-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

୬ କ୍ଵିଣ୍ଟାଲ ୧୫ କେଜି ଗଞ୍ଜେଇ ସହ ପିକ ଅପ୍ ଭ୍ୟାନ ଜବତ, ଅଭିଯୁକ୍ତ ଫେରାର

02-Jul-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ତରଭା ପୁଲିସ ଗଂଜେଇ ଚୋରାଚାଲାଣ ହେଉଥିବା ଏକ ପିକ୍‌ଅପ୍ ଭ୍ୟାନ୍‌ରୁ ୬ କ୍ୱିଣ୍ଟାଲ ୧୫ କେଜି ଗଂଜେଇ ଜବତ କରିଛି। ପୁଲିସ ସୂତ୍ରରୁ ପ୍ରକାଶ ଯେ, ଏକ ପିକ୍‌ଅପ୍ ଭ୍ୟାନ୍‌ ନକଲି ନମ୍ବର (ଓଡି ୩୧ଜି -୨୮୪୩) ଗଞ୍ଜେଇ ନେଇ କଣ୍ଟାମାଳ ପଟୁ ତରଭା ଆଡ଼କୁ ଆସୁଥିବା ଖବର ପାଇ ଏସ୍‌ପି ନାରାୟଣ ନାୟକ ତରଭା ପୋଲିସ କୁ ଖବର କରିଥିଲେ । ପରେ ତରଭା ଆଇଆଇସି ଙ୍କ ନେତୃତ୍ୱରେ ଏକ ଟିମ୍ ରେ ଏଏସଆଇ ରବିନ୍ଦ୍ର ସାହୁ ଏବଂ ଅନ୍ୟ ଅଧିକାରୀ ମାନେ ଗାଡି ଉପରେ ସତର୍କ ନଜର ରଖିଥିଲେ। ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଟରୁ ଦୃତ ଗତିରେ ଆସୁଥିବା ଗାଡ଼ି କୁ ପୋଲିସ ଟିମ୍ କୌଶଳ କ୍ରମେ ଅଟକାଇବା ବେଳେ ଭ୍ୟାନ୍ ଚାଳକ ଜାଣିପାରି ଗାଡ଼ିକୁ ଅଟକାଇ ଫେରାର ହୋଇଯାଇଥିଲା । ପରେ ଯାଞ୍ଚ ସମୟରେ ପିକ୍‌ଅପ୍ ଭ୍ୟାନ୍‌ରୁ ୨୫ଟି ବସ୍ତାରେ ଭର୍ତ୍ତି ହୋଇଥିବା ୬୦୮ ପ୍ୟାକେଟ ଗଞ୍ଜେଇ ବାହାରିଥିଲା। ଉକ୍ତ ଗାଡିକୁ ମାଜିଷ୍ଟ୍ରେଟ ସମ୍ବୁଖରେ ଯାଞ୍ଚ କରିବା ପରେ ସେଥିରୁ ୬ କ୍ଵିଣ୍ଟାଲ ୧୫ କେଜି ୨୩୦ ଗ୍ରାମ ଗଞ୍ଜେଇ ଜବତ କରିଛି l NDPS କେଶ୍ ନମ୍ବର ୧୬୩ ୧-୭-୨୦୨୫ ୟୁ ଏସ ୨୦( ବି ) (i i) c ରେ ମାମଲା ରୁଜ୍ଜୁ ହୋଇଛି ଓ ଏକ ଫେକ୍ ନମ୍ୱର୍ ଥିବା ପିକ୍ ଅପ୍ ଗାଡ଼ି କୁ ପୋଲିସ ଜବତ କରିଥିବା ବିଷୟ ଆଜି ଏସପି ଶ୍ରୀ ନାରାୟଣ ନାୟକ ଏକ ସାମ୍ବାଦିକ ସମ୍ମିଳନୀ ରେ ପ୍ରକାଶ କରିଛନ୍ତି। ଜବତ ଗଞ୍ଜେଇ ର ମୂଲ୍ୟ ପ୍ରାୟ ୧ କୋଟି ରୁ ଉର୍ଦ୍ଧ୍ବ ହେବ ବୋଲି ଜଣାପଡିଛି। ଏହି ଚଢ଼ଉରେ ଅନ୍ୟମାନଙ୍କ ମଧ୍ୟରେ ଆଇଆଇସି ଅନିତା କିଡୋ, ଏସ୍‌ଆଇ ରବୀନ୍ଦ୍ର ସାହୁ, ମାରୁତ ଚନ୍ଦ୍ର ପ୍ରଧାନ, ଏଏସ୍‌ଆଇ ଶୁଭେନ୍ଦୁ ସିଂ, ମେଣ୍ଡା ଫାଣ୍ଡି ଅଧିକାରୀ ଟଙ୍କଧର ଛତ୍ରିଆ, କନଷ୍ଟେବଳ କୈଳାସ ଭୋଇ, ଗୋପୀନାଥ ସାହୁ, ଓଏପିଏ ପରମାନନ୍ଦ ପଧାନ, ଜ୍ୟୋତ୍ସ୍ନା ପ୍ରଧାନ, ପ୍ରଭାସିନୀ ପ୍ରଧାନ ଓ ହୋମଗାର୍ଡ ତରଣୀ ନନ୍ଦ ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like