-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ଟୋକନ ଲାପସ୍ ଯୋଗୁଁ ମଣ୍ଡି ରୁ ଧାନ ଫେରେଇ ନେଲେ ଚାଷୀ - ଦୁର୍ଜନତୈଲା ମଣ୍ଡି -

03-Jul-2025



ବୀରମହାରାଜପୁର,( ବିନୋଦ ପାଣ୍ଡେ ):
ଟୋକନ ଲାପସ୍ ଯୋଗୁଁ ମଣ୍ଡି ରେ ଧାନ ବିକ୍ରି କରି ନ ପାରି ଘର କୁ ଧାନ  ଫେରାଇ ନେଉଛନ୍ତି ଚାଷୀ। ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଉପାନ୍ତ ଦୁର୍ଜନତୈଲା ପଞ୍ଚାୟତ ସମ୍ମୁଖରେ ଥିଲେ ଧାନ ମଣ୍ଡି ରେ ମଙ୍ଗଳବାର ପୂର୍ବାହ୍ନ ରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଦୂର୍ଜନତୈଲା ପଞ୍ଚାୟତ ଅନ୍ତର୍ଗତ ଗୋଘାଟ ଗ୍ରାମର ଚାଷୀ କ୍ଷେତ୍ର ଚଉଲିଆ ଙ୍କ ବିକ୍ରି ପାଇଁ ମଣ୍ଡି କୁ ଆଣିଥିବା ଧାନ ବିକ୍ରି ହୋଇ ପାରି ନାହିଁ। ଫଳରେ ସେ ମଙ୍ଗଳବାର ଦିନ ତାଙ୍କ ଧାନ କୁ ମଣ୍ଡି ରୁ ଘର କୁ ନେଇ ଯାଇଛନ୍ତି।ଚଳିତ ବର୍ଷ ରାଜ୍ୟ ସରକାର ଧାନ ର ଦାମ କୁଇଣ୍ଟାଲ ପ୍ରତି ୩୧ଶହ ଟଙ୍କା କରିବାକୁ ଚାଷୀ ରବି ଋତୁରେ ଚାଷ କରିବା ପାଇଁ ଆଗ୍ରହ ପ୍ରକାଶ କରିଥିଲା। ଏହି କ୍ରମରେ  ଗୋଘାଟ ଗ୍ରାମର ଚାଷୀ ମଧ୍ୟ ଚଳିତ ରବିରେ ଧାର ଉଧାର କରି ଧାନ ଫସଲ ଚାଷ କରିଥିଲେ। ଠିକ ସମୟର ଚାଷ ଓ ଉନ୍ନତ ବିହନ , ସାର ଓ କିଟନାଶକ ଦେଇଥିବାରୁ ଭଲ ଅମଳ ମଧ୍ୟ ହୋଇଥିଲା। ସେ ନିଜ ଧନ କୁ ମଣ୍ଡି ରେ ବିକ୍ରି କରିବା ପାଇଁ ଗତ ୧୬ ତାରିଖ ରେ ପ୍ରାୟ ୪୪ ବସ୍ତା ଧାନ ଆଣିଥିଲେ। ମାତ୍ର ମଣ୍ଡିରେ ଆବଶ୍ୟକ ସୁବିଧା ନ ଥିବାରୁ ନିଜେ ପାଲ ଆଣି ଧାନ କୁ ଘୋଡ଼ାଇ ରଖିଥିଲେ। ସେ ଦୁର୍ଜନତୈଲା ମଣ୍ଡି ରେ ଧାନ ବିକ୍ରି କରିବା ପାଇଁ ୨୮.୯୪  କୁଇଣ୍ଟାଲ ର ଟୋକନ୍ ପାଇଥିଲେ। ସେ ଉକ୍ତ ଧାନ କୁ ବିକ୍ରି ପାଇଁ ମଣ୍ଡିରେ ଗଦା କରିଥିଲେ। ତାଙ୍କର ଧାନ ବିକ୍ରି ପାଇଁ ପାଇଥିବା ଟୋକନ ଗତ ୨୯ ତାରିଖରେ ଲାପସ୍ ହୋଇ ଯାଇଥିଲା। ଇତି ମଧ୍ୟରେ ଗତ ୩୦ ତାରିଖରେ ଧାନ ବିକ୍ରି ର ଅବଧି ସମାପ୍ତ ହୋଇଯାଇଛି। ସେ ଶେଷ ଦିନ ପର୍ଯ୍ୟନ୍ତ ଅପେକ୍ଷା କରିଥିଲେ ମଧ୍ୟ ତାଙ୍କର ଧାନ ବିକ୍ରି ହୋଇ ପାରି ନ ଥିଲା। ଫଳରେ କ୍ଷେତ୍ର ଚଉଲିଆ ଉପାୟଶୂନ୍ୟ ହୋଇ ନିଜ ଧାନ କୁ ପୁଣି ଘର କୁ ଫେରାଇ ନେଉଛନ୍ତି। ମଣ୍ଡିରେ ଧାନ ରଖିବା ପାଇଁ ଆବଶ୍ୟକୀୟ ସୁବିଧା ନ ଥିବାରୁ କେତେକ ଧାନ ବସ୍ତା ଗଜା ହୋଇ ଯାଇଛି। ତେବେ ସେ ଉକ୍ତ ଧାନ କୁ କଣ କରିବେ ଚିନ୍ତା ରେ ଅଛନ୍ତି।ସେ କିପରି ଧାର ଉଧାର ପରିଶୋଧ କରିବେ ଏବଂ   ବର୍ତ୍ତମାନ ଖରିଫ ଚାଷ କେମିତି କରିବେ ସେଥିପାଇଁ ଆଶଙ୍କା ରେ ଅଛନ୍ତ


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like