-+91-9937148622 |

prerana_bgr@rediffmail.com |

  Tuesday 12th May 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   (12-May-2026)       ||      ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   (11-May-2026)       ||      ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   (11-May-2026)       ||      ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ    (11-May-2026)       ||      ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   (11-May-2026)       ||      ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   (11-May-2026)       ||      ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   (11-May-2026)       ||      *ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   (11-May-2026)       ||      *ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (11-May-2026)       ||      ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   (11-May-2026)       ||      ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ    (11-May-2026)       ||      ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   (11-May-2026)       ||      ସାତସାହି କଟକ ନୃତ୍ୟାତ୍ସବ ଓ ବାଣିଜ୍ୟ ମେଳା ୧୩ରୁ   (11-May-2026)       ||      ପ୍ରଭାତଙ୍କ ବିରୋଧୀ ଅଣନିଶ୍ୱାସୀ, ଦଳରେ ନଥାଇ ମଧ୍ୟ ଜନ ମନରେ ପ୍ରଭାତ, ବିଜେଡି ଛାଡି ପ୍ରଭାତଙ୍କ ସାଥିରେ ହଜାର ହଜାର କର୍ମୀ    (11-May-2026)       ||      ରାଜ୍ୟରେ ବଢ଼ିଚାଲିଥିବା ଭିଡ଼ ହିଂସା ଓ ନାରୀ ନିର୍ଯାତନା ପ୍ରତିବାଦରେ ଏସ ୟୁ ସି ଆଇ ( କମ୍ୟୁନିଷ୍ଟ) ପକ୍ଷରୁ ବିକ୍ଷୋଭ   (11-May-2026)       ||      ଯୁବୋଦୟ ଲିଡ୍ ସ୍କୁଲର ପାଞ୍ଚ ଦିନିଆ ଗ୍ରୀଷ୍ମକାଳୀନ କର୍ମଶାଳା   (11-May-2026)       ||      ୨୦୦୧ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (11-May-2026)       ||      ବରଗଡ଼ ଲୋକସଭା କ୍ଷେତ୍ରର ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ବିସ୍ତୃତ ଆଲୋଚନା    (11-May-2026)       ||      ଅଭିଯୁକ୍ତକୁ ଅଟକରଖି ପୋଲିସକୁ ଦେଇଥିଲେ ଜିମା, ମୋଟୁ ପୋଲିସ ର ଅଧିକ ତଦନ୍ତ ଜାରି   (11-May-2026)       ||      କଟକ ମହାନଦୀ ବିହାର ଡେଭଲପମେଣ୍ଟ ଆସୋସିଏସନ ପକ୍ଷରୁ ଚପଖେଳ ଉଦ୍ ଯାପିତ   (11-May-2026)       ||     

HOME   ଜିଲ୍ଲା

ଗରୁଡ଼ଗୁଡା ଗ୍ରାମରେ ନାବାଳିକାର ଆତ୍ମହତ୍ୟା*

02-Jul-2025



ନବରଙ୍ଗପୁର :(ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ଗରୁଡଗୁଡା ଗ୍ରାମରେ ବୁଧବାର ପିଜୁଳି ଗଛରେ ବେକରେ ଓଢଣି ବାନ୍ଧି ନାବାଳିକା ଆତ୍ମହତ୍ୟା କରିଥିବା ନେଇ ଡାବୁଗାଁ ଥାନାରେ ଅଭିଯୋଗ ହୋଇଛି | ସୂଚନାଯୋଗ୍ୟ:- ଡାବୁଗାଁ ଥାନା ଅଧୀନ ଗରୁଡଗୁଡା ରମର ଖଗପତି ହରିଜନଙ୍କ ନାବାଳିକା ଝିଅ ରୀତିକା ହରିଜନ (୧୬) ଆଜି ସକାଳେ ଘର ପାଖରେ ଥିବା ଏକ ପିଜୁଳି ଗଛ ଡାଳରେ ନିଜ ଓଢଣି ବେକରେ ବାନ୍ଧି ଆତ୍ମହତ୍ୟା କରିଥିଲା | ସଖାଳ ପ୍ରାୟ ୧୦ ଘଣ୍ଟା ସମୟରେ ସମୟରେ ସେହି ପଟେ ନାବାଳିକାର ମା ଯିବାରୁ ପିଜୁଳି ଗଛରେ ଝିଅ ଝୁଳୁଥିବା ଦେଖି ପଟି କରିଥିଲେ | ପଟି ଶୁଣି ପରିବାର ଲୋକେ ଦୌଡି ଆସିଥିଲେ | ସଙ୍ଗେ ସଙ୍ଗେ ନାବାଳିକାକୁ ଗଛରୁ ଓହ୍ଲାଇ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ | ସେଠାରେ ଡାକ୍ତର ତାଙ୍କୁ ମରୁତ ଘୋଷଣା କରିଥିଲେ | ଏନେଇ ମୃତକ ର ବାପା ଖଗପତି ହରିଜନ ଡାବୁଗାଁ ଥାନାରେ ଏତଲା ଦେଇଥିଲେ | ଉକ୍ତ ଏତଲା କୁ ଭିତ୍ତି କରି  ଥାନା ଏଏସଆଇ ଚନ୍ଦ୍ରଶେଖର ହଜାରୀ ଡାକ୍ତରଖାନା ରେ ପହଞ୍ଚି ଶବ ଜବତ କରି ପଞ୍ଚନାମା କରି ବ୍ୟବଚ୍ଛେଦ ପାଇଁ  ପାଇଁ ପଠାଇଥିଲେ | ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକ ଙ୍କୁ ହସ୍ତାନ୍ତର କରାଯାଇଛି | ଏନେଇ ଥାନା କେସ ନଂ ୧୭/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି |ନାବାଳିକା ଜଣଙ୍କର ମାନସିକ ବିକୃତି ଥିବା ପରିବାର ଲୋକେ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ (କ) ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର   12-May-2026
  ଜିଲ୍ଲା  
ବାର୍ଷିକ ଉତ୍ସବ ଅବସରରେ ସାମୂହିକ ପ୍ରତିଭା ସମ୍ମାନ ପ୍ରଦାନ   11-May-2026
  ରାଜ୍ୟ  
ସକାଳ ୯ଟା ପୂର୍ବରୁ ‘ବ୍ରିଫିଂ ପ୍ୟାରେଡ୍’ କରିବାକୁ ବାଧ୍ୟତାମୂଳକ   11-May-2026
  ଜିଲ୍ଲା  
ରାଜ୍ ପୋଲି କ୍ଲିନିକ ରେ ମାଗଣା କମ୍ପୁଟର ଚକ୍ଷୁ ପରୀକ୍ଷା ଅନୁଷ୍ଠିତ   11-May-2026
  ଜିଲ୍ଲା  
ବିପୁଳ ପରିମାଣର ଗଞ୍ଜେଇ ଜବତ ଓ ୪ ଗିରଫ।   11-May-2026
  ଜିଲ୍ଲା  
ନିଆଳି ବିଧାୟକ କଟକ ଜିଲ୍ଲା ଯୋଜନା ବୋର୍ଡ ଅଧକ୍ଷ   11-May-2026
  ଜିଲ୍ଲା  
ଦିନ ଦ୍ୱିପହର ରେ ସାତ ବନ୍ଧ ରୁ ମୋଟର ଚୋରି*- *ପୋଲିସ ର ତୁରନ୍ତ - ପଦକ୍ଷେପ ଯୋଗୁଁ ଉଦ୍ଧାର ହେଲା ମୋଟର*   11-May-2026
  ଜିଲ୍ଲା  
*ମହେନ୍ଦ୍ରୀ ଜଙ୍ଗଲ ନିକଟରେ ଖୁଲମ ଖୁଲା ଚାଲିଛି କୁକୁଡ଼ା ଲଢେ଼ଇ ଏବଂ ଖୁଡଖୁଡି ଜୁଆ ଖେଳ*   11-May-2026
  ଜିଲ୍ଲା  
*ଡାବୁଗାଁ ଠାରେ ଅତିରିକ୍ତ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   11-May-2026
  ଜିଲ୍ଲା  
ଆଦିମ ଲୋହାର ସମାଜ ପକ୍ଷରୁ ସାମାଜିକ ,ଓ କୌଳିକ ବୃତ୍ତି ସମ୍ପର୍କରେ ଆଲୋଚନା କାର୍ଯକ୍ରମ ।   11-May-2026
  ଜିଲ୍ଲା  
ଅସହାୟ ବୃଦ୍ଧ ଙ୍କୁ ସହାୟତାର ହାତ ବଢ଼ାଇଲେ ସାମ୍ବାଦିକ   11-May-2026
  ଜିଲ୍ଲା  
ଅତାବିରା ରେ ଜନ ଆକ୍ରୋଶ ମହିଳା ପଦଯାତ୍ରା   11-May-2026

You Might Also Like