-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ବିଶ୍ୱ ପ୍ଲାଷ୍ଟିକ ବ୍ୟାଗ୍ ମୁକ୍ତ ଦିବସ ପାଳିତ

04-Jul-2025



ଡୁଙ୍ଗୁରିପାଲି (ପ୍ରେରଣା ଖବର)ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ  ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ଅନୁମୋଦନ କ୍ରମେ ବିଶ୍ଵ ପ୍ଲାଷ୍ଟିକ ବ୍ୟଗମୁକ୍ତ ଦିବସ   ପାଳିତ ହୋଇଯାଇଛି।  ସଭାର ପ୍ରାରମ୍ଭରେ ବିଦ୍ୟାଳୟର ଛାତ୍ର ଛାତ୍ରୀ , ଶିକ୍ଷକ ତଥା କର୍ମଚାରୀଙ୍କୁ ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ଶପଥ ପାଠ କରାଇଥିଲେ। ସଭାରେ ଶିକ୍ଷାବିତ୍ ତଥା କଣ୍ଡାଗାଡ ଉଚ୍ଚ ବିଦ୍ୟାଳୟର ପୂର୍ବତନ ସହକାରୀ ଶିକ୍ଷକ ସମ୍ପଦ ଖମାରୀ ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ନିରୋଗ ସୁସ୍ଥ ଜୀବନ ଯାପନ ପାଇଁ ପ୍ଲାଷ୍ଟିକ ବ୍ୟବହାର କମ କରିବା ସମସ୍ତଙ୍କ ପାଇଁ ଅପରିହାର୍ଯ୍ୟ ବୋଲି ମତବ୍ୟକ୍ତ କରିଥିଲେ। ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଯୋଗ ଦିବସକୁ ସଂଯୋଜନା କରିବା ସହ ଏ ବର୍ଷ ପ୍ଲାଷ୍ଟିକ ନୀରବ ଘାତକ ବୋଲି   ମତ ପ୍ରଦାନ କରିଥିଲେ।  । ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଛାତ୍ର ଛାତ୍ରୀ ମାନଙ୍କୁ ବିଭିନ୍ନ ପ୍ଲାଷ୍ଟିକ ର କ୍ଷତିକାରକ ଦିଗ ବିଷୟରେ ଅବଗତ  କରାଇଥିଲେ।

ଛାତ୍ରୀ ପୂଜାରଣି ଦୀପ, ଝରଣା ସାହୁ ଆଭା ସାହୁ  ପ୍ଲାଷ୍ଟିକ ବର୍ଜନ କରିବାପାଇଁ  ନିଜ ନିଜ ବକ୍ତବ୍ୟ ମାଧ୍ୟମରେ ପ୍ରକାଶ  କରିଥିବେଳେ ସଂସ୍କୃତ ଶିକ୍ଷକ ତଥା ଜୁନିଅର ରେଡକ୍ରସ କାଉନସିଲର ରାଜୁ ମେହେର ଧନ୍ୟବାଦ୍ ପ୍ରଦାନ କରିଥିଲେ ।  କାର୍ଯକ୍ରମକୁ  କିରଣ କୁମାର ପଟେଲ, ସଞ୍ଜୀବ ପୂଜାରୀ,  ମୀନକେତନ ଦାସ, ବିଭୀଷଣ ଖମାରୀ, ସୁରଜ୍ ଖମାରୀ , ବିକାଶ, କିଶୋର ପଟେଲ,  ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like