-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଭୁତକୋଠି ନୁହେଁ , ଭୁତଙ୍କ ରାଜ ମହଲ ପାଲଟିଛି ନୀଳଜି ହାଇସ୍କୁଲ ପରିସରରେ ନିର୍ମିତ ଆଦିବାସୀ ହରିଜନ ଛାତ୍ରୀ ନିବାସ

05-Jul-2025



ସିନାପାଲି (ଚିନ୍ତାମଣି  ନେତାମ)
ରାଜ୍ୟ ସରକାର ପ୍ରାଥମିକ  ଓ ମାଧ୍ୟମିକ  ଶିକ୍ଷାକୁ ଗୁରୁତ୍ୱ ଦେଇ  ଓଡିଶାର ଗରିବ ଆଦିବାସୀ ହରିଜନ ଜାତିର ପୁଅ ଓ ଝିଅ  ମାନଙ୍କ  ଶିକ୍ଷା ର  ବିକାଶ ପାଇଁ   ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି   ଶହେ ଶଯ୍ୟା ବିଶିଷ୍ଟ   ଆଦିବାସୀ   ହରିଜନ ଛାତ୍ରୀ ନିବାସ ନିର୍ମାଣ କରିଛନ୍ତି  ହେଲେ   ଅନେକ ଜାଗାରେ   ତାହା  କାର୍ଯ୍ୟରେ ଆସୁନାହିଁ  l ଯାହା ଫଳରେ  କି  ଭୁତ କୋଠି ପାଲଟୁଛି ଛାତ୍ରୀ ନିବାସ  l  ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ନୀଳଜି ହାଇସ୍କୁଲ ପରିସରରେ  ନିର୍ମିତ   ହୋଇଥିବା  ଶହେ ଶଯ୍ୟା ବିଶିଷ୍ଟ  ଆଦିବାସୀ  ହରିଜନ ଛାତ୍ରୀ ନିବାସ  ସୁନ୍ଦର ଦୃଶ୍ୟମାନ  ହୋଇଥିବା ବେଳେ   ଦୀର୍ଘ ବର୍ଷ ହେବ  କେଉଁ ସ୍ୱାର୍ଥରେ କାର୍ଯ୍ୟକ୍ଷମ କରୁନାହାନ୍ତି  ଜିଲ୍ଲା ପ୍ରଶାସନ ?    ଦୀର୍ଘ ବର୍ଷ ହେବ ଲକ୍ଷ ଲକ୍ଷ  ଟଙ୍କାରେ ନିର୍ମାଣ ହୋଇଥିବା ହଷ୍ଟେଲ କାର୍ଯ୍ୟ କ୍ଷମ ଠପ୍  ହୋଇଥିବା  ଯୋଗୁଁ  ଏ ଅଞ୍ଚଳର ଜନସାଧାରଣଙ୍କ  ମନରେ  କ୍ଷୋଭ ଜାତ ହେଉଛି   l ଜିଲ୍ଲା ପ୍ରଶାସନ କାହିଁକି  ଦୃଷ୍ଟି  ଦେଉନାହାନ୍ତି, ତାହା ଲୋକଙ୍କ ମନରେ  ଅନେକ ପ୍ରଶ୍ନବାଚୀ  ସୃଷ୍ଟି କରୁଛି  l ଅତି ପରିତାପର  ବିଷୟ କି  ସେହି ହଷ୍ଟେଲରେ ଛାତ୍ରଛାତ୍ରୀ ମାନେ  ନ ରହୁଥିଲେ  ମଧ୍ୟ  ମରାମତି ପାଇଁ ପ୍ରତି ବର୍ଷ  ଲକ୍ଷ ଲକ୍ଷ ଟଙ୍କା  ମଞ୍ଜୁର କରି ଆତ୍ମସାତ କରୁଥିବା  ମଧ୍ୟ  ଅଭିଯୋଗ ହେଉଛି  l  ତେବେ  ଦେଖିବାକୁ ବାକିରହିଲା  କେବେ ଜିଲ୍ଲା ପ୍ରଶାସନ  ଏହି  ଛାତ୍ରୀ ନିବାସକୁ କାର୍ଯ୍ୟକ୍ଷମ କରିବେ ଓ ଗରିବ ଆଦିବାସୀ ହରିଜନଙ୍କ  ମୁହଁରେ ହସ ଫୁଟାଇବେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like