-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ : ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ

24-Jan-2021



ପାଟଣାଗଡ଼,(ପ୍ରେରଣା ଖବର) :ନେତାଜୀ ଓ ବୀର ସୁରନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଅବସରରେ ପାଟଣାଗଡର ଅଗ୍ରଣୀ ସାରସ୍ଵତ ଅନୁଷ୍ଠାନ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ସ୍ଥାନୀୟ ଓମ କଲ୍ୟାଣ ମଣ୍ଡପରେ କୋଭିଦ ନିୟମକୁ ଅନୁସରଣ କରି ପାଳିତ ହୋଇଯାଇଛି।ସଂସଦର ସଭାନେତ୍ରୀ ସଂଯୁକ୍ତା ପରିଛ୍ଛାଙ୍କ  ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଡାକ୍ତର ଗିରିବରଧାରୀ ପାଣିଗ୍ରାହୀ ମୁଖ୍ୟ ଅତିଥି ଓ  ଶିକ୍ଷାବିତ ଶେଖ ଅବଦୁଲ କାଶମ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।ଅତିଥି ବୃନ୍ଦ ମାଁ ପାଟଣେଶ୍ୱରୀଙ୍କ ଫଟୋଚିତ୍ର ରେ ପୁଷ୍ପ, ଧୂପଦୀପ ପ୍ରଦାନ କରିଥିଲେ।ଶ୍ରୀ ନରୋତ୍ତମ ସାହୁ ଅତିଥି ପରିଚୟ କରିଥିବାବେଳେ ସଂସଦର ସଂପାଦିକା ସୁଶ୍ରୀ ସବିତା ଭୋଇ ସ୍ୱ।ଗତ ଭାଷଣ ଓ ବିବରଣୀ ପ୍ରଦାନ କରିଥିଲେ।ସଂସଦର ଏଗାରତମ  ମୁଖପତ୍ର ପାଟଣାସୌରଭ ଅତିଥି ମାନଙ୍କ କର କମଳରେ ଉନ୍ମୋଚିତ ହୋଇଥିଲା।ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ବ୍ୟକ୍ତି ଯଥା ଶ୍ରୀ ଯୋଗୀରାମ ପୁରୋହିତଙ୍କୁ ପାଟଣେଶ୍ୱରୀ ସାରସ୍ୱତ ସମ୍ମାନ, ଶ୍ରୀ ଅନ୍ତର୍ଯ୍ୟାମୀ ମେହେରଙ୍କୁ ବିପିନ ବିହାରୀ ପରିଛ୍ଛା ସ୍ମୃତି ସମ୍ମାନ, ଶ୍ରୀ ରାଜୀବ ଭୋଇଙ୍କୁ ଗ୍ରାମ୍ୟ କବିରତ୍ନ ଚୂଡାମଣି ପାଣିଗ୍ରାହୀ ସମ୍ମାନ୨୦୧୮, ଶ୍ରୀ ମୁରଲୀ ଶିକାଙ୍କୁ ଗ୍ରାମ୍ୟ କବିରତ୍ନ ଚୂଡାମଣି ପାଣିଗ୍ରାହୀ ସମ୍ମାନ ୨୦୨୧ ଓ ଶ୍ରୀ ନରୋତ୍ତମ ସାହୁ ଙ୍କୁ ଶ୍ୟାମାବାଇ ଜୈନ ସ୍ମୃତି ସମ୍ମାନ ପ୍ରଦାନ କରାଯାଇଥିଲା।ଭୋଜନାବକାଶ ପରେ ସଂସଦର ଉପ ସଭାନେତ୍ରୀ ସୁରୁଚି ମିଶ୍ରଙ୍କ 

ସଭାପତିତ୍ଵରେ ଅନୁଷ୍ଠିତ କବିତା ଆସରରେ ସଂଯୋଜକ ଦେବରାଜ ପାଣିଗ୍ରାହୀ, ସଂଯୋଜିକା ସଂଯୁକ୍ତା ଚନ୍ଦନ ଓ ଶ୍ରୀମତୀ ସଂଯୁକ୍ତା ପାଣିଗ୍ରାହୀଙ୍କ ସଂଯୋଜନାରେ ଶତାଧିକ କବି, କବୟିତ୍ରୀ ସ୍ୱରଚିତ କବିତା ପାଠ କରିଥିଲେ।ସଭାଶେଷରେ କୋଷାଧ୍ୟକ୍ଷ ଶ୍ରୀ ସତ୍ୟାନନ୍ଦ ଖମାରୀ ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଉତ୍ସବରେ ନିର୍ଝରିଣୀର ସଂପାଦକ ବିରଞ୍ଚି ନାରାୟଣ ଦାଶ,ପ୍ରଦୀପ କୁମାର ଦାଶ,ଅହଲ୍ୟା ଦାଶ ପାଣିଗ୍ରାହୀ,ରାହୁଲ ତାଣ୍ଡି, ନକୁଳ ମେହେର,ସମେତ ଅନ୍ୟାନ୍ୟ ସାହିତ୍ୟ ପ୍ରେମୀ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like