-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସଫେଇ କର୍ମଚାରୀଙ୍କ ଉପରେ ଅଭିରାମ କମ୍ପାନୀର ଦାଦାଗିରି

04-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସଦର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଫେଇ ଦାୟିତ୍ଵ ନେଇଥିବା ଘୋରୋଇ ଅଭିରାମ କମ୍ପାନୀ ର ସଫେଇ କର୍ମଚାରୀଙ୍କ ଉପରେ ଦାଦାଗିରି ଅଭିଯୋଗ ହୋଇଛି। ଏ ନେଇ ଆଜି ସଫେଇ କର୍ମଚାରୀ ସମୂହ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିବା ବେଳେ ଏକ ଦାବୀ ପତ୍ର ଏଡିଏମ ରାଜେନ୍ଦ୍ର ମାଝୀଙ୍କୁ ପ୍ରଦାନ କରିଛନ୍ତି। ସେମାନେ ଅଭିଯୋଗ କରିଛନ୍ତି ଯେ ପ୍ରାୟ  ୪୦ ପୁରୁଷ ୩୦ ମହିଳା ସଫେଇ କର୍ମଚାରୀ ନିୟୋଜିତ କରି କମ୍ପାନୀ ହଇରାଣ ହରକତ କରୁଛି। ତାଙ୍କ କହିବା ମୁତାବକ ଦରମା ଠିକ୍ ସମୟରେ କୌଣସି ମାସ ଦିଆଯାଉନାହିଁ। ପ୍ରତ୍ୟେକ ମାସ ଅଭିଯୋଗ କଲା ପରେ ପୁରା ପଇସା ଦିଆଯାଉନାହିଁ । ମୂଳ ଦରମା ରୁ କେଉଁ ବାବଦରେ କେତେ ପଇସା ଇପିଏଫ ନା କଣ କଟୁଛି କର୍ମଚାରୀ ଜାଣି ପାରୁ ନ ଥିବା ବେଳେ ପଚାରିଲେ ନାଲି ଆଖି ଦେଖାଉଛି ଅଭିରାମ ସଂସ୍ଥା। ସମସ୍ତେ ଗୋଟିଏ ଗୋଟିଏ ମଣିଷ ମାତ୍ର ସକାଳ ୬ ଟା ରୁ ୯ଟା ପର୍ଯ୍ୟନ୍ତ ଯେତେ ବେଳେ କାମ ସାରି କ୍ଳାନ୍ତ ହୋଇ ଯାଆନ୍ତି ଟିକେ ରେଷ୍ଟ କଲେ ଅଭିରାମ କମ୍ପାନୀ ର ସୁପରଭାଇଜାର ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ କରିଛନ୍ତି ସଫେଇ କର୍ମଚାରୀ । ଯଦି ଜିଲ୍ଲାପାଳଙ୍କୁ ଏ ବିଷୟରେ ଜଣାଇବ ତାହେଲେ ଚାକିରିରୁ ବହିଷ୍କୃତ ନଚେତ୍ ସୁବର୍ଣ୍ଣପୁରରୁ ପ୍ରାୟ ୬୦ କିଲୋମିଟର ଉର୍ଦ୍ଧ୍ବରେ ସ୍ଥିତ ଡୁଙ୍ଗୁରିପାଲି ଉପଖଣ୍ଡ ଚିକିତ୍ସାଳୟ କୁ ବଦଳି କରିଦେବା ଧମକ ଦେଉଛନ୍ତି ଅଭିରାମ ଏଜେନ୍ସିର ଅଧିକାରୀ। ଠିକ୍ ସମୟ ରେ ଦରମା, ମଣିଷ ଭଳି ବ୍ୟବହାର, ଇପିଏଫ ଡିପୋଜିଟ, ସ୍ଥାନୀୟ କର୍ମଚାରୀ ଙ୍କୁ ସ୍ଥାନୀୟ ହସ୍ପିଟାଲରେ ନିଯୁକ୍ତି ପ୍ରମୁଖ ଦାବି ରଖି ମନରେ ସାହସ ବାନ୍ଧି ଜିଲ୍ଲାପାଳ ଅନ୍ୟା ଦାସଙ୍କ ପାଖକୁ ପହଞ୍ଚିଥିଲେ ସଫେଇ କର୍ମଚାରୀ। ମାତ୍ର ଜିଲ୍ଲାପାଳ ଙ୍କୁ ନ ଭେଟି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ଙ୍କୁ ସାକ୍ଷାତ କରି ଏକ ଅନୁରୋଧ ପତ୍ର ଦେଇଛନ୍ତି  ସଫେଇ କର୍ମଚାରୀ ସଂଘ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like