-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜୟପୁର- ମାଲକାନଗିରି ରେଳପଥ ଜମି ଅଧିଗ୍ରହଣ ପାଇଁ କ୍ଷତିପୂରଣ ପ୍ରଦାନ

04-Jul-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ଜିଲ୍ଲା ପ୍ରଶାସନ ପକ୍ଷରୁ ରେଳ ପ୍ରକଳ୍ପ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ତ୍ଵରାନିତ କରାଯାଇଛି । ଆଜି ମାଥିଲି ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଜୟପୁର- ମାଲକାନଗିରି ନୂତନ ଓସାରିଆ ରେଳପଥ ନିମନ୍ତେ ଜମି ଅଧିଗ୍ରହଣ ହୋଇଥିବା ହିତାଧିକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ଲୋକସଭା ସାଂସଦ ଇଂ ବଳଭଦ୍ର ମାଝୀ ଉପସ୍ଥିତ ଥିବା ବେଳେ ସମ୍ମାନୀତ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ଗୋବିନ୍ଦ ପାତ୍ରଙ୍କ ସମେତ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ମାଥିଲି ତହସିଲଦାର ମାନସୀ ଭୋଇ, ଖଇରପୁଟ ତହସିଲଦାର ପି ମନସ୍ମିତା ଏବଂ ମାଥିଲି ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୋଦ କୁମାର ବେହେରା ଉପସ୍ଥିତ ଥିଲେ। 
ରେଳ ପଥ ସ୍ଥାପନ ହେବା ଦ୍ବାରା ଜିଲ୍ଲାରେ ଆହୁରି ବିକାଶ ହେବା ସଙ୍ଗେ ଜିଲ୍ଲାବାସୀ ଙ୍କ ଦୀର୍ଘ ଦିନର ସ୍ଵପ୍ନ ସାକାର ହେବାକୁ ଯାଉଛି। ଏହା ଏହି ଅଞ୍ଚଳର ଲୋକ ଓ ବିଶେଷ ଭାବେ ଜନଜାତିଙ୍କ ପାଇଁ ଅପୂର୍ବ ସମ୍ଭାର ନେଇ ଆସିବ। ସେମାନଙ୍କର ଅର୍ଥନୈତିକ ଅଭିବୃଦ୍ଧିରେ ଏହି ରେଳ ପଥ ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ସାଂସଦ ମତବ୍ୟକ୍ତ କରିଛନ୍ତି।ଏହି ପ୍ରକଳ୍ପ ବାବଦକୁ ପ୍ରଥମ ପର୍ଯ୍ୟାୟରେ ମାଥିଲିର ୩୫ ଜଣ ଓ ଖଇରପୁଟ ତହସିଲର ୪ ଜଣ ହିତାଧିକାରୀଙ୍କୁ ମୋଟ ୨ କୋଟି ୪୫ ଲକ୍ଷ ୫୫ ହଜାର ୩୯୯ ଟଙ୍କାର କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି। ମାଥିଲି ତହସିଲର ଧଉଡ଼ାଗୁଡ଼ା, ପୂଜାରିଗୁଡ଼ା କଟ୍ରିମାଝିଗୁଡ଼ା ଓ ଖଇରପୁଟ ତହସିଲର ପାରୁଗୁଡ଼ାର ହିତାଧିକାରୀ ରହିଛନ୍ତି। ସୂଚନା ଥାଉ କି ରେଳପଥ ବିଭାଗ ପକ୍ଷରୁ ଜିଲ୍ଲା ପ୍ରଶାସନ ମାଧ୍ୟମରେ ଉକ୍ତ କ୍ଷତିପୂରଣ ରାଶି ପ୍ରଦାନ କରାଯାଇଛି। ପର୍ଯ୍ୟାୟ କ୍ରମେ ଜମି ଅଧିଗ୍ରହଣ ହୋଇଥିବା ସମସ୍ତ ହିତାଧିକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସ୍ବାଗତ ଜଣାଇ ଥିବା ବେଳେ ଉପ ଜିଲ୍ଲାପାଳ ପରିଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like