-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବସଷ୍ଟାଣ୍ଡ ନିକଟରେ ଟ୍ରିପର ତଳେ ଚାପି ହୋଇ ଜଣେ ମୃତ*

03-Jul-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)ଡାବୁଗାଁ ବସଷ୍ଟାଣ୍ଡ ନିକଟରେ  ଡାବୁଗାଁ - ବୋରିଗାଁ ରାସ୍ତା ଉପରେ ଏକ ଟ୍ରିପର ଚକା ତଳେ ଜଣେ ଚାପି ହୋଇ  ମୃତ୍ୟୁ ବରଣ କରିଥିବା ଦେଖିବକୁ ମିଳିଛି। ସୁଚନା ଯୋଗ୍ୟ ଡାବୁଗାଁ ଗ୍ରାମର ରାଜୁ ୟାଦବ (୫୩) ଡାବୁଗାଁ - ବୋରିଗାଁ ରାସ୍ତା କଡ ରେ ଏକ ଟିଫିନ୍ ହୋଟେଲ କରି ଚଳି ଆସୁଥିଲେ । ଗୁରୁବାର ସକାଳ ପ୍ରାୟ  ୧୧ ଘ ସମୟରେ  ସେ କୌଣସି କାମରେ ନିଜ ହୋଟେଲ ରୁ ବାହାରି ଯାଉଥିବା ସମୟରେ ଏକ ଟ୍ରିପର ନଂ ଓଡି ୨୬ ଜି ୩୬୩୦ ଡାବୁଗାଁ ପଟୁ  ବୋରିଗାଁ ରାସ୍ତାରେ ଯାଉଥିବା ବେଳେ ଟ୍ରିପର ଚକାତଳେ ଚାପି ହୋଇ ଯାଇଥିଲେ ଫଳରେ ଘଟଣସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଟ୍ରିପରର ପଛ ଚକା ମୃତ ବ୍ୟକ୍ତିଉପରେ ଚାପି ହେବାପରେ ଡ୍ରାଇଭର ଗାଡି ନ ଅଟକାଇ ସେଠାରୁ ଗାଡି ନେ଼ଇ ଚାଲିଗଲା ଏବଂ ମଝିଗୁଡ଼ା ନିକଟରେ ଗାଡି ରଖି  ଫେରାର ହୋଇଯାଇଛି । ଏହି ଘଟଣା ପରେ  ପରିବାର ଲୋକେ ରାସ୍ତା ଅବରୋଧ କରିଥିଲେ । ସୂଚନା ପାଇ ଘଟଣା ସ୍ଥଳରେ ଡାବୁଗାଁ ପୋଲିସ୍ ପହଞ୍ଚି ଥିଲା ଏବଂ ଟ୍ରିପର କୁ ଜବତ କରି ଡାବୁଗାଁ ଥାନା ପରିସରରେ ରଖି ଘଟଣାର ତଦନ୍ତ ଜାରି ରଖିଛନ୍ତି । ଡାବୁଗାଁ ରେ ଏପରି ଦୂର୍ଘଟଣା ର ହେଉଥିବା ମୂଖ୍ୟ କାରଣ ହେଉଛି ଡାବୁଗାଁ - ଵରିଗାଁ ରାସ୍ତା ଓ ଡାବୁଗାଁ - ମାନିଗାଁ ର ରାସ୍ତା କଡ଼ରେ ଥିବା ଉଠା ଦୋକାନୀ ମାନେ ରାସ୍ତା କୁ ଲଗାଇ କେବିନ୍ ଗୁଡ଼ିକ ପକାବା ଦ୍ଵାରା ଏହି ଦୁଇ ଲାଇନ୍ ରେ ପ୍ରତ୍ୟେକ ଦିନ ଟ୍ରାଫିକ ସମସ୍ୟା ବଢିବାରେ ଲାଗିଛି।ଏବଂ ଏଭଳି ଛଟ ବଡ଼ ଦୁର୍ଘଟଣା ଘଟି ଠାଉଛି। ଏଥି ପ୍ରତି ସ୍ଥାନୀୟ ପ୍ରଶାସନ  ଦୃଷ୍ଟି ଦେବାକୁ ଜନ ସାଧାରଣ ଦାବିହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like