-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବାହୁଡା଼ ଯାତ୍ରାରେ ବ୍ୟାପକ ବିଭ୍ରାଟ; ଚତୁର୍ଦ୍ଧାମୂର୍ତ୍ତି ଙ୍କ ଆଗରେ ଦ୍ବାରସ୍ଥ ହେଲେ ପ୍ରଶାସନ ଅଧିକାରୀ

06-Jul-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର  ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ବାହୁଡ଼ା ଯାତ୍ରା ରେ ବ୍ୟାପକ ବିଭ୍ରାଟ ଦେଖାଯାଇଛି। ସନ୍ଧ୍ୟା ୮.୩୦ ପର୍ଯ୍ୟନ୍ତ ମହାପ୍ରଭୁ ଙ୍କ ପହଣ୍ଡି ବିଜେ ନୀତି ହୋଇ ନ ଥିବା ବେଳେ ଶ୍ରଦ୍ଧାଳୁ ଦର୍ଶନ ନ ପାଇ ନିରାଶ ହୋଇ ଫେରିଥିଲେ। ବାହୁଡା଼ ଯାତ୍ରା ପାଇଁ ସନ୍ଧ୍ୟା ୫ ଟା ବେଳୁ ଶ୍ରଦ୍ଧାଳୁ ମାନେ ଦୂର ଦୁରାନ୍ତରୁ ଆସି ପ୍ରବଳ ଭିଡ ଜମେଇ ଥିଲେ l କିନ୍ତୁ ୮.୩୦  ପର୍ୟ୍ୟନ୍ତ ପହଣ୍ଡି ଦର୍ଶନ ନ ପାଇ ନିରାଶ ହୋଇ ଫେରିଛନ୍ତି।  ଯେତେ ଯାହା ସମସ୍ୟା ଉପୁଜିଲେ ବି ପ୍ରଶାସନ ତଥା ଦେବୋତ୍ତର ଅଧିକାରୀ ମାନେ ଏଠି କେବେ କେହି ତତ୍ପର ହେଉ ନାହାନ୍ତି l ସତେ ଯେମିତି ସେଇ କାଳିଆ ହିଁ ସହା ଭରସା l ଏ ନେଇ ସନ୍ଧ୍ୟାରେ ବ୍ୟାପକ ଜନ ଅସନ୍ତୋଷ ବୃଦ୍ଧି ପାଇଥିଲା। ନବମୀ ସଂଧ୍ୟାରେ ମହାପ୍ରଭୁ ଙ୍କ ଉପନ ଭୋଗ ଲାଗି ପାଇଁ ବ୍ରାହ୍ମଣ ସମାଜକୁ ଦାୟିତ୍ଵ ସହ କିଛି ପଇସା ଯୋଗାଇ ଦିଆ ଯାଇଥାଏ କିନ୍ତୁ ଚଳିତ ବର୍ଷ ନା ପଇସା ନା ବ୍ରାହ୍ମଣ ସମାଜକୁ ପଚରା ଉଚୁରା କରାଯାଇଥିଲା।  ଏହା ସିଧା ସଳଖ ପ୍ରଭୁ ଙ୍କୁ ଅବମାନନା ସହ ବ୍ରାହ୍ମଣ ଙ୍କୁ ଅସମ୍ମାନ ପ୍ରଦର୍ଶନ ହୋଇଛି ବୋଲି  ବ୍ରାହ୍ମଣ ସମାଜ କ୍ଷୋଭ ପ୍ରକାଶ କରିବା ସହ ଦେବୋତ୍ତର ଅଧିକାରୀ ଉତ୍ତର ଦାୟୀ ବୋଲି କହିଥିଲେ l ତେଣୁ ସେ ଆସି ଏଠି ଉତ୍ତର ରଖନ୍ତୁ ବୋଲି ଅଡି ବସିଥିଲେ ପଣ୍ଡା ପରିହରି ଓ ସମାଜ l ପରେ ଦେବୋତ୍ତର ଅଧିକାରୀ ଉପ ଜିଲ୍ଲାପାଳ ଏ ସମସ୍ୟା ର ସମ୍ମୁଖୀନ ପାଈଁ ସାହସ ନ କରି  ବରିଷ୍ଟ ପ୍ରଶାସନିକ ଅଧିକାରୀ, ଅତିରିକ୍ତ ତହସିଲଦାର ଏବଂ ପୋଲିସ ବିଭାଗର ଅଧିକାରୀ ଙ୍କୁ ପଠାଇ ଥିଲେ l ସେମାନେ ଆସି ମହାପ୍ରଭୁ ଙ୍କ ଠାରେ କ୍ଷମା ପ୍ରାର୍ଥନା କଲା ପରେ ୮.୩୦ ଟା ପରେ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଥିବା ଓ ଭକ୍ତ ଙ୍କ ଉତ୍କଣ୍ଠା ଦେଖା ଦେଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like