-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଲାପଟପ ପ୍ରୋତ୍ସାହନ ରାଶିରୁ ବଞ୍ଚିତ ମେଧା ଛାତ୍ର ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

05-Jul-2025



କଣ୍ଟାମାଳ(ଜୟକୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାଦଶ ଶ୍ରେଣୀର ମେଧାବୀ ବିଜ୍ଞାନ ଛାତ୍ର ଅଜିତ ମହାନନ୍ଦ (ଚାରଭାଟି)  " ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ ଯୋଜନା " ରୁ ଲାପଟପ୍ କିଣିବା ନିମନ୍ତେ ଆର୍ଥିକ ସହାୟତା ପାଇବା ପାଇଁ ଯୋଗ୍ୟ ବିବେଚିତ ତାଲିକାରୁ ବଞ୍ଚିତ ହୋଇଛନ୍ତି । ଏହି ଯୋଜନାରେ ଯୋଗ୍ୟବିବେଚିତ ହେବାକୁ ଗତ ଦୁଇ ଦିନ କଣ୍ଟାମାଳ କଳେଜ୍ ର ଅଧ୍ୟକ୍ଷ ଏବଂ ବିଭିନ୍ନ  କର୍ମଚାରୀଙ୍କ ସହିତ ବାରମ୍ବାର ଯୋଗାଯୋଗ କରିବା ପରେ ନିରୁତ୍ସାହିତ ହୋଇ ଶେଷରେ ଅଗ୍ରଣୀ ସାମାଜିକ ସଂଗଠନ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ଲମ୍ବସରୀ ପଞ୍ଚାୟତ କମିଟି ସଂପାଦକ ତଥା ଯୁବ ସମାଜସେବୀ ଶ୍ରୀମାନ ମୋନିତ୍ ଭୋଇନା (ମାର୍ଡୋଲ) କୁ ଜଣେଇଥିଲେ  । ଆଜି ସକାଳେ ଶ୍ରୀ ଭୋଇନା ସଂଗଠନର ଜିଲ୍ଲା ସାଧାରଣ ସମ୍ପାଦକ ଏବଂ ନିଖିଳ ଓଡ଼ିଶା ଅନୁସୂଚିତ ଜାତି ସଂଗଠନ (AOSCO) ର କାର୍ଯ୍ୟକାରୀ ସଭାପତି ତଥା ଭାରପ୍ରାପ୍ତ ସାଧାରଣ ସମ୍ପାଦକ ସୁଧାଂଶୁ ଡାଙ୍ଗ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମେଧାବୀ ଛାତ୍ର ଶ୍ରୀ ମହାନନ୍ଦ ସହିତ ଓଡ଼ିଶାର ଅସ୍ପୃଶ୍ୟ ସମାଜ ର ସମସ୍ତ ମେଧାବୀ ଏହି ଯୋଜନାରେ ଯୋଗ୍ୟପ୍ରଥି ହୋଇଥିଲେ ମଧ୍ୟ  ଏଠାରେ ଜାତିବାଦୀ ମାନସିକତା ସମ୍ବୁଖିନ ହେବା ଦେଖିବାକୁ ମିଳୁଛି ଯାହା ଆମକୁ ବହଃତ ଆଘାତ ଦେଇଛି   ତେଣୁ  ଏ ବିଷୟରେ ପ୍ରଥମେ କଣ୍ଟାମାଳ କଲେନ୍ ଅଧ୍ୟକ୍ଷ ଶ୍ରୀ ବସନ୍ତ ପଟ୍ଟନାୟକ , ଦ୍ଵିତୀୟରେ  ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ ର ବରିଷ୍ଠ କିରାଣୀ ଶ୍ରୀ ନିରଞ୍ଜନ ବାଘ ଏବଂ ତୃତୀୟରେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ସୌମ୍ୟ ରଞ୍ଜନ ରାୟ ଙ୍କ ସହିତ ମୋବାଇଲ ଦ୍ୱାରା ଶ୍ରୀ ଡାଙ୍ଗ ଯୋଗାଯୋଗ କରିବା ପରେ ସନ୍ତୋଷ ଜନକ ଉତ୍ତର ପାଇ ନ ଥିଲେ । ଯୁବ ସମାଜସେବୀ ଶ୍ରୀ ଡାଙ୍ଗ ନେତୃତ୍ବରେ ଆଜି ମଧ୍ୟାହ୍ନ ରେ ମେଧାବୀ ଛାତ୍ର ଙ୍କୁ ନେଇ କରି ଅଗ୍ରଣୀ ସାମାଜିକ ସଂଗଠନ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ଏକ ପାଞ୍ଚ ଜଣିଆ ପ୍ରତିନିଧି ମଣ୍ଡଳୀ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଟେମଲାଲ ଦୁବେ ଙ୍କୁ ସାକ୍ଷାତ କରି ଆଲୋଚନା କରି   ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ଉପ ନିର୍ଦ୍ଦେଶକ ଓ ଯୁଗ୍ମ ସଚିବ ସହିତ ଯୋଗାଯୋଗ କରି ମହଦୋୟ ଆମକୁ ପରାମର୍ଶ ଦେଇଥିଲେ ଏବଂ ରାଜ୍ୟ ସରକାରଙ୍କ ଡୁଇ ଜଣ ବରିଷ୍ଠ ଅଧିକାରୀଙ୍କ ସହିତ ମୋବାଇଲ ଯୋଗେ ଆଲୋଚନା କରି ସମାଧାନର ରାସ୍ତା ଅତିକ୍ରମ କରିଥିଲୁ । ଶେଷରେ ଆଜି ଅପରାହ୍ନରେ ପାଞ୍ଚ ଜଣିଆ ପ୍ରତିନିଧି ମଣ୍ଡଳୀ ମେଧାବୀ ଛାତ୍ର ଶ୍ରୀ ମହାନନ୍ଦଙ୍କୁ ନେଇ ଏକ ଲିଖିତ ଦାବୀ ପତ୍ର ବୌଦ୍ଧ ଜିଲ୍ଲାପାଳଙ୍କ ଅନୁପସ୍ଥିତି ରେ  ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନଙ୍କୁ ପ୍ରଦାନ କରିବା ସହିତ ଦୀର୍ଘ ସମୟ ଆଲୋଚନା କରିବା ପରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଅଧ୍ୟକ୍ଷ ନିରଞ୍ଜନ ମିଶ୍ରଙ୍କ ସହିତ ପୁଙ୍ଖାନୁପୁଙ୍ଖ  ଆଲୋଚନା କରି ଯୋଗ୍ୟତା ହାସଲର ଆଶୁ ସମାଧାନ କରାଇଥିଲେ। ଏହି ପ୍ରତିନିଧି ମଣ୍ଡଳୀରେ କଣ୍ଟାମାଳ ବ୍ଲକର ଯୁବ ସମାଜସେବୀ ସଞ୍ଜୀବ ଭୋଇନା, ଅଗସ୍ତି ମହାନନ୍ଦ , ପ୍ରଦୀପ ତାଣ୍ଡିଆ,   ପ୍ରମୁଖ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ । ଓଡ଼ିଶାର ଅସ୍ପୃଶ୍ୟ ସମାଜ ର ସମସ୍ତ ବଞ୍ଚିତ ମେଧାବୀ ଛାତ୍ର ଛାତ୍ରୀ  ନିଜ ନିଜର ଅଧ୍ୟକ୍ଷଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ୱେବ ସାଇଟ ଆଇଡି ମାଧ୍ୟମରେ ଲିଖିତ ଅଭିଯୋଗ ପତ୍ର ଦାଖଲ କରିବାକୁ ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ଏଵଂ ନିଖିଳ ଓଡ଼ିଶା ଅନୁସୂଚିତ ଜାତି ସଂଗଠନ (AOSCO) ପକ୍ଷରୁ  ହାତଯୋଡି ଅନୁରୋଧ କରୁଛୁ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like