-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||     

HOME   ଜିଲ୍ଲା

ଭଲ ରାସ୍ତାଟିଏ ଗାଁକୁ ସ୍ବପ୍ନ: ଜଗନ୍ନାଥପୁର ଗାଁକୁ ଆଜି ଡି ଭଲ ରାସ୍ତାଟିଏ ନାହିଁ

03-Jul-2025



ବରୀ (ରଞ୍ଜିତ ମହାନ୍ତି): ଭଲ ରାସ୍ତାଟିଏ ଗାଁକୁ ସ୍ବପ୍ନ:
 ଜଗନ୍ନାଥପୁର ଗାଁକୁ ଆଜି ଡି ଭଲ ରାସ୍ତାଟିଏ ନାହିଁ । ଗାଁକୁ ଆମ୍ବୁଲାନ୍ତି ଓ ଅଗ୍ନିଶମ ଗାଢି ପହଞ୍ଚି ପାରୁନାହିଁ । ଲୋକେ ଯେପରି ନିର୍ବାସିତ ଜୀବନ ବିତାଉଛନ୍ତି କହିଲେ ଅତ୍ୟକ୍ତି ହେବ ନାହିଁ ଓ ଦୀର୍ଘବର୍ଷ ହେବ ଏହି ଗାଁ ଉପରେ ପ୍ରଶାସନର ନଜର ପଢ଼ିପାରି ନାହିଁ । ଗୋଳକୁଣ୍ଡ ଇନ୍ଦୁପୁର ରାସ୍ତା କହରେ ପୂଜା ଚନ୍ଦନପୁର ପଞ୍ଚାୟତ ଅନ୍ତର୍ଗତ ଏହି ଗ୍ରାମରେ ୩୦/୩୫ ପରିବାରର ଲୋକ ଦସବାସ କରନ୍ତି । ଗାଁଲୋକେ ରାସ୍ତା ସମସ୍ୟାକୁ ଦେଇ ଦୀର୍ଘବର୍ଷ ହେବ ପଞ୍ଚାୟନ କାର୍ଯ୍ୟାଳୟ ଠାରୁ ଆରମ୍ଭକରି
ବ୍ଲକ ପ୍ରଶାସନ ଓ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଆସୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ଗାଁ ରାସ୍ତା ପ୍ରତି କାହାର ଶୁଭଦୃଷ୍ଟି ପଡୁନାହିଁ। ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁଯାୟୀ ତାଙ୍କ ଗ୍ରାମକୁ ଯାତାୟତ କରିବା ନିମନ୍ତେ ଭଲ ରାସ୍ତାଟିଏ ନବାରୁ ଗାଁ ଲୋକେ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି । ମୁଖ୍ୟ ରାସ୍ତାରୁ ଅଳ୍ପ କିଛି ବାଟ ଜଳେଇ ହୋଇ ଥିଲେ ହେଁ ତାହା ମଧ୍ୟ ଭାଙ୍ଗି ରୁଜି ଗଲାଣି । ତା ପରକୁ ଏମିତି କାଦୁଅ ପଳପଳ ହୋଇଛି ଯେ ଖାଲି ପାଦରେ ଯିବା ଅସମ୍ଭବ । ଏହି ରାନ୍ତାରେ ଗଲେ ହଳଦିବସନ୍ତ ଗ୍ରାମର କେତେ ଗୋଟି ପରିବାର ବସ ବାସ କରୁଛନ୍ତି । ଗାଁକୁ ଆମ୍ବୁଲାନ୍ସ ଆସିପାରୁ ନାହିଁ ଜରୁରୀ ସମୟରେ ଏକ କିଲୋମିଟର ଦୂରରେ ଆମ୍ବୁଲାନ୍ସ
ରହୁଥ‌ିବାରୁ ରୋଗୀ ଓ ଗର୍ଭବତୀ ମହିଳା ମାନଙ୍କୁ ଅତି କଷ୍ଟରେ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବାକୁ ପଢୁଛି । ସେହିପରି ଅକ୍ରିକାଣ୍ଡ ସମୟରେ ଅଗ୍ନିଶମ ଲାଡ଼ି ଓ କର୍ମଚାରୀ ପହଞ୍ଚିବାରେ ବିଳମ୍ଭ ହେଉଥିବାରୁ ଗାଁ ଲୋଳେ ଦୁର୍ଦ୍ଦଶା ଭୋଗୁଛନ୍ତି । ସ୍ଥାନୀୟ ନେତା ଓ ଜଳ ପ୍ରତିନିଧୁ ନିର୍ବାଚନ ସମୟରେ ମିଥ୍ୟା ପ୍ରତିଶ୍ରୁତି ଦେଇ ଭୋଟ ହାତଉଥିବା ବେଳେ ନିର୍ବାଚନ ପରେ ଆମକଥା ମନେ ପଢ଼ନାହିଁ ବୋଲି ଗାଁର ପ୍ରଫୁଲ୍ଲ ଜେନା, ନିର୍ମଳ ସାମଲ ପ୍ରମୁଖ ଅଭିଯୋଗ କରିବା ସହିତ ଦୀର୍ଘ ବର୍ଷ ହେଲା ଆମେ ଅବହେଳିତ ଅବସ୍ଥାରେ ଥିବା ଗାଁ ରାସ୍ତା ଉନ୍ନତିକରଣ କରିବା ଦିଗରେ ଜିଲ୍ଲା ଓ ବ୍ଲକ ପ୍ରଶାସଳ ତୁରନ୍ତ ପଶେଷପ ନେଳାକୁ ଗ୍ରାମଳାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026

You Might Also Like