-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ରାଜ୍ୟ

ପୁଇଁତଳା ତହସିଲରେ କର୍ମଚାରୀଙ୍କୁ ଆକ୍ରମଣ ଘଟଣା: କଳାବ୍ୟାଚପିନ୍ଧି ରାଜସ୍ୱଅମଲା କର୍ମଚାରୀ ସଂଘର ପ୍ରତିବାଦ୍‌, ସୁରକ୍ଷା ପାଇଁ ଜିଲ୍ଲାପାଳ ଓ ଏସପିଙ୍କ ପାଖରେ ଫେରାଦ

03-Jul-2025



ବଲାଙ୍ଗୀର(ପ୍ରେରଣା ଖବର): ଭୁବନେଶ୍ୱର ମହାନଗର ନିଗମ ରେ ଜଣେ ଓଏଏସ ଅଫିସରଙ୍କୁ ମାଡ ଘଟଣାରେ ରାଜ୍ୟରେ ତୁମ୍ବିତୁଫାନ ଚାଲିଥିବା ବେଳେ ଗତ ମଙ୍ଗଳବାର ଦିନ ବଲାଙ୍ଗୀର ଜିଲ୍ଲା ପୁଇଁତଳା ତହସିଲରେ ଦୁଇଜଣ ମଦ୍ୟପ ଆସି ଗାଳିଗୁଲଜ କରିବା ସହିତ ଜଣେ ମହିଳାକର୍ମଚାରୀଙ୍କ ସମେତ ଦୁଇଜଣ କର୍ମଚାରୀଙ୍କୁ ମାଡମାରିଥିବା ଅଭିଯୋଗ ହୋଇଛି । ଏନେଇ ପୁଇଁତଳା ତହସିଲରେ ଅଭିଯୋଗ ପରେ ଉକ୍ତ ଦୁଇଜଣ ଆକ୍ରମଣକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ତେବେ ସରକାରୀ କର୍ମଚାରୀମାନଙ୍କ ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରି ତଥା କର୍ମଚାରୀଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦରେ ବଲାଙ୍ଗୀର ଜିଲ୍ଲା ରାଜସ୍ୱ ଅମଲା ସଂଘ ପକ୍ଷରୁ କଳାବ୍ୟାଚ ପରିଧାନ କରି ପ୍ରତିବାଦ କରାଯାଇଛି । ରାଜ୍ୟ ଅମଲାସଂଘର ସଭାପତି ପ୍ରଭାତକୁମାର ମଲ୍ଲିକ ଓ ସଂପାଦକ ରତିକାନ୍ତ ପୁରୋହିତଙ୍କ ନେତୃତ୍ୱରେ ଆଜି କର୍ମଚାରୀମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଠିକ ସେହିପରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରାରେ ଯାଇ ଏସପିଙ୍କୁ ଭେଟି ଏକ ଦାବିପତ୍ର ପ୍ରଦାନ କରିବା ସହିତ କର୍ମଚାରୀଙ୍କ ସୁରକ୍ଷା ଦାବି କରିଛନ୍ତି । ଅମଲାସଂଘ ଦାବି କରିଛି ଯେ,ସରକାରୀ କାର୍ଯ୍ୟାଳୟମାନଙ୍କରେ କର୍ମଚାରୀମାନଙ୍କୁ ସୁରକ୍ଷା ପାଇଁ ସିସିଟିଭି ଲଗାଯାଉ ଓ ଏହାକୁ ୨୪ ଘଣ୍ଟିଆ ପୋଲିସ ନଜରରେ ରଖାଯାଉ । ଏହା ସହିତ ପୁଇଁତଳା ତହସିଲରେ ଦୁଇଜଣ କର୍ମଚାରୀଙ୍କ ଉପରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ଦାବି କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like