-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ମାନ୍ୟନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ବିଭିନ୍ନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ର ଶୁଭ ଉଦଘାଟନ

05-Jul-2025




ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ) 

 ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ-ଓଡ଼ିଶା ସରକାର କୁଚିଣ୍ଡା ର ବିଧାୟକ ଶ୍ରୀ ରବିନାରାୟଣ ନାୟକ, ମାନ୍ୟବର ବିଧାୟକ ସମ୍ବଲପୁର- ଶ୍ରୀ ଜୟନାରାୟଣ ମିଶ୍ର,ରେଙ୍ଗାଲି ର  ପୂର୍ବତନ ବିଧାୟକ ନାଉରୀ ନାୟକ   ରାଜସ୍ବ ବିଭାଗୀୟ ଆୟୁକ୍ତ, ଉତ୍ତରାଞ୍ଚଳ ବିଭାଗ, ସମ୍ବଲପୁର ଶ୍ରୀ ସଚିନ୍ ରାମଚନ୍ଦ୍ର ଜାଧବ(ଭା.ପ୍ର.ସେ), ଉତ୍ତରାଞ୍ଚଳ ଆଇଜି ଶ୍ରୀ ହିମାଂଶୁ ଲାଲ(ଭା.ପୋ.ସେ),ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ଵର ବଳିରାମ ବୋନ୍ଦର(ଭ୍ରା.ପ୍ର.ସେ), ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂ (ଭା.ପୋ.ସେ),ସମ୍ବଲପୁର, ସମ୍ବଲପୁର ମହାନଗର ନିଗମ ର ଆୟୁକ୍ତ ଶ୍ରୀ ବେଦଭୂଷଣ(ଭ୍ରା.ପ୍ର.ସେ), ପ୍ରମୁଖ ଙ୍କ ଗରିମାମୟ ଉପସ୍ଥିତି ରେ ମାନ୍ୟବର କେନ୍ଦ୍ରଶିକ୍ଷା ମନ୍ତ୍ରୀ-ଭାରତ ସରକାର ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ କରକମଳରେ ସମ୍ବଲପୁର ପୁରର ସୌନ୍ଦର୍ଯ୍ୟକରଣ ପାଇଁ ବରଗଡ଼ କୁ ସଂଯୋଗ କରୁଥିବା ରାସ୍ତା ରେ ସ୍ଵାଗତମ/ଧନ୍ୟବାଦ ସମ୍ବଲପୁର ତ୍ଵରଣ, ଝାରସୁଗୁଡ଼ା କୁ ସଂଯୋଗ କରୁଥିବା ରାସ୍ତା ରେ ସ୍ବାଗତମ/ଧନ୍ୟବାଦ ତ୍ଵରଣ ଏବଂ ସମ୍ବଲପୁରର ଦୁର୍ଗାପାଳି ଛକରେ ଜୁହାର ନବ ଆକୃତି ଆଦି ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଗୁଡିକର ଶୁଭ ଉଦ୍ଘାଟନ ହୋଇଯାଇଛି।

ଉକ୍ତ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ଗୁଡିକ ସମ୍ବଲପୁର କୁ ରାଜ୍ୟ ର ଆକର୍ଷଣୀୟ ସହର ରେ ପରିଣତ କରିବାର ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି ମାନ୍ୟବର କେନ୍ଦ୍ରଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ। ସମ୍ବଲପୁର ର ସଙ୍କୃତି, ଲୋକକଳା,ପରମ୍ପରା, ଐତ୍ୟହ କୁ ଏହି ପ୍ରକଳ୍ପ ଗୁଡିକ ଜାତୀୟ ରାଜପଥରେ ପ୍ରତିଫଳନ କରିବ।ଆଗାମୀ ଦିନରେ ଏହି ସମ୍ବଲପୁର ସହରକୁ ସୁନ୍ଦର ଓ ଆଧୁନିକ କରିବା ଦିଗରେ ଅନେକ ପଦକ୍ଷେପର ନିଆଯାଉଛି ବୋଲି ସେ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like