-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ଜିଲ୍ଲା

ଭାଲୁପାଲି ଠାରେ ଲୋଇସିଂହା ବନାଞ୍ଚଳ ତଥା ବଲାଙ୍ଗୀର ବନଖଣ୍ଡ ପକ୍ଷରୁ 76 ତମ ବନୋ ମହୋତ୍ସବ ପାଳନ

03-Jul-2025



ଲୋଇସିଂହା, (ବିନୋଦ ଦୀପ) ଆଜି ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ବାଦୀବାହାଲ ପଂଚାୟତ ଅଧିନସ୍ଥ ଭାଲୁପାଲି ଠାରେ ଲୋଇସିଂହା ବନାଞ୍ଚଳ ତଥା ବଲାଙ୍ଗୀର ବନଖଣ୍ଡ ପକ୍ଷରୁ 76 ତମ ବନୋ ମହୋତ୍ସବ ପାଳନ ହୋଇଯାଇଛି l ଉକ୍ତ ମହୋତ୍ସବ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଓଡିଶା ସରକାର ଙ୍କ ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଯୋଗ ଦେଇଥିବା ବେଳେ ସମ୍ମାନନୀୟ ଅତିଥି ଭାବେ ଜିଲ୍ଲପାଳ ଗୌରବ ଶିବାଜୀ ଇସଲ୍ୱାର, ଡ଼ିଏଫଓ ଅଜିତ ବିଶି, ଏସିଏଫ ମାନସ ବେହେରା, ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗ ଦେଇଥିଲେ l ଲୋଇସିଂହା ବନାଞ୍ଚଳ ରେଞ୍ଜର ଶ୍ରୀ ପାଉଲ ହରପାଳ, ଫରେଷ୍ଟର ବାବଲୁ ଦାସ ସହ ଅନେକ ଫରେଷ୍ଟ କର୍ମଚାରୀ ଉପସ୍ଥିତ ଥିଲେ l ଉକ୍ତ ମହୋତ୍ସବ ରେ ମନ୍ତ୍ରୀ ତଥା ମୁଖ୍ୟଅତିଥି ଡ଼. ମହାଳିଙ୍ଗ ମା କେ ନାମ ଏକ ପେଡ କହି ଉଦବୋଧନ ଦେଇଥିଲେ l

ଏହାସହ ଆମ ବିକାଶ ସଂଗେ ସଂଗେ ପରିବେଶ ର ସୁରକ୍ଷା ପ୍ରତି ଧ୍ୟାନ ଦେବା, ଯଦି ଗୋଟେ ଗଛ କଟାଯାଉଛି ତାହେଲେ ଦଶଗୁଣା ଗଛ ଲଗାଇବା ଯାହାଫଳରେ ପରିବେଶ ସନ୍ତୁଳନ ହେବ l ଏହାସହ ମୁଖ୍ୟଅତିଥି ବୃକ୍ଷମିତ୍ର ଭଳି ନୂଆ କାର୍ଯ୍ୟକ୍ରମ ଆରମ୍ଭ ହେବ ଯେଉଁଟା କି ପ୍ରତ୍ୟେକ ପଂଚାୟତ ତଥା ଗ୍ରାମ କୁ ସବୁଜ ରଥ ଯାଇ 1 ଲକ୍ଷ ବୃକ୍ଷରୋପଣ ଜରାଯିବାର ଯୋଜନା ରହିଛି ବୋଲି ମନ୍ତ୍ରୀ ଡ଼. ମହାଳିଙ୍ଗ ପ୍ରକାଶ କରିଥିଲେ l ପରେ ପରେ ମନ୍ତ୍ରୀ ଡ଼ ମହାଳିଙ୍ଗ ବୃକ୍ଷ ଲଗାଇବା ସହ ଅନ୍ୟ ସମସ୍ତ ଅତିଥି ଗୋଟେ ଗୋଟେ ବୃକ୍ଷ ଲଗାଇଥିଲେ l ଏହି ମହୋତ୍ସବ କାର୍ଯ୍ୟକ୍ରମ ରେ ଫରେଷ୍ଟ କର୍ମଚାରୀ, ବିଜେପି କର୍ମୀ ତଥା ଜନ ସାଧାରଣ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like