-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ହେରା ପଞ୍ଚମି ଭଜନ ସମାରୋହ.

02-Jul-2025



ବଲାଙ୍ଗିର (ପ୍ରେରଣା ଖବର)
ପବିତ୍ର ଘୋଷ ଯାତ୍ରା ଅବସରରେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ହେରା ପଞ୍ଚମି ତିଥି ରେ ପ୍ରମୁଖ ସଙ୍ଗୀତ ଅନୁଷ୍ଠାନ ର 30 ତମ ଭଜନ ସମାରୋହ ସ୍ଥାନୀୟ ରାଧାରାଣୀ ପଡ଼ା ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ପାଳିତ ହୋଇ ଯାଇଛି., ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସୌଜନ୍ୟ କରିଥିବା ଏହିକାର୍ଯ୍ୟ କ୍ରମ ରେ ପଞ୍ଚମ ମିଉଜିକ ଏକାଡେମୀ ଭୁବନେଶ୍ୱର ଏବଂ ପଞ୍ଚମ ବଲାଂଗୀର ର କଳାକାର ମାନେ ବିଭିନ୍ନ ସ୍ୱାଦ ର ଭକ୍ତି ଗୀତ ପରିବେଷଣ କରିଥିଲେ.ବରିଷ୍ଠ ଆକାଶ ବାଣୀ କଣ୍ଠ ଶିଳ୍ପୀ ଦୀପ୍ତି ପ୍ରକାଶ ଦାସ 
, ଯୁବ କଣ୍ଠ ଶିଳ୍ପୀ କୃଷ୍ଣା ଓ ବିଜ୍ଞନ୍ସି ବାରିକ ପମୁଖ ଙ୍କ ସାଙ୍ଗରେ ପଞ୍ଚମ ର ଛାତ୍ର ଛାତ୍ରୀ କୁମାରୀ ଅନ୍ଵେଷା ବାଗ,ଆଦ୍ୟାଶା ବେହେରା, ଏକାପାର୍ଣ୍ଣିକା ମିଶ୍ର, ସ୍ମୁତି ବିନ୍ଦୁ ଝାଙ୍କର, ଆଦ୍ୟାଶା ପାତ୍ର, ଦୀପଶିଖା ସାହୁ, ଆୟୁଷ୍ମାନ ପାଣିଗ୍ରାହୀ, ସାମନ୍ତ ବେହେରା, ଜିତେନ୍ଦ୍ର ବାଗ ବବିତା ତ୍ରିପାଠୀ, ପ୍ରିୟାଂଶ ପଣ୍ଡା,ଅଙ୍କିତ ସାହୁ,ଚିନ୍ମୟ ହିଆଲ,ଇତିଶ୍ରୀ ବାଗ,ବାସନ୍ତୀ ବାରିକ,ଯଶ୍ମିନ ନାୟକ, ବଲ୍ଲବୀ ଦଣ୍ଡସନା,ଶିବଶ୍ରୀ ସାହୁ ପ୍ରମୁଖ ଜଗନ୍ନାଥ ଭଜନ ସାଙ୍ଗରେ ବିଭିନ୍ନ ପ୍ରକାର ଭକ୍ତି ଗୀତ ପରିବେଷଣ କରିଥିଲେ,କାର୍ଯ୍ୟ କ୍ରମ କୁ ବରିଷ୍ଠ ଉଦଘୋସକ ମଧୁ ସୁଦନ ନାୟକ ସଂଯୋଜନା କରିଥିବା ବେଳେ ସଙ୍ଗୀତ ନିର୍ଦେଶନା ଦେଇଥିଲେ କ୍ରିଷ୍ଣା ରାଜ ପତି ବାଦ୍ୟ ଯନ୍ତ୍ର ରେ ସର୍ବଶ୍ରୀ ଗୌର କିଶୋର ମହାପାତ୍ର, ସନ୍ଦୀପ କୁମାର ସାହୁ, ତନ୍ନୟ କୁମାର, ପ୍ରିନ୍ସ, ଶୁଭେନ୍ଦୁ ଜାଲ, ସଂସ୍କାର ସ୍ୱରୂପ ମିଶ୍ର, ରାଜ ହୋତା ପ୍ରମୁଖ ସହଯୋଗ କରିଥିବା ବେଳେ ପରିଚାଳନା କରିଥିଲେ ଗୁରୁଃଶ୍ରୀ ଗୌର କିଶୋର ମହାପାତ୍ର, ପ୍ରତିକୂଳ ପାଗ ସତ୍ୱେ ବିଳମ୍ବିତ ରାତ୍ରି ପ୍ରୟନ୍ତ ବହୁ ଶ୍ରଦ୍ଧାଳୁ କାର୍ଯ୍ୟକ୍ରମ କୁ ଉପଭୋଗ କରିଥିବା ଏଜି କାର୍ଯ୍ୟକ୍ରମ କୁ ପଣ୍ଡିତ ଗୋକୁଳାନନ୍ଦ ମିଶ୍ର ଏବଂ ରାଧାରାଣୀ ଭକ୍ତ ମଣ୍ଡଳୀ ସଫଳ ରୂପାୟନ ରେ ସାହାଯ୍ୟ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like