-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଚିତ୍ରକୋଣ୍ଡାରେ ବିଭିନ୍ନ ଉନ୍ନୟମୂଳକ ପ୍ରକଳ୍ପ ଉଦଘାଟିତ

04-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଆଜି ଚିତ୍ରକୋଣ୍ଡା ବ୍ଲକ୍ ଠାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ଉଦଘାଟନ କରାଯାଇଛି । ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚିତ୍ରକୋଣ୍ଡା ବ୍ଲକ ଏବଂ  ଟନେଲ କ୍ୟାମ୍ପ ଠାରେ ଏକ ବହୁମୁଖୀ ଉତ୍କର୍ଷକେନ୍ଦ୍ର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ,  ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ର, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ପ୍ରଶାସକ ହଳଧର ଶବର , ଚିତ୍ରକୋଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରୀତା କୁମାର ଓ ତହସିଲଦାର ନଟବର ଗରଡ଼ା ଉପସ୍ଥିତ ଥିଲେ। ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ଦ୍ଵାରା ନିର୍ମିତ ଏହି ଉତ୍କର୍ଷ କେଦ୍ରରେ ହଳଦୀ  ଓ ତେନ୍ତୁଳି ପ୍ରସେସିଂ ୟୁନିଟ୍ କରାଯାଇଛି । ଚିତ୍ରକୋଣ୍ଡା ଅଞ୍ଚଳ ପଣସ ଉତ୍ପାଦନ ପାଇଁ ସୁନାମ ଅର୍ଜନ କରିଛି। ଏହି ଅଞ୍ଚଳର ଉତ୍ପାଦକୁ ବଜାର ଯୋଗ୍ୟ କରିବା ପାଇଁ ପଣସ ଚିପ୍ସ ତିଆରି ୟୁନିଟ୍ ପ୍ରତିଷ୍ଠା କରାଯାଇଛି। ଜନଜାତିଙ୍କ ଦ୍ଵାରା ପ୍ରସ୍ତୁତ ଉତ୍ପାଦ କୁ ଉପଯୁକ୍ତ ବଜାର ଯୋଗାଇ ଦେଇ ସେମାନଙ୍କୁ ଆର୍ଥିକଭାବେ ସ୍ବାବଲମ୍ବୀ କରିବା ଲକ୍ଷ୍ୟରେ ପ୍ରତିଷ୍ଠା କରାଯାଇଛି ଏହି ବହୁମୁଖି ଉତ୍କର୍ଷ କେନ୍ଦ୍ର। ସେହିପରି ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜଙ୍ଗଲ ଜମି ପଟ୍ଟା ବଣ୍ଟନ ମେଳା ଆୟୋଜନ କରାଯାଇଛି। ଚିତ୍ରକୋଣ୍ଡା ବ୍ଲକର ପାପଲୁର ଓ ବାଲିମେଳା ଆରଆଇସିର ସର୍ବମୋଟ ୧୦୫ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ କରା ଯାଇଛି। ଜନଜାତିଙ୍କ ଜୀବନ ଜୀବିକାର ମାନ ବୃଦ୍ଧି କରିବା ପାଇଁ ବିଭିନ୍ନ ପଦକ୍ଷେପ ନେଇଛି ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା। ଏହି ସଂସ୍ଥା ଦ୍ଵାରା ପାପରମେଟଲା ଗ୍ରାମ ପଞ୍ଚାୟତର ଜନ୍ତାପାଇରେ ୧୨ ଏକର  ଓ ଲାଉଗୁଡ଼ା ଗ୍ରାମରେ ୧୩ ଏକର ଜମିରେ ଡ୍ରାଗନ ଫଳ ଚାଷ ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି ସାଂସଦ ଶ୍ରୀ ମାଝୀ। ସେହିପରି ଚିତ୍ରକୋଣ୍ଡା ସରକାରୀ ବାଳିକା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ଓ ବାଳକ ଉଚ୍ଚବିଦ୍ୟାଳୟ ଠାରେ ଭର୍ଚୁଆଲ ରିଆଲିଟି ଲ୍ୟାବ୍ ଓ ଆଷ୍ଟ୍ରୋ ଲ୍ୟାବ୍ ମଧ୍ଯ ଉଦ୍ଘାଟନ କରାଯାଇଛି । ଏହି ଅବସରରେ ଅନ୍ୟ ମାନଙ୍କ ମଧ୍ୟରେ ସମନ୍ଵିତ ଆଦିବାସୀ ଉନ୍ନୟନ ସଂସ୍ଥା ର ଅଧିକାରୀ ଓ ଚିତ୍ରକୋଣ୍ଡା ବ୍ଲକ କର୍ମଚାରୀ ଉପସ୍ଥିତ ଥିଲେ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like