-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମାଆ ପାଇଁ ବୃକ୍ଷଟିଏ - ନାମରେ ଵୃକ୍ଷ ରୋପଣ ସହ ବନ ମହୋତ୍ସବ ସପ୍ତାହ ପାଳନ

03-Jul-2025



(ମିହିର ଶଙ୍କର ପାତ୍ର)  ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ  ସରକାରୀ ଉଚ୍ଚ ବିଦ୍ୟାଳୟ , ସେମଳା ରେ ମାଆ ପାଇଁ ବୃକ୍ଷ ଟିଏ ଭାବ ଧାରାକୁ ର ପ୍ରାଣ ବନ୍ତ  ପାଇଁ ବିଦ୍ୟାଳୟର ୧୨୫ ଛାତ୍ରଛାତ୍ରୀ ତରଫରୁ ସମସ୍ତେ ବୃକ୍ଷ ରୋପଣ କରିଛନ୍ତି । ମାଆ ପାଇଁ ଗଛଟିଏ ଓ ବନ ମହୋତ୍ସବ କାର୍ଯ୍ୟ କ୍ରମରେ ସି.ଆର.ସି.ସି. ବାବୁଲାଲ ସାଗର  ବନ ମହୋତ୍ସବରେ ରେ ଉପସ୍ଥିତ ରହି ପିଲାମାନଙ୍କୁ ମାଆ ପାଇଁ ଗୋଟିଏ ବୃକ୍ଷ  ରୋପଣ ରେ ଛାତ୍ରଛାତ୍ରୀ ମାନଙ୍କୁ ମାଆର ପିଲା ପ୍ରତି ଜୀବନକୁ  ଆଗକୁ ବଢ଼ାଇବା ,
 ପାଇଁ ସ୍ନେହ ,ଶ୍ରଦ୍ଧା ର ଭାବଧାରା ରେ ପିଲାଟି ନିଜକୁ ସୁନ୍ଦର ହୋଇ ଗଢ଼ିଉଠିଥାଏ। ବୃକ୍ଷ ରୋପଣ ରେ ବୃକ୍ଷ ଜୀବନ କାଳ ଭିତରେ ମଣିଷ ପାଇଁ ଫୁଲ, ଫଳ, ଛାଇ, କାଠ ଓ  ପତ୍ରଏତେ ସବୁ ଦିଏ ମୁକ୍ତ ଭାବରେ କେବେ ସେ  ମଣିଷ ଠାରୁ ଆଶା ରଖେ ନାହିଁ । ମାଆ ପାଇଁ ଗଛର ଭାବନା ପିଲାଙ୍କ ମନରେ ଆବେଗ ଆଣି ଦେଉଥିଲା  ।ଜନ୍ମ ଦିବସ ପାଳନରେ କେକ କାଟିବା ଵଦଳରେ ଵୃକ୍ଷ ରୋପଣ ସହ ଜନ୍ମ ଦିନ ପାଳନର ମହତ୍ତ୍ଵ ବାବଦରେ ଆଲୋଚନାରେ ପିଲାମାନେ ଖୁସି ପ୍ରକଟ କରିଥିଲେ।ପ୍ରଧାନ ଶିକ୍ଷକ ରିଜୁଅନା ଅକତର,ଖେଳ ଶିକ୍ଷକ ଚେତାବନୀ ସା,ଵିଜ୍ଞାନ ଶିକ୍ଷକ ନିର୍ମଳ ବେହେରା ଓ ସହକାରୀ ଶିକ୍ଷକ,ମୈଦଲ ବନ ଵିଭାଗ ର ମୁଖ୍ୟ ଵନପାଳ ଅଧିକାରୀ ମଧୂସୂଦନ ପାତ୍ର , ସରସ୍ଵତି ମେହେର ,ମଧୁସ୍ମିତା ତ୍ରିପାଠୀ, ବସନ୍ତ ନାୟକ,ହରିହର ନାୟକ ପ୍ରମୁଖ ଵୃକ୍ଷରୋପଣ କାର୍ଯ୍ୟ ରେ ସହଯୋଗ ଓ ଉତ୍ସାହ ର ବାର୍ତ୍ତା
ଦେଇଥିଲେ।ବୃକ୍ଷ ରୋପଣ ସହ ଆଗାମୀ ଦିନରେ ବୃକ୍ଷର ଯତନ କରିବା ପାଇଁ ପିଲାଙ୍କ ମନରେ ଆଗ୍ରହ ଭାବନାକୁ ଶିକ୍ଷକ,ସି.ଆର.ସି.ସି.,ବନବିଭାଗ କର୍ମଚାରୀ ତରଫରୁ ଖୁସି ପ୍ରକୋଟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like