-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

*ଉସିଗାଁ ରେ ମାଆ ପାଇଁ ବୃକ୍ଷ ଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ*

04-Jul-2025



(ମିହିର ଶଙ୍କର ପାତ୍ର)
 ପାପଡ଼ାହାଣ୍ଡି ବ୍ଲକ ଅନ୍ତର୍ଗତ ସେମଳା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ  ସରକାରୀ  ପ୍ରାଥମିକ ବିଦ୍ୟାଳୟ , ଉସିଗାଁ ରେ ମାଆ ପାଇଁ ବୃକ୍ଷ ଟିଏ ଭାବ ଧାରାକୁ ଉଜ୍ଜିବିତ  ପାଇଁ ବିଦ୍ୟାଳୟର  ଛାତ୍ରଛାତ୍ରୀ ତରଫରୁ ସମସ୍ତେ ବୃକ୍ଷ ରୋପଣ କରିଛନ୍ତି । ମାଆ ପାଇଁ ଗଛଟିଏ ଓ ବନ ମହୋତ୍ସବ ସପ୍ତାହ ପାଳନ କାର୍ଯ୍ୟ କ୍ରମରେ ସି.ଆର.ସି.ସି. ବାବୁଲାଲ ସାଗର  ବନ ମହୋତ୍ସବରେ ରେ ଉପସ୍ଥିତ ରହି ପିଲାମାନଙ୍କୁ ମାଆ ପାଇଁ ଗୋଟିଏ ବୃକ୍ଷ  ରୋପଣ ରେ ଛାତ୍ରଛାତ୍ରୀ ମାନଙ୍କୁ ମାଆର ପିଲା ପ୍ରତି ଶ୍ରଦ୍ଧା ଭାବନା ଜୀବନକୁ  ଆଗକୁ ବଢ଼ାଇବା ,
  ସ୍ନେହ ,ଶ୍ରଦ୍ଧା ର ଭାବଧାରା ରେ ପିଲାଟି ନିଜକୁ ସୁନ୍ଦର ହୋଇ ଗଢ଼ିଉଠିପାରିବ  ଏ ବାର୍ତ୍ତାରେ ପିଲାଙ୍କ ମନରେ  ବୃକ୍ଷ ରୋପଣ ରେ ପ୍ରଭାବିତ କରାଇଥିଲେ । ମଇଦଲ ପୁର ବନ ବିଭାଗ ମୁଖ୍ୟ ଶ୍ରୀ  ମଧୁସୂଦନ ପାତ୍ର ବୃକ୍ଷ ଜୀବନ କାଳ ଭିତରେ ମଣିଷ ପାଇଁ ଫୁଲ, ଫଳ, ଛାଇ, କାଠ ଓ  ପତ୍ରଏତେ ସବୁ  ମୁକ୍ତ ଭାବରେ ଦିଏ । କେବେ ସେ  ମଣିଷ ଠାରୁ କିଛି ଆଶା ରଖେ ନାହିଁ । ମାଆ ପାଇଁ ଗଛର ଭାବନା ପିଲାଙ୍କ ମନରେ ଆବେଗ ଆଣି ଦେଉଥିଲା  ।ଜନ୍ମ ଦିବସ ପାଳନରେ କେକ କାଟିବା ଵଦଳରେ ଵୃକ୍ଷ ରୋପଣ ସହ ଜନ୍ମ ଦିନ ପାଳନର ମହତ୍ତ୍ଵ ବାବଦରେ ଆଲୋଚନାରେ ପିଲାମାନେ ଖୁସି ପ୍ରକଟ କରିଥିଲେ।ପ୍ରଧାନ ଶିକ୍ଷୟିତ୍ରୀ କୁମାରୀ ପୁଷ୍ପାଞ୍ଜଳି, ,ମୈଦଲ ବନ ଵିଭାଗ ର ମୁଖ୍ୟ ଵନପାଳ ଅଧିକାରୀ ମଧୂସୂଦନ ପାତ୍ର , ସରସ୍ଵତି ମେହେର ,ମଧୁସ୍ମିତା ତ୍ରିପାଠୀ, ବସନ୍ତ ନାୟକ,ହରିହର ନାୟକ ପ୍ରମୁଖ ଵୃକ୍ଷରୋପଣ କାର୍ଯ୍ୟ ରେ ସହଯୋଗ ଓ ଉତ୍ସାହ ର ବାର୍ତ୍ତା
ଦେଇଥିଲେ। ସି.ଆର.ସି.ସି. ବାବୁଲାଲ ତରଫରୁ ବୃକ୍ଷ ରୋପଣ ସହ ଆଗାମୀ ଦିନରେ ବୃକ୍ଷର ଯତନ କରିବା ପାଇଁ ପିଲାଙ୍କ ମନରେ ଆଗ୍ରହ ରେ ଶିଶୁଟିଏ-ବୃକ୍ଷଟିଏ ,ବୃକ୍ଷ ବଞ୍ଚିଲେ- ମଣିଷ ବଞ୍ଚିବ ଏଭଳି ମହତ ସ୍ଲୋଗାନ ମାଧ୍ୟମରେ ବୃକ୍ଷ ପ୍ରତି ସ୍ନେହ ଭାବ ଜନ୍ମାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like