-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମହରମ ପାଳନ ସମ୍ପର୍କରେ ଶାନ୍ତି ଓ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ

03-Jul-2025




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) 

ଚଳିତ ବର୍ଷ ମହରମ ୨୦୨୫ ପାଳନ ନିମନ୍ତେ ଶାନ୍ତିପୂର୍ଣ୍ଣ ଓ ସମନ୍ୱିତ ଉତ୍ସବ ନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ଶାନ୍ତି ଓ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ  ବୋନ୍ଦର(ଭା.ପ୍ର.ସେ) ଙ୍କ ଅଧ୍ୟକ୍ଷତାରେ ରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକର ସମ୍ବଲପୁର ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂ(ଭା.ପୋ.ସେ), ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ବେଦ ଭୂଷଣ (ଭା.ପ୍ର .ସେ ) , probationary IAS  ଶୁଭ୍ରା ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।  ଉକ୍ତ ବୈଠକରେ  ବିଭିନ୍ନ ସଙ୍ଗଠନ ର ସଦସ୍ୟମାନେ, ଜିଲ୍ଲା ପ୍ରଶାସନ, ପୋଲିସ ବିଭାଗ, ଏବଂ ସମ୍ବଲପୁର ଅଞ୍ଚଳର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସଂସ୍ଥାଗତ ପ୍ରତିନିଧିମାନେ ଉପସ୍ଥିତ ଥିଲେ। ଜିଲ୍ଲାରେ ମହରମ କିପରି ଶାନ୍ତି ଶ୍ରୁଙ୍ଖଳା ର  ସହିତ ପାଳନ କରାଯିବ ସେ ବିଷୟରେ ଆଲୋଚନା କରାଗଲା।ଉକ୍ତ ବୈଠକ ରେ ଆଇନ ଶ୍ରୁଙ୍ଖଳା ରକ୍ଷା, ସ୍ବାସ୍ଥ୍ୟ ଓ ପରିମଳ, ଉତ୍ସବ ଦିନରେ ନିରବଚ୍ଛିନ୍ନ ଜଳ ଯୋଗାଣ ସୁନିଶ୍ଚିତ କରିବା, ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ, ବେଆଇନ ଓ ନକଲି ମଦ ବିକ୍ରି ଉପରେ ପ୍ରତିଷେଧକ ପଦକ୍ଷେପ ନେବା, ଆଖପାଖ ଅଞ୍ଚଳରେ ଅଗ୍ନିକାଣ୍ଡ ରୋକିବା ପାଇଁ ତ୍ୱରାନିତ୍ଵ ପଦକ୍ଷପ ନେବା ଏବଂ ଶୋଭାଯାତ୍ରା କିଭଳି ଓ କେଉଁ ରାସ୍ତା ଦେଇ ଶୋଭାଯାତ୍ରା ଅନୁଷ୍ଠିତ ସେ ପ୍ରସଙ୍ଗ ଉପରେ ଆଲୋଚୋନା ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like