-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଚତୁର୍ଦ୍ଧାମୂର୍ତ୍ତି ଙ୍କର କଳ୍କୀ ଅବତାର

05-Jul-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ)
ଦ୍ୱିତୀୟ ବାରଣାସୀ ତଥା ଅଷ୍ଟ ବିଷ୍ଣୁଙ୍କ ପୀଠ ସୁବର୍ଣ୍ଣପୁରର ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଆଜି ଚତୁର୍ଦ୍ଧାମୂର୍ତ୍ତି କଳ୍କୀ ଅବତାରରେ ଦର୍ଶନ ଦେଇଛନ୍ତି। ଶ୍ରୀମଦ୍ ଭାଗବତ ଓ କଳ୍କୀ ପୁରାଣ ଅନୁଯାୟୀ ଭଗବାନ ବିଷ୍ଣୁ ଏହି ଅବତାର କଳିଯୁଗର ଅନ୍ତ ସମୟ ଓ ସତ୍ୟଯୁଗର ଅୟରାମ୍ଭରେ ତଥା ସନ୍ଧି କାଳ ହୋଇଥିବ ସେହି ସମୟରେ ନେବେ ବୋଲି ଉଲ୍ଲେଖ ରହିଥିବା ଜଣାଯାଏ। ଏହି ଦୁର୍ଲ୍ଲଭବେଶର ଦର୍ଶନ କରିବା ତଥା ଆଜି ଘୋଷ ଯାତ୍ରା ସମୟରେ ଜଗତର ନାଥ ଜଗନ୍ନାଥଙ୍କ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ଶେଷ ଦିନ ହୋଇଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ପରିଲକ୍ଷିତ ହୋଇଥିଲା। ହିନ୍ଦୁଧର୍ମର ମାନ୍ୟତା ଅନୁଯାୟୀ ଜଗତର ନାଥ ଜଗନ୍ନାଥଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କୋଟି ଜନ୍ମର ପାପ ନାଶ ଯାଇଥାଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ତେଣୁ ଆଜି ଶ୍ରଦ୍ଧାଳୁ ମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ନଚେତ୍ ପୁଣି ଆଉ ଗୋଟାଏ ବର୍ଷ ଅପେକ୍ଷା କରିବାକୁ ହେବ ମହାପ୍ରଭୁଙ୍କ ଏହି ଦିବ୍ୟ ଅବତାର ବା ଲୀଳା ରଚନାର ସାନ୍ନିଧ୍ୟ ଟିକକ ପାଇବା ପାଇଁ। ସହରର ଚାରିଗୋଟି ବୃନ୍ଦାବନ ବିହାରୀ ମନ୍ଦିର, ଶ୍ରୀ ଜୀଉ ଦଧିବାମନଙ୍କ ମଝିପଡ଼ା, ଥନାପତି ପଡା ମଣ୍ଡପରେ ପ୍ରଭୁ ଏହି ଅବତାର ଧାରଣ କରି ଦର୍ଶନ ଦେଉଥିବାରୁ ସହର ଉତ୍ସବ ମୁଖରିତ ହୋଇ ଉଠିଥିଲା। ବର୍ଷା ହେଉଥିବା ସତ୍ତ୍ୱେ ଶ୍ରଦ୍ଧାଳୁମାନେ ଦର୍ଶନ ସାରି ଗୁଣ୍ଡିଚା ମନ୍ଦିର ଠାରେ ଭଜନ ସନ୍ଧ୍ୟା କଳାକାରଙ୍କ ସଙ୍ଗୀତରେ ବେଶ୍ ଝୁମି ରହିଥିବା ଦେଖାଯାଇଥିଲା ବେଳେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏସପିଓ ନାରାୟଣ ନାୟକ ଓ ଏଡିଏମ ଅଞଳିନା ପ୍ରଧାନ ଯୋଗଦେଇ ଉପସ୍ଥିତ ଶ୍ରଦ୍ଧାଳୁ ତଥା କଳାକାର ଏବଂ ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟିକୁ ବିଭିନ୍ନ କ୍ଷେତ୍ରରେ ସହଯୋଗ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ବାହୁଡ଼ା ଯାତ୍ରା ଦିନ 'ମା ଇଷ୍ଟଦେବୀ ମେଲୋଡି' ଉମାକାନ୍ତ ବାରିକ ଓ ସାଥୀ ଙ୍କ କାର୍ଯ୍ୟକ୍ରମ ରହିଥିବା ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି ପକ୍ଷରୁ ସୁଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like