-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ପାଟ୍ରୋଲିଂ ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ: ତିନି ଅଭିଯୁକ୍ତ ଗିରଫ

02-Jul-2025



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସ କୁ ମିଳିଛି ଆଉ ଏକ ସଫଳତା, ପାଟ୍ରୋଲିଂ କରୁଥିବା ସମୟରେ ଗଞ୍ଜେଇ, ବ୍ରାଉନ ସୁଗାର, ବାଇକ, ମୋବାଇଲ ଫୋନ ଜବତ ସହ ଘଟଣାରେ ସଂଶିଷ୍ଟ ଥିବା ତିନି ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବିଷୟ କୁ ନେଇ ଉପଖଣ୍ଡ ଆରକ୍ଷୀ ଅଧିକାରୀ ରାମେନ୍ଦ୍ର ପ୍ରସାଦ ଏକ ଖବର ଦାତା ସମ୍ମିଳନୀ ରେ ପ୍ରକାଶ କରିଛନ୍ତି l ସୂଚନାରୁ ପ୍ରକାଶ ଯେ, ଚଳିତ ମାସ ୦୧ ତାରିଖ ସନ୍ଧ୍ୟାରେ ବାଲିଗୁଡା

ପୋଲିସ ଏସଆଇ କିଶୋର ଚନ୍ଦ୍ର ପ୍ରଧାନ ଓ଼ ଅନ୍ୟ ପୋଲିସ କର୍ମଚାରୀ ମାନେ ପାଟ୍ରୋଲିଂ କରୁଥିବା ସମୟରେ କୌଣସି ଏକ ବିଶ୍ୱସ୍ତ ସୂତ୍ରରୁ ଗଞ୍ଜେଇ ଓ ବ୍ରାଉନ ସୁଗାର ଚାଲାଣ ହେଉଥିବା ଖବର ପାଇବା ପରେ ପାଟ୍ରୋଲିଂ ବ୍ୟବସ୍ଥା କୁ କଡାକଡି କରି କ.ନୂଆଗାଁ ଅଞ୍ଚଳ ରେ ଏକ ପଲସର ମୋଟର ସାଇକେଲରେ ଦୁଇଜଣ ବ୍ୟକ୍ତିଙ୍କୁ ତନଖିବା ସମୟରେ ସେମାନେ ବାଲିଗୁଡ଼ା ଥାନା ଗୁଳିମରାପଦା ସାହିର ଦିପକ କୁମାର ଦିଗାଳ ଙ୍କ ଠାରୁ ଗଞ୍ଜେଇ ଏବଂ ବ୍ରାଉନସୁଗାର ନେଉଥିବା ସ୍ୱୀକାର କଲେ। ଏହି ଘଟଣା ରେ ଦୀପକ ର ସହଯୋଗୀ ବାଲିଗୁଡା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିର

ମହେନ୍ଦ୍ର ମଲ୍ଲିକ ଓ଼ ଦାରିଙ୍ଗବାଡି ଥାନା ଅନ୍ତର୍ଗତ ସିମନବାଡ଼ି ଅଞ୍ଚଳର କେ. ଶିବ ପ୍ରସାଦ ଆଚାରୀ ଙ୍କୁ ଯାଞ୍ଚ କରିବା ସମୟରେ ସେମାନଙ୍କ ଠାରୁ ୨୨ କିଲୋଗ୍ରାମ ଗଞ୍ଜେଇ, ୦୬  ଗ୍ରାମ ବ୍ରାଉନସୁଗାର, ଦୁଇଟି ମୋଟରସାଇକେଲ, ଦଶଟି ମୋବାଇଲ ଫୋନ୍ ଜବତ କରି ବାଲିଗୁଡ଼ା ପିଏସ୍ କେଶ ନଂ.-୧୯୬/୨୫- ୟୁ/ଏସ୍-୨୦ (ବି)(ଆଇ)(ସି)/୨୧(ବି) ଏନଡିପିଏସ୍ ଆକ୍ଟ ରେ ମକଦ୍ଦମା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ବାଲିଗୁଡା ଥାନାର ଅନୁସନ୍ଧାନ କାରୀ ଅଧିକାରୀ ଏସ.ଆଇ.ପ୍ରମୋଦ କୁମାର ଜେନା ଏହି ଘଟଣା ରେ ଆଉ କିଏ କିଏ ସଂଶ୍ଲିଷ୍ଟ ଅଛନ୍ତି, ସେ ନେଇ ତଦନ୍ତ ଅବ୍ୟାହତ ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like