-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଜୁଲାଇ ୭ ମାଲକାନଗିରି ରେ ହିନ୍ଦୁ ଶୋଭାଯାତ୍ରା

06-Jul-2025



(ମିହିର ଶଙ୍କର ପାତ୍ର,)
ଆସନ୍ତା ସୋମବାର ଜୁଲାଇ ୭ ରେ ମାଲକାନଗିରି ରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଗତ ମାସ ୨୬ ତାରିଖ ଦିନ ମାଲକାନଗିରି ଶ୍ରୀ କୃଷ୍ଣ ମନ୍ଦିରରେ ହିନ୍ଦୁ ମହାସଂଘ ର ଜିଲ୍ଲା କାର୍ଯ୍ୟକର୍ତ୍ତା, ବିଶ୍ବହିନ୍ଦୁ ପରିଷଦ ର କାର୍ଯ୍ୟକର୍ତ୍ତା ଓ ଅନ୍ୟାନ୍ୟ ହିନ୍ଦୁ ସଂଗଠନ କାର୍ଯ୍ୟକର୍ତ୍ତା ମାନେ ମଧ୍ୟ ଯୋଗଦାନ କରିଥିଲେ। ରାଜ୍ୟ ହିନ୍ଦୁ ମହାସଂଘ ଉପ ସଭାପତି ଲକ୍ଷ୍ମୀକାନ୍ତ ତ୍ରିପାଠୀ ଙ୍କ ତତ୍ବାବଧାନରେ ଅନୁଷ୍ଠିତ ବୈଠକରେ ହିନ୍ଦୁ ମହାସଂଘ ମାର୍ଗଦର୍ଶକ ମଣ୍ଡଳୀ ଅଧ୍ୟକ୍ଷ ସୌଭାଗ୍ୟ ବାବା, ପ୍ରମୁଖ ଜୟନ୍ତ କୁମାର ପାତ୍ର, ବିଶ୍ଵାମିତ୍ରାନନ୍ଦ ଗିରି, କୋରକୋଣ୍ଡା ଆଶ୍ରମ ର ସ୍ବାମୀଜୀ, ରାମକୃଷ୍ଣ ଚୌଧୁରୀ,ମାଧକ ଚୈତନ୍ୟଜୀ, ବିଶ୍ବହିନ୍ଦୁ ପରିଷଦ ର ଶିବ ପଦ ମିର୍ଧା ଉପସ୍ଥିତ ରହି କାର୍ଯ୍ୟକର୍ତ୍ତା ମାନଙ୍କ ସହ ଆଲୋଚନା କରିଥିଲେ। ମାଲକାନଗିରି ରେ ବଢୁଥିବା ଅନ୍ୟାୟ ଧର୍ମାନ୍ତରୀକରଣ, ହିନ୍ଦୁ ନେତାଙ୍କ ଉପରେ ଲାଗୁଥିବା ମିଥ୍ୟା ଆରୋପ ଓ ଜିଲ୍ଲା ର ସାଂପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରାଯାଇଥିଲା। ଏହି ବୈଠକ ପରେ ମାଲକାନଗିରି ଜିଲ୍ଲାର ହିନ୍ଦୁ ନେତାଙ୍କ ମନରେ ସଂଗଠନ ର ଆବଶ୍ୟକତା କୁ ନେଇ ଅନେକ ଆଲୋଚନା ହେବା ପରେ ଆସନ୍ତା ୭ ତାରିଖ ରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେବାକୁ ସ୍ଥିର କରା ଯାଇଥିଲା। ବିଧିବଦ୍ଧ ଭାବେ ଆଜି ହିନ୍ଦୁ ମହାସଂଘ ର ପ୍ରମୁଖ ଶାଖା ଭବାନୀ ବାହିନୀ ତାର ସମର୍ଥନ ଘୋଷଣା କରିଛି। ଏହା ଭବାନୀ ବାହିନୀ ରାଷ୍ଟ୍ରୀୟ ଅଧ୍ୟକ୍ଷା ଜୟ ଶ୍ରୀ ନାୟକ ସାମାଜିକ ଗଣମାଧ୍ୟମ ଦ୍ବାରା ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like