-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||     

HOME   ରାଜ୍ୟ

ମନ୍ତ୍ରୀଙ୍କ ବଡ ଘୋଷଣା: ଅଙ୍ଗନୱାଡି କର୍ମୀଙ୍କୁ ମିଳିବ ମୋବାଇଲ୍ ଫୋନ୍‌

24-Jan-2021



ବ୍ରହ୍ମପୁର, (ପ୍ରେରଣା ଖବର) ବ୍ରହ୍ମପୁରରେ ଅଲ୍ ଓଡିଶା ଅଙ୍ଗନାୱାଡି କର୍ମୀ ଓ ସହାୟିକା ସାମ୍ମୁଖ୍ୟ ଅନୁବନ୍ଧିତ ବିଜୁ ଶ୍ରମିକ ସାମ୍ମୁଖ୍ୟ ଗଞ୍ଜାମ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଅଙ୍ଗନାୱାଡି କର୍ମୀଙ୍କ ଦରମା ବୃଦ୍ଧି ସହ ଅନ୍ୟାନ୍ୟ ସମାସ୍ୟାର ସମାଧାନ ଦିଗରେ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବକୁ ସମାଲୋଚନା କରିଲେ ଅଲ୍ ଓଡିଶା ଅଙ୍ଗନାୱାଡି କର୍ମଚାରୀ ସଂଘ। ସେପଟେ ସମାସ୍ୟାର ସମାଧାନ ଦିଗରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ କର୍ମଚାରୀଙ୍କୁ ମୋବାଇଲ୍ ବଣ୍ଟନ କରାଯିବା ନେଇ ସୂଚନା ଦେଲେ ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ।
ବ୍ରହ୍ମପୁରରେ ଅଙ୍ଗନାୱାଡି କର୍ମୀଙ୍କ ସମ୍ମିଳନୀ। ସମାସ୍ୟାର ସମାଧାନ କରିବା ଦିଗରେ ଉଠାଇଲେ ଦାବି କେନ୍ଦ୍ର ସରକାରଙ୍କ ଅବହେଳା ନେଇ ଉଠାଇଲେ ପ୍ରସଙ୍ଗ। ସେପଟେ ସମାସ୍ୟାର ସମାଧାନ ଦିଗରେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବା ସାଙ୍ଗକୁ କର୍ମୀଙ୍କୁ ମୋବାଇଲ୍ ପ୍ରଦାନ କରାଯିବା ନେଇ ପଦକ୍ଷେପ ଗ୍ରହଣ କରାଯିବ କହିଲେ ବିଭାଗୀୟ ମନ୍ତ୍ରୀ।
ବ୍ରହ୍ମପୁରରେ ଆଜି ଡାଇମଣ୍ଡ୍ ଜୁବୁଲି ଟାଉନ୍ ହଲ୍ ପରିସରରେ ଅଲ୍ ଓଡିଶା ଅଙ୍ଗନାୱାଡି କର୍ମୀ ଓ ସହାୟିକା ସାମ୍ମୁଖ୍ୟ ଅନୁବନ୍ଧିତ ବିଜୁ ଶ୍ରମିକ ସାମ୍ମୁଖ୍ୟ ଗଞ୍ଜାମ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଘର ରାଜ୍ୟ ସଭାନେତ୍ରୀ ଯୋଗ ଦେଇ ଅଙ୍ଗନାୱାଡି କର୍ମୀଙ୍କ ସମାସ୍ୟା ସଂପର୍କରେ ଆଲୋକପାତ କରିଥିଲେ। ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ କରୁଥିବା ବେଳେ କେନ୍ଦ୍ର ସରକାର ବୈମାତୃତ ମନୋଭାବ ପରିପୋଷଣ କରୁଥିବା ଅଭିଯୋଗ କରିଛନ୍ତି। ମାସିକ ଦରମା ୭୫୦୦ ଟଙ୍କା ମିଳୁଥିବା ବେଳେ ୧୫ ହଜାର ଟଙ୍କାକୁ ବୃଦ୍ଧି କରିବା ପାଇଁ ଦାବୀ କରିଛି ସଂଘ। କେନ୍ଦ୍ର ସରକାର ଦରମା ବୃଦ୍ଧି କରନଥିବା ସଂଘ ଅଭିଯୋଗ କରିଛନ୍ତି।

ସେପଟେ ଗୋଟିଏ ଅଣ୍ଡାର ମୃଲ୍ୟ ୬ଟଙ୍କା ୪୫ ପଇସା ହେଉଥିବା ବେଳେ ସେ ମୂଲ୍ୟ ପ୍ରଦାନ କରାଯାଉନାହିଁ। ନିମ୍ନ ମାନର ଛତୁଆ ସହ ଅନ୍ୟାନ୍ୟ ଖାଦ୍ୟ ପାଇଁ ଅନେକ ସମୟରେ ଫିଲ୍ଡ୍‌ରେ କାର୍ଯ୍ୟ କରୁଥିବା ଅଙ୍ଗନାୱାଡି କର୍ମୀ ଅସୁବିଦାର ସମ୍ମୁଖୀନ ହେଉଛନ୍ତି। ଏସବୁର ସମାସ୍ୟାର  ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ସଂଘ ଦାବୀ କରିଛି। ସେପଟେ ଅଙ୍ଗନାୱାଡି କର୍ମୀଙ୍କ ସମାସ୍ୟାର ସମାଧାନ ଦିଗରେ କେନ୍ଦ୍ର ସରକାର ପୁରାପୁରି ଅବହେଳା ପ୍ରଦର୍ଶନ କରୁଥିବା ଅଭିଯୋଗ କରିଛନ୍ତି ଓଡିଶା ନିର୍ମାଣ ଶ୍ରମିକ ସଂଘ ସଭାପତି ତଥା ରାଜ୍ୟସଭା ସାଂସଦ ସୁବାଷ ସିଂହ। ଏସବୁ ସମାସ୍ୟାର ସମାଧାନ ଦିଗରେ ରାଜ୍ୟ ସରକାରଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇ ସମାସ୍ୟାର ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା।
ଅଙ୍ଗନାୱାଡି କର୍ମୀଙ୍କ ସମାସ୍ୟାର ସମାଧାନ ଦିଗରେ ରାଜ୍ୟ ସରକାର ସମସ୍ଥ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ମହିଳାଙ୍କ ବିକାଶ ଦିଗରେ ରାଜ୍ୟ ସରକାର ଅନେକ ପଦକ୍ଷେପ ଗ୍ରହଣ କରିଥିବା ବିଭାଗୀୟ ମନ୍ତ୍ରୀ କହିଛନ୍ତି। ଅଙ୍ଗନାୱାଡି କର୍ମୀଙ୍କ କାର୍ଯ୍ୟଶୈଳୀକୁ ଅଧିକ ମଜବୁତ୍ ଏବଂ ସରକାରୀ ସୂଚନା ଜାଣିବା ପାଇଁ ଅଙ୍ଗନାୱାଡି କର୍ମୀଙ୍କୁ ମୋବାଇଲ୍ ପ୍ରଦାନ କରାଯିବ ବୋଲି ମହିଳା ଓ ଶିଶୁ ବିକାଶ ବିଭାଗ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି। ଶିଶୁଙ୍କ ଓଜନ ତଦାରଖ କରିବାକୁ ଓଜନ ମାପ ଯନ୍ତ୍ର ମଧ୍ୟ ସମସ୍ଥ କେନ୍ଦ୍ରକୁ ବିତରଣ କରାଯିବ।
ସ୍ବଚ୍ଛ ପାଣି ଯୋଗାଣ ପାଇଁ ସମସ୍ଥ କେନ୍ଦ୍ରରେ ଓଭରାଲ୍ ଟ୍ୟାଙ୍କ୍ ନିର୍ମାଣ କରାଯାଇ ଫିଲଟର୍ ର ବ୍ୟବସ୍ଥା କରାଯିବ ବୋଲି ବିଭାଗୀୟମନ୍ତ୍ରୀ କହିଛନ୍ତି। ମନ୍ତ୍ରୀଙ୍କ ଏଭଳି ଘୋଷଣା ପରେ ଅଙ୍ଗନାୱାଡି କର୍ମୀ ଖୁସି ବ୍ୟକ୍ତ କରିଚନ୍ତି। ସେପଟେ ଶ୍ରମିକ, ଅଙ୍ଗନାୱାଡି କର୍ମୀ ଓ ମହିଳାଙ୍କୁ ଅଧିକ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। କିନ୍ତୁ କେନ୍ଦ୍ର ସରକାର ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନଥିବା କହିଛନ୍ତି ଗଞ୍ଜାମ ଜିଲ୍ଲା ବିଜୁ ଶ୍ରମିକ ସାମ୍ମୁଖ୍ୟ ସଭାପତି ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ। ଗୋଟିଏ ପଟେ ସମାସ୍ୟାର ସମାଧାନ ଦିଗରେ ସଂଘର ଦାବୀ ଅନ୍ୟପଟେ ଅଙ୍ଗନାୱାଡି କର୍ମୀଙ୍କ କାର୍ଯ୍ୟଶୈଳୀକୁ ମଜବୁତ୍ କରିବା ପାଇଁ ସରକାରଙ୍କ ନିଆରା ପଦକ୍ଷେପ। ଆଗାମୀ ଦିନରେ ଅଙ୍ଗନାୱାଡି କର୍ମୀଙ୍କ ସମାସ୍ୟାର ସମାଧାନ କିପରି ହୋଇପାରୁଛି ତାକୁ ହିଁ ଅପେକ୍ଷା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026

You Might Also Like