-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଗୋଟିଏ ପଟେ ଡିଜିଟାଲ ଭାରତର ଦଶବର୍ଷ ପୂର୍ତ୍ତି ଅନ୍ୟପଟେ ପ୍ରାୟ ୬ ମାସ ହେଲାଣି ଚାନ୍ଦୋତରା ଏ ଟି ଏମ୍ ବନ୍ଦ 

03-Jul-2025



ସରକାର ଏବେ ଡିଜିଟାଲ ଭାରତର ୧୦ ବର୍ଷ ପୂର୍ତ୍ତି କରି ସାରିଛନ୍ତି। ଡିଜିଟାଲ ଇଣ୍ଡିଆର ସ୍ବପ୍ନ ଥିଲା ହାତପାରନ୍ତାରେ ସୁବିଧା। ଏଥର ଆମେ କହୁଛୁ ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଚାନ୍ଦୋତରା ଏଟିଏମ୍ ରେ ପ୍ରାୟ ୬ ମାସ ହେଲାଣି ଟଙ୍କା ଭରା ଯାଉନଥିବାରୁ ଏଟିଏମ୍ ଭରସାରେ ଥିବା ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଚାନ୍ଦୋତରା ଏଟିଏମ୍ ଉପରେ ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡା ଜିଲ୍ଲାର ସୀମାନ୍ତରେ ଅବସ୍ଥିତ ଲୋକେ ନିର୍ଭର କରିଥାନ୍ତି। ସେହିପରି ଭାବେ ବିଶାଖାପାଟଣା-ରାୟପୁର ୧୯ ନମ୍ବର ରାଜ୍ୟରାଜପଥ ଚାନ୍ଦୋତରା ଦେଇ ଯାଇଛି ଏବଂ ଚାନ୍ଦୋତରା ବସଷ୍ଟାଣ୍ଡ ଏକ ଚାରିଛକ ଥିବାରୁ ଏଟିଏମ୍ ର ଆବଶ୍ୟକତା କିପରି ଥିବ ସହଜରେ ଅନୁମେୟ। ଏହାକୁ ଛାଡ଼ିଦେଲେ ବର୍ତ୍ତମାନ ସମୟରେ ଚାନ୍ଦୋତରା ଏକ ମିନି ସହର ପାଲଟି ଯାଇଛି। କାହିଁକି ନା ଚାନ୍ଦୋତରାରେ ପନିପରିବା ଠାରୁ ଆରମ୍ଭ କରି ବିଭିନ୍ନ ସାମଗ୍ରୀର ବଡବଡ ଦୋକାନ ଓ ଗୋଦାମ ରହିଥିବାରୁ ଅଞ୍ଚଳର ଲୋକେ ଜରୁରୀ ସମୟରେ ଏଟିଏମ୍ ଭରସାରେ ଆସି ନିରାଶ ହେଉଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଏଟିଏମ୍ କାଉଣ୍ଟର ଟି ଠିକ୍ ଚାନ୍ଦୋତରା ଷ୍ଟେଟବ୍ୟାଙ୍କୁ ଲାଗି ରହିଛି। ତଥାପି ୬ ମାସଧରି ଅସୁବିଧା ହେଉଥିବା ସତ୍ବେ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉ ନଥିବାରୁ ଜନ ଅସନ୍ତୋଷ ଦେଖାଦେଉଛି। ଏହାକୁ ନେଇ ଚାନ୍ଦୋତରା ଷ୍ଟେଟବ୍ୟାଙ୍କ ମେନେଜର ସଚିଦାନନ୍ଦ ମେହେରଙ୍କୁ ପଚାରିବାରୁ ଟଙ୍କା କରିବାପାଇଁ ଯୋଉ ମାନେ ଭେଣ୍ଡର ଥିଲେ ସେମାନେ ଛାଡି ଦେଲେ ପୁଣି ଆଉ ଗୋଟିଏ ଭେଣ୍ଡର ପାଇଥିଲେ ହେଁ 

ସେମାନେ ବ୍ୟାଙ୍କରୁ ଟଙ୍କା ଭରିବା ପାଇଁ କହୁଛନ୍ତି। ହେଲେ ଗାର୍ଡ ଦେଇନାହାନ୍ତି। ବିନା ଗାର୍ଡରେ ଆମେ ବ୍ୟାଙ୍କ ବାହାରକୁ ଟଙ୍କା ନେବୁ କାହା ଭରସାରେ ? ତେବେ ସ୍ଥାନୀୟ ପୋଲିସକୁ ଡାକି ଟଙ୍କା କାହିଁକି କରୁନାହାନ୍ତି କହିବାରୁ ଆମେ ଏ ଉପରେ ଉପସ୍ଥିତ ଅଧିକାରୀଙ୍କୁ ଲିଖିତ ଜଣାଇଛୁ। ଖରିଆର ଓ ଟିଟିଲାଗଡ ଏଠାରୁ ଦୂର ହେଉଥିବାରୁ ଗାର୍ଡ ଦେଇ ପାରୁ ନାହାନ୍ତି ।
ଜଦି ଗାର୍ଡ ଦେବେ ତା ହେଲେ ଆଗକୁ ଟଙ୍କା ଭରାଯିବ ବୋଲି କହିଥିଲେ। ଏ ଉପରେ ଉପରିସ୍ଥ ଅଧିକାରୀଙ୍କ ସହ ପ୍ରଶାସନିକ ଅଧିକାରୀ ତୁରନ୍ତ ନଜର ଦେଇ ଏଟିଏମ୍ ରେ ଟଙ୍କା ଭରିବା ପାଇଁ ପଦକ୍ଷେପ ନେବାକୁ ଦାବି ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like