍ଦ୍ରର ଡ଼ା. ଚିତ୍ତ ରଞ୍ଜନ ତ୍ରିପାଠୀ, କାଉନସିଲର ଜଗତ ଦାରୁଅନ୍, ଲେଵ ଟେକ୍ନିଶିଆନ ସତ୍ୟବ୍ରତ ତାଣ୍ଡି, ଯୁଧିଷ୍ଟିର ନାଏକ ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ ,ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ , ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026
  ରାଜ୍ୟ  
ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   01-Aug-2026
  ଜିଲ୍ଲା  
ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   01-Aug-2026
ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   01-Aug-2026
  ଜିଲ୍ଲା  
ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   01-Aug-2026
  ଜିଲ୍ଲା  
*ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   01-Aug-2026
  ଜିଲ୍ଲା  
*ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   01-Aug-2026
  ରାଜ୍ୟ  
ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   01-Aug-2026
  ଜିଲ୍ଲା  
ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   01-Aug-2026
  ଜିଲ୍ଲା  
ଏଡିଇଓ ରଞ୍ଜିତ ଘିବେଲାଙ୍କୁ ବିଦାୟକାଳୀନ ସମ୍ବଦ୍ଧନା   01-Aug-2026

You Might Also Like