-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବରୀ ମାଟିର ତିନି ବର୍ଷ ଶିଶୁ ଇଣ୍ଡିଆ ବୁକ ଅଫ ରେକର୍ଡସ ର ଅଧିକାରୀ

05-Jul-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବୟସ ମାତ୍ର ତିନି ବର୍ଷ । କିନ୍ତୁ  ସ୍ମରଣ ଶକ୍ତି  ପ୍ରଖର। ନିଜ  ଜ୍ଞାନ  ଗାରିମା ପାଇଁ  ଇଣ୍ଡିଆ ବୁକ ଅଫ ରେକର୍ଡସର  ଅଧିକାରୀ ହେବାରେ ସଫଳ ହୋଇ ପାରିଛନ୍ତି। ଯାଜପୁର ଜିଲ୍ଲା ବରୀ ବ୍ଲକ ଅଧିନ କିମ୍ଭିରିଆପାଳ ପଞ୍ଚାୟତ ଭଳିନୂଆଗାଁ  ଗ୍ରାମର ରବିନ୍ଦ୍ର ନାଥ ସାହୁଙ୍କ  ତିନିବର୍ଷ ର ନାତି ଅୟାଂସ ସାହୁ ଇଣ୍ଡିଆ ବୁକ୍ସ ଅଫ ରେକର୍ଡସରେ ସ୍ଥାନ  ପାଇଛନ୍ତି। ଏହି ରେକର୍ଡସ  ଗତ ୧୪ତାରିଖ ଦିନ ମିଳିଥିବା ପରିବାର ପକ୍ଷରୁ କୁହାଯାଇଛି। ୪୫ ପଶୁମାନଙ୍କ ନାମ, ୨୨ ଟି ପନିପରିବାର ନାମ,୨୦ଟି ଫଳରନାମ, ୧୫ଯାନର ନାମ, ୧୨ଟି  ତ୍ରିଥକ୍ଷେତ୍ରର ନାମ,୨୬ ଟି  ଆଲଫାବେଟିକାଲ ୱାର୍ଡ ର ନାମ, ୫ଟି  ଇଂଗ୍ଲିଶ  ରାଇଁମସ,ବର୍ଷକ ୧୨ମାସର ନାମ, ୬ ଟି ଋତୁର ନାମ, ୧ ରୁ ୫୦ ଭିତରେ ୧୦ଗୋଟି ସାଧାରଣ ଜ୍ଞାନର ଉତ୍ତର  କହି  ଇଣ୍ଡିଆ ବୁକ୍ସ ଅଫ ରେକର୍ଡସରେ  ସ୍ଥାନ ପାଇଛନ୍ତି । ପିତା ଅସିତ କୁମାର ସାହୁ,ମାତା ଶୁଭଶ୍ରୀ ସାହୁ ଜେଜମା କନକଲତା ସାହୁ, ଅଜା   ସୁରେଶ ସାହୁ,ଆଇ ମା ନୀଳିମା ସାହୁଙ୍କ  ଆଶିର୍ବାଦ, ଶିକ୍ଷା ପ୍ରଦାନ  ଅୟାଂସଙ୍କୁ  ଏହି  ସଫଳତା  ଦେଇଛି । ଛୋଟିଆ ପରିବାର । ଶଙ୍ଖାରିଗଡା  ବଜାର ରେ  ଶଶିକଳା ଭେରାଇଟ ଷ୍ଟୋର  ନାମରେ  ଏକ ବ୍ଯବସାୟୀ ପ୍ରତିଷ୍ଠାନ ରହିଛି।  ଏନେଇ  ପରିବାର ଲୋକେ ଖୁସି ପ୍ରକାଶ କରିଥିଲା ବେଳେ ବରୀ  ଅଞ୍ଚଳରେ  ଖୁସିର ଲହରି ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like