-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପଡ଼ାବାସୀ ନିଜସ୍ବ ଉଦ୍ୟମରେ କଲେ ରାସ୍ତା ନିର୍ମାଣ

05-Jul-2025



ନୂଆପଡା ଜିଲ୍ଲା କୋମନା ବ୍ଲକ ବୁଦ୍ଧିକୋମନା ଗ୍ରାମପଞ୍ଚାୟତ ଅନ୍ତର୍ଗତ ପଣ୍ଡରାପଥର ଗ୍ରାମ ନିକଟସ୍ଥ ଗୋହିରାପଦର ଓ ଗୋଡ଼ଭଟା ପଡ଼ା ବାସିନ୍ଦା ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ଯ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାର ରାସ୍ତାଘାଟ ଓ ପାନୀୟ ଜଳ ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି କିନ୍ତୁ ପ୍ରଶାସନିକ ଉଦାସୀନତା ଓ ଜନ
ପ୍ରତିନିଧିମାନଙ୍କ ରାଜନୈତିକ ଇଚ୍ଛାଶକ୍ତିର ଅଭାବ ଯୋଗୁଁ ଏହି ସୁବିଧାସୁଯୋଗରୁ ବଞ୍ଚିତ ହେଉଛନ୍ତି ପଡ଼ାବାସୀ। ପଣ୍ଡରା ପଥର ଗ୍ରାମ ଠାରୁ ଗୋହିରାପଦର ଓ ଗୋଡ଼ଭଟା ପଡ଼ା ପ୍ରାୟ ଅଢେଇ କିଲୋମିଟର ଦୂରରେ ଅବସ୍ଥିତ। ଏହି ପଡ଼ାରେ ୪୦ ଟି ଘର ବସବାସ କରନ୍ତି। ଜନସଂଖ୍ୟା ପାଖାପାଖୁ ୨୫୦ ଜଣ । ଏହି ପଡ଼ାକୁ ଆସିବା ପାଇଁ ହେଲେ ଖଣ୍ଡିଏ ମାଟି ରାସ୍ତା ପଡି ରହିଛି। ବର୍ଷାଦିନେ ଅଳ୍ପ ବର୍ଷା ହେଲେ ମଧ୍ୟ ରାସ୍ତା ଖାଲଖମା କାଦୁଅ ଓ ପାଣି ପଚପଚ ହେଉଛି। ବାଇକ ଓ ସାଇକେଲ ମଧ୍ୟ ଠିକ ଭାବେ ଚଲେଇ ହେଉନାହିଁ କାଦୁଅ ରେ ବୁଡି ଯାଉଛି।
ବିଦ୍ୟାଳୟରେ ପାଠ ପଢୁଥ‌ିବା କୋମଳମତୀ ଛାତ୍ରଛାତ୍ରୀ ମାନେ ଏହି ରାସ୍ତା ଦେଇ ଗଲାବେଳେ ନାନା ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଓ ବିଦ୍ୟାଳୟକୁ
ଯିବାକୁ ବାଧ୍ୟ ହେଉଛନ୍ତି । ବୁଢ଼ାବୁଢ଼ୀମାନେ ନିଜର ଭତ୍ତା
ପାଇଁ ଗ୍ରାମପଞ୍ଚାୟତ ଓ ବ୍ୟାଙ୍କକୁ ଯିବା ପାଇଁ ଭାରି କଷ୍ଟ
ରେ ଯାଉଛନ୍ତି।ରାସ୍ତା ମରାମତି ପାଇଁ ପଞ୍ଚାୟତ ଗ୍ରାମ
ସଭାରେ ପାରିତ ହେଲେ ମଧ୍ୟ କାର୍ଯ୍ୟ ଶୂନ । ଜିଲ୍ଲାପାଳଙ୍କ
ଅଭିଯୋଗ ଶୁଣାଣି ଶିବିରରେ ଜଣାଇଲା ପରେ ମଧ୍ୟ
ପ୍ରଶାସନିକ ଦୃଷ୍ଟି ପଡୁନାହିଁ। ପରିଶେଷରେ ବାଧ୍ୟ ହୋଇ
ଗ୍ରାମବାସୀ ନିଜସ୍ବ ଉଦ୍ୟମକରି କୋଡ଼ି କୋଦାଳ ଝୁଟି ଧରି
ମାଟି ମୋରମ ପକାଇ ରାସ୍ତା ତିଆରି କରିଛନ୍ତି। ପଡ଼ାରେ
ପାଣି ସମସ୍ୟା ମଧ୍ୟ ରହିଛି। ନଳକୂପ ଠିକ ଭାବରେ ପାଣି
ବାହାରୁ ନାହିଁ। ସପ୍ଲାଏ ପାଣି କେବେ ଆସୁଛି ତ କେବେ
ନାହିଁ, ସେମାନେ ନିକଟସ୍ଥ ଝରଣା ଓ ନାଳ ପାଣିବ୍ୟବହାର କରୁଛନ୍ତି । ତେଣୁକରି ପଡ଼ାର ଦାଉ ମାଝୀ, ମଧୁମାଝୀ, ଦୁର୍ଜନ ଖରସେଲ, ହୀରାଲାଲ ମାଝୀ,ପରମେଶ୍ବର ଧରୁଆ, ରେବାଲାଲ ବାରିକ, ପ୍ରତାପ ମାଝୀ, ଯୋଗୀନ୍ଦ୍ର ଧରୁଆ, ଅମ୍ବିକା ମାଝୀ, ବିମଳା ମାଝୀ, ରଥୁମାଝୀ,ନରେନ୍ଦ୍ର ଅଦା, ଜୟଧର ମାଝୀ, ତୁଳସୀରାମ ମାଝୀ ପଡ଼ାର ରାସ୍ତା ମରାମତି ଓ ପାନୀୟ ଜଳ ସହ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ପ୍ରଶାସନ ନିକଟରେଗୁହାରି କରିଛନ୍ତି ।

■ପରମେଶ୍ଵର ମେହେରଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like